ଆଜି ଫେବୃୟାରୀ ୧୧ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି
ମେଷ
ଆଜି ସାମଗ୍ରିକ ଦୃଷ୍ଟିକୋଣରୁ ଦିନଟି ସ୍ମରଣୀୟ ମନେ ହେବ । ସାମଜିକି ସ୍ତରରେ ଏକାଧାରରେ ଅର୍ଥ, ସମ୍ମାନ, ଉପଢୈାକନ, ସମ୍ବର୍ନ୍ଧନା ପାଇବାର ଯୋଗ ରହିଛି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୩ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ବୃଷ
ବିଶିଷ୍ଟ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସି ନିଜକୁ ଗୌରବାନ୍ୱିତ ମନେକରିବେ । ବନ୍ଧୁଙ୍କ ସହାୟତାରେ ଅନଟନ ଦୂରେଇ ଯିବ ଓ କାର୍ଯ୍ୟଗୁଡିକ ସରଳୀକୃତ ହେବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ମିଥୁନ
କର୍ମକ୍ଷେତ୍ରରେ ପ୍ରତି । ଓ ପ୍ରଶଂସା ମଧ୍ୟରେ ନିଜକୁ ହଜାଇ ଦେଇପାରନ୍ତି । ସକାଳୁ ସକାଳୁ କାହାର ଡାକରା ଆପଣଙ୍କୁ ଚଳଚଞ୍ଚଳ କରାଇପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୧ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ଧାର୍ମିକ ହେବେ ।
କର୍କଟ
ହସ, ଖୁସିରେ ସମୟ କଟାଇବେ । କାମରେ ଉତ୍ସାହିତ ହେବେ । ଅର୍ଥନୈତିକ ପ୍ରଗତି ମାନସିକ ସ୍ଥିତିକୁ ବହୁ ପରିମାଣରେ ବୃଦ୍ଧି କରିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ସିଂହ
ଅର୍ଥହାନି, ପାରିବାରିକ ଝଗଡା, ପରିବହନରେ ସମସ୍ୟା, ବନ୍ଧୁମାନଙ୍କ ସହ ମତପାର୍ଥକ୍ୟ ସୃଷ୍ଟି କରିପାରେ । କଳା, କ୍ରୀଡା, ସାହିତ୍ୟ, ସାମ୍ବାଦିକତା,ଏଜେନ୍ସି ଓ ସଭାସମିତିରେ ପ୍ରଶଂସିତ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ଅନ୍ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
କନ୍ୟା
ଆକସ୍ମିକ ଯାତ୍ରାରେ କେତେକ ପ୍ରତିବନ୍ଧକ ଦେଖା ଦେଇପାରେ । କର୍ମକ୍ଷେତ୍ରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୩ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।
ତୁଳା
ଆଜି ଆପଣ ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ କୌଣସି କର୍ମାରମ୍ଭ କଲେ ଭୁଲ୍ କରିବେ । ନିର୍ମାଣାଧୀନ କାମ, ଚୁକ୍ତିପତ୍ର, ବିବାଦୀୟ ଘଟଣା ଓ ଜମିଜମା କିଣା ବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ କରିବା ଭଲ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୭ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ବିଛା
ଆଜି କିଛି କାମରେ ସନ୍ତୋଷ ପାଇବା ସଙ୍ଗକୁ କିଛି ବିରକ୍ତିକର ପରିସ୍ଥିତି ମଧ୍ୟ ସାମନାକୁ ଆସିବ । ବନ୍ଧୁଙ୍କ ପରାମର୍ଶରେ ପାରିବାରିକ ସମସ୍ୟା ସଜାଡିବାରେ ଯତ୍ନବାନ ହେବେ । ଶୁଭ ଅଙ୍କ ଧଳା । ଶୁଭ ଅଙ୍କ ୩ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ଧନୁ
ପ୍ରତ୍ୟେକ କଥାକୁ ସକାରାତ୍ମକ ଦୃଷ୍ଟିରୁ ବିଚାର କଲେ ଉପକୃତ ହେବେ । ବିରକ୍ତିଭାବ ଦୂରେଇଯିବ, ଧୈର୍ଯ୍ୟ ବୃଦ୍ଧି ପାଇବ, ଯାହି କି ଆଜି ପାଇଁ ତାହାର ଆବଶ୍ୟକତା ରହିଛି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୬ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ମକର
ଆଜି ଆପଣ ଟିକିଏ ବିନୟର ସହ କହିଲେ ଯେ କେହି ଆପଣଙ୍କ ଠାରୁ କାମ ହାସଲ କରିନେବେ । ବ୍ୟବସାୟିକ ଦିଗଟି ଭଲ ରହିଲେ ମଧ୍ୟ ପାରିବାରିକ ସ୍ଥିତି ଭଲ ରହିବ ନାହିଁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
କୁମ୍ଭ
କୌଣସି ପ୍ରତିବନ୍ଧକ ଆଜି ଆପଣଙ୍କ କାମକୁ ଅଟକାଇ ରଖିପାରିବ ନାହିଁ । ମୁଣ୍ଡ ଖେଳାଇ ନ ହେବା କାମକୁ ମଧ୍ୟ କରି ଦେଇପାରିବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୫ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ବିଦେଶ ଯିବା ସମସ୍ୟା ରହିବ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
ଗୃହିଣୀ- ପରକୁ ଆପଣାର କରିବେ ।
ମୀନ
ଆଜି ଆକସ୍ମିକ ଭାବେ ଜଣେ ବନ୍ଧୁଙ୍କ ସହ ଦେଖା ହୋଇଯିବ, ଯେ କି ଆଗାମୀ ସମୟରେ ଆପଣଙ୍କ କାମକୁ ଆସିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।