ଆଜି ମାର୍ଚ୍ଚ ୧୧ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛ

ମେଷ

ରାହୁ ମଙ୍ଗଳ ଯୋଗରୁ ପ୍ରତ୍ୟେକ ପ୍ରକାର ପରିସ୍ଥିତିକୁ ସାମ୍‌ନା କରି ବିବାଦୀୟ ପରିସ୍ଥିତିର ଦୃଢ ମୁକାବିଲା କରିବେ । ନୂତନ ଗୃହୋପକରଣ କ୍ରୟ କରିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।
କର୍ମଜୀବି – କାମଟି ହଠାତ୍ ହୋଇଯିବ ।
ଛାତ୍ରଛାତ୍ରୀ- ବନ୍ଧୁଙ୍କୁ ଆପଣାର କରିବେ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଚାଷୀ- ଶାରୀରିକ କ୍ଳାନ୍ତି ଆସିପାରେ ।

ବୃଷ

କେନ୍ଦ୍ରସ୍ଥ ଚନ୍ଦ୍ର ପ୍ରଭାବରେ ସମ୍ପର୍କୀୟଙ୍କ କାମରେ ହସି ହସି ସାହାର୍ଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ । ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ । ଶୁଭ ରଙ୍ଗ ଚିପ୍ । ଶୁଭ ଅଙ୍କ ୫ ।
ଚାଷୀ- ସାଙ୍ଗରେ ପାଣି ନେଇ ବାହାରନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ମିତ୍ର ସହ କଟୁତା ହୋଇପାରେ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

ମିଥୁନ

ଉପରିସ୍ଥ ଚନ୍ଦ୍ର ପ୍ରଭାବରେ ଅର୍ଥ ପ୍ରାପ୍ତିର ଲାଳସା ନେଇ ବନ୍ଧୁ ଅସୁବିଧାରେ ପକାଇପାରନ୍ତି । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୭ ।
ଗୃହିଣୀ- ନୂତନ ଜିନିଷ କ୍ରୟ କରିପାରନ୍ତି ।
ବ୍ୟବସାୟୀ- ଗୃହୋପକରଣ କ୍ରୟ କରିପାରନ୍ତି ।
କର୍ମଜୀବି – କାମଟି ହଠାତ୍ ହୋଇଯିବ ।
ଛାତ୍ରଛାତ୍ରୀ- ମିତ୍ର ସହ କଟୁତା ହୋଇପାରେ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଚାଷୀ- ସାଙ୍ଗରେ ପାଣି ନେଇ ବାହାରନ୍ତୁ ।

କର୍କଟ

ସାମାନ୍ୟ ଖର୍ଚ୍ଚାନ୍ତ ହେବା ଦ୍ୱାରା ଦୀର୍ଘ ଦିନର ଆଶା ଫଳବତୀ ହୋଇପାରିବ । ଅଫିସ୍ ସମ୍ବନ୍ଧୀୟ କୋନସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ- ମୁଣ୍ଡରେ ପଗଡି ବାନ୍ଧନ୍ତୁ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ସିଂହ

ଆଗାମୀ କାର୍ଯ୍ୟ ସକାଶେ ସମ୍ପର୍କୀୟଙ୍କ ସାହାର୍ଯ୍ୟରୁ ମନୋବଳ ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ଧୀରପାଣି ପଥର କାଟେ ନୀତିରେ କାମ କଲେ ଅବଶ୍ୟ ଉପକୃତ ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

କନ୍ୟା

କେତୁଙ୍କ ପ୍ରଭାବରେ ଉପର ମନ୍ୟରେ ମିଠା କଥା କହି ବନ୍ଧୁଙ୍କୁ ଆପଣାର କରିବେ । ପାରିବାରିକ ସ୍ତରରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ତୁଳା

ଶୁଭ କାର୍ଯ୍ୟରେ ବନ୍ଧୁମିଳନ ସଙ୍ଗକୁ ମିଷ୍ଟାନ୍ନ ଲାଭରୁ ମନ ଖୁସି ରହିବ । ସ୍ୱାତୀ ନକ୍ଷତ୍ର ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍ ମାର୍ଗ ଅନୁସରଣ କରିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ଗୃହିଣୀ- ଧାର୍ମିକ ହେବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
ଛାତ୍ରଛାତ୍ରୀ- ବନ୍ଧୁଙ୍କୁ ଆପଣାର କରିବେ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଚାଷୀ- ଶ୍ରମ ସାର୍ଥକ ହେବ ।

ବିଛା

ବନ୍ଧୁଙ୍କ ସହ ମାଙ୍ଗଳିକ କାର୍ଯ୍ୟ ସକାଶେ ଆଲୋଚନା କରିପାରନ୍ତି । କର୍ମକ୍ଷେତ୍ରରେ ଅସଂଯତ କାର୍ଯ୍ୟକଳାପ ସମସ୍ୟାକୁ ବଢାଇ ଦେଇପାରେ । ଶୁଭ ଅଙ୍କ ନାରଙ୍ଗୀ । ଶୁଭ ଅଙ୍କ ୮ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କରତ୍‌କର୍ମା ହେବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ଧନୁ

ପାରିବାରିକ ଅସ୍ଥିରତା କାରଣରୁ ମାନସିକ ଅବସାଦ ଯୋଗୁ କୌନସି କାମ ଉତ୍ସାହପ୍ରଦ ହେବ ନାହିଁ । ଅର୍ଥାଭାବ ଯୋଗୁ ବିଚଳିତ ହେବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।
ଗୃହିଣୀ- କାର୍ଯ୍ୟରେ ବିଳମ୍ବ ହୋଇପାରେ ।
ବ୍ୟବସାୟୀ- ଗୃହୋପକରଣ କ୍ରୟ କରିପାରନ୍ତି ।
କର୍ମଜୀବି – କାମଟି ହଠାତ୍ ହୋଇଯିବ ।
ଛାତ୍ରଛାତ୍ରୀ- ବନ୍ଧୁଙ୍କୁ ଆପଣାର କରିବେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଚାଷୀ- ଶ୍ରମ ସାର୍ଥକ ହେବ ।

ମକର

ଦ୍ୱିତୀୟସ୍ଥ ଏକାଧିକ ଗ୍ରହ ହେତୁ କର୍ମକ୍ଷେତ୍ରରେ ଭୁଲ୍ ବୁଝାମଣାରୁ ଅସାନ୍ତିକର ପରିବେଶ ସୃଷ୍ଟି ହେବ । ସହକର୍ମୀଙ୍କ ସହ ଭ୍ରମଣ ସୁଯୋଗ ଲାଭ କରିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କୁମ୍ଭ

ବିଭିନ୍ନ ପ୍ରକାରର ସମସ୍ୟା ବିଜଡିତ ହୋଇ କମକ୍ଷେତ୍ର ପ୍ରତି ଉଦାସୀନ ହେବେ । ପୂର୍ବଭଦ୍ରବ ନକ୍ଷତ୍ର ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
ରୋଗୀ- ସତର୍କତାର ଦିନ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ମୀନ

ପ୍ରତ୍ୟେକ କ୍ଷେତ୍ରରେ କୂଟନୀତି ବଳରେ କାର୍ଯ୍ୟ ସାଧନ କରିବେ । ଈର୍ଷାପରାୟଣ ବ୍ୟକ୍ତିମାନେ ହଠାତ୍ ବିରୋଧୀ ମନୋବୃତ୍ତି ନେଇ ସକ୍ରିୟ ହୋଇ ଉଠିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ଭୁଲ୍ ମାର୍ଗ ଅନୁସରଣ କରିପାରନ୍ତି ।
କର୍ମଜୀବି- କାର୍ଯ୍ୟରେ ଶିଥିଳତା ଆସିବ ।
ଗୃହିଣୀ- କାର୍ଯ୍ୟରେ ବିଳମ୍ବ ହୋଇପାରେ ।
ବ୍ୟବସାୟୀ- ବିଜୟୀ ହେବେ ।

 

Leave a Reply

Your email address will not be published. Required fields are marked *