ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ

ଆଜି ଆପଣ ହସିଲେ କଥା କହିବେ ଓ ପାରିବାରିକ ସ୍ଥିତି ଭଲ ରହିବ । ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି । ଏକ ନିର୍ଦ୍ଦିଷ୍ଟ କାମ ସକାଶେ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବୃଷ

ଟେନ୍‌ସନ ଅବଶ୍ୟ ଲାଗି ରହିବ, ତଥାପି ସାଧାରଣ କଥାରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ । ବ୍ୟବସାୟ କ୍ଷେତ୍ର ଶନିଙ୍କ ପ୍ରଭାବରେ ଧିମେଇ ଚାଲିବ । ବିଭିନ୍ନ ପ୍ରକାର କାମର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ପରକୁ ଆପଣାର କରିବେ ।

ମିଥୁନ

ସାଧାରଣ କଥାରେ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ବୃଦ୍ଧି ପାଇବ । ସଂଗଠନ, ରାଜନୀତି କିମ୍ବା ଆନୁ ।ନିକ କାମରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ମୃଗଶିରା ନକ୍ଷତ୍ର ସାଧାରଣ ପରିଶ୍ରମରେ ବେଶି ସଫଳତା ପାଇବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୭ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ମିତ୍ର ସୁଖ ପାଇବେ ।

କର୍କଟ

ଆତ୍ମିୟଙ୍କ ସାହାର୍ଯ୍ୟରେ ସମସ୍ୟା ସମାଧାନ କଷ୍ଟ ହୋଇପାରେ । ପରିବାରରେ ପ୍ରତିକୂଳ ପରିସ୍ଥିତି ଯୋଗୁ ଯୋଜନାଗୁଡିକ ସମ୍ପୂର୍ଣ୍ଣ ହେବ ନାହିଁ । ବୃଦ୍ଧ ମାତାପିତାଙ୍କ ସ୍ୱାସ୍ଥ୍ୟବସ୍ଥାରେ ଉନ୍ନତି ଘଟିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ସିଂହ

କର୍ମକ୍ଷେତ୍ରରେ ଫାଇଲ୍ କାମରେ ବ୍ୟସ୍ତ ରହିବେ । ଆଗାମୀ ମାଙ୍ଗଳିକ କାମ ପରିପ୍ରେକ୍ଷୀରେ ବିଭିନ୍ନ ଘରୋଇ ସମସ୍ୟା ମଧ୍ୟରେ ମନ ଅଶାନ୍ତି ରହିବ । ଯାତ୍ରା ସମୟରେ ସତର୍କତା ଅବଲମ୍ବନ ନ କଲେ ବିବାଦ ଘେରରେ ପଡିବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୩ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

କନ୍ୟା

ଯେତେ ଭଲ କାମ କଲେ ମଧ୍ୟ ଏଣେ ଘରୁ ତେଣେ କର୍ମକ୍ଷେତ୍ରରୁ ଅଭିଯୋଗ ଆସିପାରେ । ଆକସ୍ମିକ ଦୁର୍ବଳତା ଯୋଗୁ ବ୍ୟସ୍ତତା ବୃଦ୍ଧି ପାଇବ । ବକେୟା ଆଦାୟକୁ କେନ୍ଦ୍ର କରି ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୁଖୀ ହେବେ ।

ତୁଳା

ଭୁଲ୍ ବୁଝାମଣାରେ ନିକଟସ୍ଥ ବ୍ୟକ୍ତି ବିଶେଷଙ୍କ ଆପଣଙ୍କ ପ୍ରତି ଥିବା ମନୋଭାବ ବଦଳିଯିବ । କଚେରି ମାମଲା କ୍ଷେତ୍ରରେ ସମସ୍ୟା ସମାଧାନ ହେବାର ସମ୍ଭାବନା ରହିଛି । ପୂର୍ବରୁ କଳହ ଲାଗିଥିବା ସହକର୍ମୀ ପ୍ରତି ସତର୍କ ରୁହନ୍ତୁ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ବିଛା

ବିଭିନ୍ନ ପ୍ରକାର ଦୁଶ୍ଚିନ୍ତା କାରଣରୁ ମନୋବଳ କ୍ରମଶଃ ହ୍ରାସ ପାଇବ । ତଥାପି ଆପଣ ମନ ବୁଝିଲା ଭଳି କଥା କହି ପାଖ ପଡୋଶୀଙ୍କୁ ଆପଣେଇ ନେବେ । ସକାଳ ସମୟରେ ଶୁଣାକଥାକୁ ବିଶ୍ୱାସ କରି ଟେନ୍‌ସନ ବଢିପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୭ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ପରକୁ ଆପଣାର କରିବେ l

ଧନୁ

ଆପଣଙ୍କ ପରିସ୍ଥିତି ପ୍ରତି ସହାନୁଭୂତି ଦେଖାଇ ବନ୍ଧୁ ସାହାର୍ଯ୍ୟ ର ପ୍ରତିଶ୍ରୁତି ଦେବେ । ଚେଷ୍ଟା କରୁଥିବା ଯୋଜନାଟିକୁ କାର୍ଯ୍ୟକାରି କରିବେ । ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ବିପଦ ଘଟିବାର ସମ୍ଭାବନା ନାହିଁ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ଧାର୍ମିକ ହେବେ ।

ମକର

ଦୀର୍ଘ ଦିନରୁ ଭିତରେ ଭିତରେ କୁହୁଳୁଥିବା ଅଶାନ୍ତି ହଠାତ୍ ପରିବେଶକୁ ବଦଳାଇ ଦେବ । ଦୀର୍ଘ ଦିନରୁ ଚିନ୍ତା କରିଥିବା କାମଟି ହଠାତ୍ ହୋଇଯିବ । ଆବଶ୍ୟକତା ପୂରଣ ସକାଶେ ଧାର କରଜ କରି କାମ ତୁଲାଇ ନେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କୁମ୍ଭ

ଆଜିର ସକାଳୁଆ ଯାତ୍ରା ଆନନ୍ଦଦାୟକ ହେବ । ତଥାପି ତରବରିଆ ପଦକ୍ଷେପ ନେଇ ଠିକ୍ କାମକୁ ଭୁଲ୍ କରିବେ । ମନ ଭୁଲାଣିଆ କଥା କହି ସଜକର୍ମୀଙ୍କ ଦ୍ୱାରା କାମଟି କରାଇ ନେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ମୀନ

କର୍ମକ୍ଷେତ୍ରରେ ଦକ୍ଷତାକୁ ନେଇ ପ୍ରତି । ଓ ପ୍ରଶଂସା ପାଇବେ । ଦାୟିତ୍ୱ ନେଇଥିବା ଲୋକଟି ଠିକ୍ ଖବର ଦେବାରେ ହେଳା କରିପାରନ୍ତି । ଅର୍ଥ ଆଦାୟ କରିବାରେ ଅକ୍ଷମ ହେବେ । ବିବାଦୀୟ ଘଟଣା ଟିକିଏ ଜଟିଳ ଆଡକୁ ଗତି କରିବ । ଶୁଭ ଅଙ୍କ ୯ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

Leave a Reply

Your email address will not be published. Required fields are marked *