ଆଜି ଫେବୃୟାରୀ ୧୨ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି
ମେଷ
ଆଜି ନିକଟ ସମ୍ପର୍କୀୟଙ୍କ ଅନାଦର ଭାବ ମନକୁ ବ୍ୟଥିତ କରିବ । ଆଜକୁ କେତେଦିନ ହେଲା ଯାହା ଭାବୁଥିଲେ ତାହା ଆଜି ସହଜ ଓ ସୁବିଧାରେ ପାଇଯିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ଧାର୍ମିକ ହେବେ ।
ବୃଷ
ସ୍ୱାସ୍ଥ୍ୟ ବିଶେଷ କିଛି ଖରାପ ନ ଥିଲେ ମଧ୍ୟ ବିଭିନ୍ନ ଘରୋଇ ଝମେଲା କାରଣରୁ ଭଲ ରହିବ ନାହିଁ । ପ୍ରତ୍ୟୁଷ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୪ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ମିଥୁନ
ବହୁତ ଦିନହେଲା ଅଟକି ରହିଥିବା କାମ ସୁବିଧାରେ ହୋଇଯିବ । ପୁନର୍ବସୁ ନକ୍ଷତ୍ରର ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।
କର୍କଟ
ଆପଣ ପରିସ୍ଥିତିକୁ ଯେତେ ଜଟିଳ ମନେକରୁଛନ୍ତି ବାସ୍ତବରେ ସେମିତି କିଛି ହେବନି । ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖା ଦେବାର ସମ୍ଭାବନା ରହିଛି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୧ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ସିଂହ
ସ୍ୱାସ୍ଥ୍ୟ କ୍ରମଶଃ ଅବନ୍ନତି କରିପାରେ, ଏଣୁ ସାବଧାନତା ଅବଲମ୍ବନ କରିବା ଭଲ । ପାରିବାରିକ ପରିସ୍ଥିତି ଭଲ ନ ହେଲେ ମଧ୍ୟ ମନ୍ଦ ହେବନି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
କନ୍ୟା
ଇଚ୍ଛା ନ ଥିଲେ ମଧ୍ୟ ବନ୍ଧୁଙ୍କ ଅନୁରୋଧରେ କୌଣସି କାମ ସକାଶେ ମନ ବଳାଇବେ । ଖଳ ଲୋକଙ୍କ କଥାରେ ପଡି ଭୁଲ୍ ମାର୍ଗ ଅନୁସରଣ କରି ହଇରାଣ ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୭ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୁଖୀ ହେବେ ।
ତୁଳା
ସାମାଜିକ କ୍ଷେତ୍ରରେ ବିଭିନ୍ନ କଥା କହିବା କାରଣରୁ ବିବାଦ ବଢିପାରେ । କୌଣସି ବନ୍ଧୁଙ୍କ ସ୍ୱାସ୍ଥ୍ୟ ସମସ୍ୟା ମନକୁ ବ୍ୟଥିତ କରିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବିଛା
ଦୀର୍ଘଦିନର ଅଭିଳାଷ ପୂରଣ ହେବା କାରଣରୁ ମନ ପ୍ରଫୁଲ୍ଲ ରହିବ । ଟିକିଏ ଟିକିଏ କଥାରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ଉଦାସ ରହିବେ । ଶୁଭ ଅଙ୍କ କ୍ରୀମ୍ । ଶୁଭ ଅଙ୍କ ୯ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ପରକୁ ଆପଣାର କରିବେ ।
ଧନୁ
କର୍ମକ୍ଷେତ୍ରରେ ସହକର୍ମୀଙ୍କ ଠାରୁ ବୁଲ୍ ଖବର ପାଇ ବିବ୍ରତ ହୋଇପାରନ୍ତି । ବନ୍ଧୁଙ୍କୁ ଅନୁନୟ ବିନୟ ପୂର୍ବକ ପ୍ରିୟ କଥା କହି ଭୁଲ୍ ବୁଝାମଣା ହେତୁକ ସମସ୍ୟାକୁ ସୁଧାରି ନେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- କରତ୍କର୍ମା ହେବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।
ମକର
ପାରିବାରିକ କ୍ଷେତ୍ରରେ ମାନସିକ ଅଶାନ୍ତି ଯୋଗୁ ମନରେ ସରସତା ରହିବ ନାହିଁ । ସତର୍କତାର ସାହ କାମ ନ କଲେ କଳହର ସମ୍ମୁଖୀନ ହୋଇ ପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୩ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ l
କୁମ୍ଭ
ଯେଉଁ ଜିନିଷଟି ନ ପାଇ ବ୍ୟସ୍ତ ହେଉଥିଲେ ଆଜି ଅପରାହ୍ନରେ ତାହା ସୁବିଧାରେ ପାଇଯିବେ । ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ୱାକ୍ଷରିତ ହୋଇପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ମୀନ
ଯେତେ ଚେଷ୍ଟା କଲେ ମଧ୍ୟ ଆଜି ଅଟକିଥିବା କାମ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର । କର୍ମକ୍ଷେତ୍ରରେ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- କରତ୍କର୍ମା ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।