ଆଜି ମାର୍ଚ୍ଚ ୧୨ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛ
ମେଷ
ଆଜି ଲାଭଭାବସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ପାରିବାରିକ ସ୍ଥିତି ଠିକ୍ ରଖିବ ନାହିଁ । କୌଣସି କଥାକୁ ଠିକ୍ ଭାବରେ ନ ବୁଝି ଅଯଥା ବିରକ୍ତି ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।
ବୃଷ
ଦ୍ୱାଦଶାଧିପତି ରାଶିସ୍ଥ ହେତୁ ଆପଣଙ୍କୁ ଆକସ୍ମିକ ଭାବରେ ଯାତ୍ରା କରିବାକୁ ପଡିପାରେ । ପଡୋଶୀଙ୍କ ସହ ସମ୍ପର୍କ ମଧୁର ରଖିବା ପାଇଁ ଚେଷ୍ଟା କରି ସଫଳତା ପାଇପାରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।
ଗୃହିଣୀ- କ୍ଳାନ୍ତି ଅନୁଭବ କରିବେ ।
ବ୍ୟବସାୟୀ- ଗୃହୋପକରଣ କ୍ରୟ କରିପାରନ୍ତି ।
କର୍ମଜୀବି- କାର୍ଯ୍ୟରେ ଶିଥିଳତା ଆସିବ ।
ଛାତ୍ରଛାତ୍ରୀ- ବନ୍ଧୁଙ୍କୁ ଆପଣାର କରିବେ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଚାଷୀ- ମୁଣ୍ଡରେ ପଗଡି ବାନ୍ଧନ୍ତୁ ।
ମିଥୁନ
ପାପଗ୍ରହଯୁକ୍ତ ରାଶି ଶାରୀରିକ ଅସୁସ୍ଥତାର କାରଣ ହୋଇପାରେ । ନୂତନ ଯାନବାହନ କ୍ରୟ କରିବା କିମ୍ବା ଗୃହସଜ୍ଜା ପ୍ରତି ଆଗ୍ରହ ବଢିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୩ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସ୍ୱାଭିମାନୀ ହେବେ ।
କର୍କଟ
ବ୍ୟୟାଧିପ ସପ୍ତମସ୍ଥ ଯୋଗୁ ବାଣିଜ୍ୟ, ବ୍ୟବସାୟରେ ଶେୟାର ବଜାରରେ ପୁଞ୍ଜିଲଗାଣ ଶୁଭପ୍ରଦ ହେବ । ବନ୍ଧୁମାନଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ- ମିତ୍ର ସହ କଟୁତା ହୋଇପାରେ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଚାଷୀ- ଉତ୍ତମ ଫଳ ପାଇବେ ।
ସିଂହ
କର୍ମାଧିପ ଭାଗ୍ୟସ୍ଥ ଯୋଗୁ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ । ପିଲାମାନଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୭ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।
କନ୍ୟା
ଶୁକ୍ରଙ୍କ ଶୁଭ ସଂସ୍ଥାନରୁ ପ୍ରତ୍ୟେକ କ୍ଷେତ୍ରରେ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ । ବିଭିନ୍ନ ସମସ୍ୟା ମଧ୍ୟରେ ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
କର୍ମଜୀବି- ବିଦେଶରେ ଥିଲେ ଅସୁବିଧା ଦେଖା ଦେବ ।
ଛାତ୍ରଛାତ୍ରୀ- ବନ୍ଧୁଙ୍କୁ ଆପଣାର କରିବେ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ତୁଳା
ଆଜିର ଫେରନ୍ତା ବାଟରେ ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ଉପର ଅଧିକାରୀଙ୍କ ସମ୍ମୁଖରେ ନିଜର ମନର ଭାବକୁ ପ୍ରକାଶ କରିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।
ବିଛା
ଚନ୍ଦ୍ରଙ୍କ ପ୍ରଭାବରୁ ପାରିବାରିକ କ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ । କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।
ଧନୁ
ବନ୍ଧୁମାନଙ୍କ ନିମନ୍ତ୍ରଣ କ୍ରମେ ଆକସ୍ମିକ ଭାବରେ ଆମୋଦ-ପ୍ରମୋଦର ମଉକା ଜୁଟିବ । ମଙ୍ଗଳ ଜନିତ ପାଖ ପଡୋଶୀଙ୍କ ସହ-ଯୋଗରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ନୂତନ ଜିନିଷ କ୍ରୟ କରିପାରନ୍ତି ।
ମକର
ପ୍ରତ୍ୟେକ କ୍ଷେତ୍ରରେ ଆପଣଙ୍କ ଉଦ୍ୟମ ବିଫଳ ହେବ ନାହିଁ । କୌଣସି ମୂଲ୍ୟବାନ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ବ୍ୟବସାୟୀ- ଗୃହୋପକରଣ କ୍ରୟ କରିପାରନ୍ତି ।
କର୍ମଜୀବି – କାମଟି ହଠାତ୍ ହୋଇଯିବ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
ରୋଗୀ- ୟୋଗା କରନ୍ତୁ ।
ଚାଷୀ- ଶାରୀରିକ କ୍ଳାନ୍ତି ଆସିପାରେ ।
କୁମ୍ଭ
ଚତୁର୍ଥସ୍ଥ ଶୁକ୍ର ଜନିତ ବନ୍ଧୁମାନଙ୍କ ସହାୟତାରେ ବଜେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ କୌଣସି ରିସ୍କ ପଦକ୍ଷେପ ଗ୍ରହଣ କରିବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୮ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- କାର୍ଯ୍ୟରେ ବିଳମ୍ବ ହୋଇପାରେ ।
ମୀନ
ପରିସ୍ଥିତି ବିଡମ୍ବନା କାରଣରୁ ପାରିବାରିକ କ୍ଷେତ୍ରରେ ସବୁ ଜାଣିଶୁଣି ନୀରବତା ଅବଲମ୍ବନ କରିବେ । ବାରମ୍ବାର ଅସଫଳ ହେବା କାରଣରୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫ ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
ଛାତ୍ରଛାତ୍ରୀ- ବନ୍ଧୁଙ୍କୁ ଆପଣାର କରିବେ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।











