ଆଜି ଡିସେମ୍ବର ୧୨ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି
ମେଷ
ଆଜି ପ୍ରତ୍ୟେକ କ୍ଷେତ୍ରରେ କାର୍ଯ୍ୟସିଦ୍ଧି ଘଟିବା ସହିତ ଆଶା କରୁଥିବା ଜିନିଷ ନିଶ୍ଚିତ ପାଇ ପାରିବେ । କିନ୍ତୁ ଆତ୍ମୀୟମାନଙ୍କ ଉପରେ ଭୁଲ୍ ବୁଝାମଣା ହେତୁ ପାରିବାରିକ ସମସ୍ୟା ବଢିପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବୃଷ
ସ୍ଥଗିତ ଥିବା କାମଟି ବନ୍ଧୁଙ୍କ ସାହାର୍ଯ୍ୟରୁ ପୁନଃ ଆରମ୍ଭ କରିବାକୁ ମନସ୍ଥ କରିବେ । ପରିଜନଙ୍କ ସମ୍ବନ୍ଧରେ କୌଣସି ଶୁଭ ସମ୍ବାଦ ଶୁଣି ଖୁସି ହେବେ । ଦିନରେ କଠୋର ପରିଶ୍ରମ ହେତୁ ରାତ୍ରିରେ ଅନିଦ୍ରାଜନିତ ପୀଡା ଅନୁଭବ କରିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
ମିଥୁନ
କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ବୁଝାମଣା ଭିତିରେ କାମ କଲେ ଉପକୃତ ହେବେ । ସ୍ତ୍ରୀଙ୍କ ପ୍ରେରଣାରୁ ଉପକୃତ ହୋଇପାରନ୍ତି । କ୍ଷେତ୍ରରେ ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପଡିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
କର୍କଟ
ସମସ୍ୟାଗୁଡିକର ସମୀକ୍ଷା କରି କାର୍ଯ୍ୟପନ୍ଥା ସ୍ଥିର କରିବାକୁ ମନସ୍ଥ କରିବେ । ନିର୍ମାଣାଧୀନ ଗୃହ କିମ୍ବା ଘରଭଡାକୁ କେନ୍ଦ୍ର କରି ବିତର୍କ ଆଶଙ୍କା ରହିଛି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।
ସିଂହ
ଆଜି ମନମୁତାବକ କାମଗୁଡିକ ସମ୍ପନ୍ନ ହେବାରେ ଅସୁବିଧା ହେବ ନାହିଁ । ସାମାନ୍ୟ ବଚସାରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ତିକ୍ତତା ସୃଷ୍ଟି ହୋଇପାରେ । ପରିବାରର ଅସଜଡା ପରିସ୍ଥିତିକୁ ସଜାଡି ନେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।
କନ୍ୟା
ବିଭିନ୍ନ ସମସ୍ୟା ମଧ୍ୟରେ ଗତି କରୁଥିବାରୁ ମାନସିକ ସ୍ଥିତି ଭଲ ରହିବ ନାହିଁ । ଆନୁସଙ୍ଗିକ ସୁବିଧା ସୁଯୋଗ ପାଇ ପଡୋଶୀଙ୍କ ଠାରୁ କାମ ହାସଲ କରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୩ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
ତୁଳା
ସ୍ୱାସ୍ଥ୍ୟ ଭଲ ରହିବା ସହ ପସନ୍ଦର ଜିନିଷ କିଣିବାର ସୁଯୋଗ ପାଇବେ । ସଭାସମିତି କିମ୍ବା ଆଲୋଚନା କ୍ଷେତ୍ରରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ । ଶୁଭ ରଙ୍ଗ କଳା । ଶୁଭ ରଙ୍ଗ ୫ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ବିଛା
ଆଜିର କର୍ମକ୍ଷେତ୍ର ଓ ପାରିବାରିକ ପରିସ୍ଥିତି ପ୍ରାୟତଃ ସ୍ୱାଭାବିକ ରହିବ । କିନ୍ତୁ ପ୍ରତ୍ୟେକ କଥାରେ ପଡୋଶୀଙ୍କ କଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୯ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ଧନୁ
କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାମନାରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ । ଭୁଲ୍ ବୁଝାମଣା ଯୋଗୁଁ କର୍ମକ୍ଷେତ୍ରରେ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୧ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
ମକର
ଆଜି ସକାଳୁ ଇଚ୍ଛା କରିଥିବା ଜିନିଷଟି ନ ପାଇବାରୁ ମାନସିକ ଶାନ୍ତି ବ୍ୟାହତ ହୋଇପାରେ । ବନ୍ଧୁଙ୍କ ଅନାଦର ଭାବ ଯୋଗୁଁ ଦୁଃଖୀ ହେବେ । ସତର୍କତା ଅଭାବରୁ ହାତ କିମ୍ବା ଗୋଡରେ ଆଘାତ ଲାଗିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।
କୁମ୍ଭ
ସହକର୍ମୀଙ୍କ ସହାୟତାରୁ କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରାଦମରେ କରିଚାଲିବେ । ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍ ଆରମ୍ଭ କରିବାକୁ ମନ ବଳାଇବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ଅନ୍ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।
ମୀନ
ନିଜ ଲୋକମାନଙ୍କ ଟାହି ଟାପରାକୁ ସହି ପାରିବେ ନାହିଁ କିମ୍ବା କହି ପାରିବେ ନାହିଁ । ମଧ୍ୟାହ୍ନରେ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କିରିବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୨ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- କରତ୍କର୍ମା ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସ୍ୱାଭିମାନୀ ହେବେ ।