ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର
ମେଷ
ଆଜିର ଗୁରୁତ୍ୱପୂର୍ଣ୍ଣ କାମଗୁଡିକ ଅତି ନିକଟରେ ରଗୁଥିବା ବନ୍ଧୁଟି ଦ୍ୱାରା କରାଇନେବେ । କର୍ମକ୍ଷେତ୍ରରେ ସ୍ୱାଦୀଣ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ମିଳିବ । ସ୍ୱାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖା ଦେବ । ସରକାରୀ ସ୍ତରରୁ ଅପେକ୍ଷା କରିଥିବା ଶୂଭ ଖବର ପାଇ ଉଲ୍ଲସିତ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ବୃଷ
ନିଜ ପରିସରର ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ । ଯୁକ୍ତିତର୍କ ହେତୁ ସାଧାରଣ କଥାରେ ସ୍ତ୍ରୀ କହୁଥିବା କଥାକୁ ବିରୋଧ କରିପାରନ୍ତି । ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବାକୁ ପଡିବ । ଅର୍ଥ ପ୍ରାପ୍ତି ସକାଶେ ଅନ୍ୟମାନଙ୍କୁ ନେହୁରା ହେବାକୁ ପଡିପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ମିଥୁନ
ଭଲ ସମ୍ପର୍କ ଥିବା ବନ୍ଧୁଟି ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଦୂରେଇ ରହିବ । ଆକସ୍ମିକ ଭାବେ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ । ଗୃହ ସମସ୍ୟା ସଜାଡିବାକୁ ଯାଇ ବହୁ ହଇରାଣ ହେବାକୁ ପଡିପାରେ । କଚେରି ମାମଲା କ୍ଷେତ୍ରରେ ସୁଫଳ ପାଇବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
କର୍କଟ
ଅର୍ଥନୈତିକ ଯୋଜନା କ୍ଷେତ୍ରରେ ଅଂଶଦାରମାନଙ୍କ ସହ ଆଲୋଚନା କରିପାରନ୍ତି । ଅନ୍ୟମନସ୍ମତାରୁ ଭୁଲ୍ କରି ବସିବେ । ବୁଝାମଣା ଠିକ୍ ନ ରହିବାରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ସାମୟିକ ଚିନ୍ତିତ ରହିପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୯ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ସିଂହ
ପରିବାର ସଦସ୍ୟଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ । ସଭାସମିତିରେ ବନ୍ଧୁ ଏବଂ କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ଦ୍ୱାରା ପ୍ରଶଂସିତ ହେବେ । ସ୍ୱାସ୍ଥ୍ୟ ପ୍ରତି ଅବହେଳାର ପରିଣାମ ଭୋଗ କରିବାକୁ ପଡିବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୫ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
କନ୍ୟା
କାର୍ଯ୍ୟ କ୍ଷେତ୍ରରେ କିଛିଟା ଗୋଳମାଳିଆ ପରିସ୍ଥିତି ସୃଷ୍ଟି ହେବା ସୂଚନା ରହିଛି । ବହୁ ସମୟ ଧରି ଭ୍ରମଣ କାରନରୁ କ୍ଳାନ୍ତି ଓ ଅବସାଦ ଦେଖା ଦେଇପାରେ । ବନ୍ଧୁ ମିଳନ ଓ ଆମୋଦ ପ୍ରମୋଦ ସକାଶେ ନୂତନ ଯୋଜନା କରିବେ । ଖୋଜୁଥିବା ଜିନିଷ ହଠାତ୍ ପାଇ ଖୁସି ହୋଇଯିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- କାର୍ଯ୍ୟରେ ଶିଥିଳତା ଆସିବ ।
ଛାତ୍ରଛାତ୍ରୀ- ବନ୍ଧୁଙ୍କୁ ଆପଣାର କରିବେ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ତୁଳା
ସମସ୍ୟା ମଧ୍ୟରେ ବୁଡି ରହି ଆପଣଙ୍କ ଦୈନ୍ୟଯୁକ୍ତ କଥା ଭାବମୂର୍ତ୍ତିକୁ କ୍ଷୁଣ୍ଣ କରିବ । ସଜକର୍ମୀଙ୍କ ସହାୟତାରେ ଆଜି ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । କର୍ମକ୍ଷେତ୍ରରେ ପଦୋନ୍ନତି ଘଟିବା ସୂଚନା ପାଇବେ । ଘରଭଡାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ବ୍ୟବସାୟୀ- ଗୃହୋପକରଣ କ୍ରୟ କରିପାରନ୍ତି ।
କର୍ମଜୀବି- ତାପ ଯୋଗୁ କାର୍ଯ୍ୟରେ ବ୍ୟାଘାତ ଦେଖା ଦେଇପାରେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ- ଆର୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ବିଛା
ଏକ ଭିନ୍ନ ପରିସ୍ଥିତିରେ ଦୂରେଇଯାଇଥିବା ଲୋକ ପାଖେଇ ଆସିବ । ଅମାୟିକ ବ୍ୟବହାର ଦ୍ୱାରା ଅନ୍ୟମାନଙ୍କୁ ଆପଣେଇ ନେବେ । ଅନ୍ୟାୟ ବିରୋଧରେ ସ୍ୱର ଉଠାଇଲେ ମଧ୍ୟ କିଛି ଲାଭ ହୋଇ ନ ପାରେ । ପାରିବାରିକ ସ୍ଥିରତା ରହିଥିଲେ ମଧ୍ୟ ପଡୋଶୀଙ୍କ ଆକ୍ଷେପୋକ୍ତର ତର୍କମାକରି ଅଶାନ୍ତ ରହିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
କର୍ମଜୀବି- କରତ୍କର୍ମା ହେବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ଧନୁ
ମତାନ୍ତର କାରଣରୁ ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଘଟିବ । ସଭାସମିତିରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବ । କର୍ମକ୍ଷେତ୍ରରେ ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୩ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ଭୁଲ୍ ମାର୍ଗ ଅନୁସରଣ କରିପାରନ୍ତି ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।
ମକର
ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇବେ । ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦ୍ୱିତା କ୍ରମଶଃ ବୃଦ୍ଧି ପାଇବ । ପଡୋଶୀମାନେ କଅଁଳିଆ କଥା କହି କାର୍ଯ୍ୟ ହାସକ କରିବାର ଅପଚେଷ୍ଟା କରିବେ । ସକାଳୁ ସକାଳୁ ପିଲାଙ୍କ ସହ ଖୁସିଗପ କରିବା ମଉକା ଜୁଡିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
କୁମ୍ଭ
ସାଙ୍ଗଠନିକ କାମ, ପରିବହନ, ରାଜନୀତି, ଆଇନ ଓ ଆନୁ ।ନିକ କାମରେ ଶୁଭଫଳ ମିଳିବ । କେତେକ କ୍ଷେତ୍ରରେ ନୀରବ ରହିବାକୁ ବାଧ୍ୟ ହେବେ । ଅନ୍ୟସନସ୍କ ହେତୁ , କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ମୀନ
ଆଜି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଭଲ ରହିବ ନାହିଁ । ପୁରୁଣା କାମଗୁଡିକର ସମୀକ୍ଷା କରିବେ । ବିବାଦୀୟ ପରିାସ୍ଥିତି ସୃଷ୍ଟିର ସମ୍ଭାବନା ରହିଛି । ଅସୁସ୍ଥତା କାରଣରୁ କେତେକ କାମରେ ଅବହେଳା କରିପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୭ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଆର୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖଭାରା ଦିନଟି ।