ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର
ମେଷ
ଆଜି ଅତୀତ ସ୍ମୃତିର ଅଜଣା ଆବେଗରେ ମନ ଉତ୍-ଫୁଲ୍ଲିତ ରହିବ । କୌଣସି ପ୍ରିୟବନ୍ଧୁଙ୍କ ସହ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଆନୁ ।ନିକ କାମରେ ସହ-ଯୋଗ ଓ ସୁଖ ସମ୍ମାନ ପାଇ ଖୁସି ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ବୃଷ
ବନ୍ଧୁଙ୍କ ନିମନ୍ତ୍ରଣ ରକ୍ଷା କରି ଯାତ୍ରା କରିବାକୁ ବାଧ୍ୟ ହେବେ । କାମଗୁଡିକର ପୂର୍ଣ୍ଣାଙ୍ଗ ସକାଶେ ମାନସିକ ଅସ୍ଥିରତା ସୃଷ୍ଟି ହୋଇପାରେ । ଗୃହ ନିର୍ମାଣ ସମ୍ପର୍କିତ ସମସ୍ୟାର ଆଶଙ୍କା ରହିଛି । ସମସ୍ୟା ସମାଧାନ ପୂର୍ବକ ଆଶାପୂରଣ ହେବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୫ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ
ମିଥୁନ
ପ୍ରତିବନ୍ଧକ ଲାଗି ରହିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ । ଧାରକରଜ କରି ଆବଶ୍ୟକତା ପୂରଣ କରିବେ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସହ ରୋଗପୀଡା ନିୟନ୍ତ୍ରଣ ମଧ୍ୟରେ ରହିବ । ସହନଶୀଳତା ଆଚରଣ କରି ପାରିବାରିକ ତିକ୍ତତାର ସମାପ୍ତି ଘଟାଇବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
କର୍ମଜୀବି- କରତ୍କର୍ମା ହେବେ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
କର୍କଟ
ହଜିଲା ଦିନର ଅଭୁଲା ସ୍ମୃତିକୁ ମନେ ପକାଇ ବାବ ବିଭୋର ହେବେ । କର୍ମକ୍ଷେତ୍ରର ଅବ୍ୟବସ୍ଥା ମାନସିକ ସ୍ଥିତିକୁ ନିରୁତ୍ସାହିତ କରିବ । ନିଜ ଲୋକମାନଙ୍କ ଅନାଦର ଓ ଖାପଛଡା ମନୋଭାବରୁ ସାମୟିକ ଦୁଃଖୀ ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ସିଂହ
ସ୍ଥଗିତ କାମକୁ ପୂର୍ଣ୍ଣାଙ୍ଗ କରି ଶାନ୍ତିରେ ନିଶ୍ୱାସ ମାରିବେ । କିନ୍ତୁ ପରିବାର ସଦସ୍ୟଙ୍କ ସ୍ୱାସ୍ଥ୍ୟ ସମସ୍ୟା ୍ୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ । ବ୍ୟବସାୟିକ କ୍ଷେତ୍ରରେ ପ୍ରତିଯୋଗିତା ମନୋଭାବ ସୃଷ୍ଟି ହେବ । ହଠାତ୍ ଜଣେ ବନ୍ଧୁଙ୍କ ଆର୍ଥିକ ସହାୟତାରେ କାମ ହାସଲ କରିପାରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
ରୋଗୀ-ସତର୍କତାର ଦିନ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
କନ୍ୟା
କାମ ସୁବିଧାରେ ସମ୍ପନ୍ନ ଦିଗରେ ଜଣେ ବ୍ୟକ୍ତିଙ୍କ ଅବଦାନ ଅବିସ୍ମରଣୀୟ ରହିବ । ନିଜ ପରିବାରର ବ୍ୟକ୍ତିଙ୍କ ଅସହ-ଯୋଗ ମନୋଭାବରୁ ବ୍ୟଥିତ ହେବେ । ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍-ବ୍ୟବହାର କଷ୍ଟକର ହୋଇପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।
ଗୃହିଣୀ- ସୁଖୀ ହେବେ ।
ବ୍ୟବସାୟୀ- ବାହାରେ ବ୍ୟବସାୟ କରିବା କଷ୍ଟ ହେବ ।
କର୍ମଜୀବି- ସମ୍ମାନ ପାଇବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ- ସତର୍କତାର ଦିନ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ତୁଳା
ଆକସ୍ମିକ ଅଭିଳାଷ ପୂରଣ ହେବା ସହିତ ଅଭାବ ଅସୁବିଧା ଦୂରେଇ ଯିବ । କିଛି ଅସୁବିଧା ନ ଥିଲେ ମଧ୍ୟ କର୍ମକ୍ଷେତ୍ରରେ ଟେନ୍ସନ ଲାଗି ରହିବ । ଭଲ ସମ୍ପର୍କ ନ ଥିବା ବ୍ୟକ୍ତି ଙ୍କ ନିକଟରୁ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହେବକୁ ପଡିବ । ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
କର୍ମଜୀବି- ସହଯୋଗ ମିଳିବ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଉତ୍ତମ ଫଳ ପାଇବେ ।
ବିଛା
ସାଧାରନ କଥାକୁ ନେଇ ଭୁଲ୍ ବୁଝାମଣା ହେତୁ ଦୀର୍ଘ ଦିନର ସୁସମ୍ପର୍କରେ ଭଟ୍ଟା ପଡିପାରେ । ସ୍ୱାସ୍ଥ୍ୟ ସମସ୍ୟା ନିମ୍ନାଭିମୁଖୀ ହେବା କାରଣରୁ ଦୁଶ୍ଚିନ୍ତା ବୃଦ୍ଧି ପାଇବ । ପାରିବାରିକ କ୍ଷେତ୍ରରେ ମତାନ୍ତର ହଠାତ୍ ବଦଳିବା ଆଶା ନିରର୍ଥକ ହୋଇପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ଧନୁ
ପାରିବାରିକ ସମସ୍ୟା ଲାଗି ରହିଥିଲେ ମଧ୍ୟ କାମରେ ଅବହେଳା କରିପାରିବେ ନାହିଁ । ମନ ଭଲ ନ ରହିଲେ ସୁଦ୍ଧା ବନ୍ଧୁଙ୍କ ଅନୁରୋଧ ରକ୍ଷା କରି ତାଙ୍କ ସାଙ୍ଗରେ ଯିବାକୁ ବାଧ୍ୟ ହେବେ । ଅସାଧ୍ୟ ସାଧନ କରିପାରନ୍ତି । ବନ୍ଧୁ ମିଳନ ଘଟିପାରେ । ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ମକର
ଅନ୍ୟ ପାଖରେ ବହୁତ ଦିନରୁ ରହିଯାଇଥିବା ବାକି ଟଙ୍କା ଆଜି ଅପରାହ୍ନରେ ପାଇବେ । ଦେହ ଭଲ ରହିଲେ ମଧ୍ୟ ସାମୟିକ ପୁରାତନ ରୋଗରେ କଷ୍ଟ ପାଇପାରନ୍ତି । ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- କ୍ଳାନ୍ତି ଅନୁଭବ କରିବେ ।
କୁମ୍ଭ
ସମସ୍ତ ପ୍ରକାରର ସୁବିଧା ଥାଇ ମଧ୍ୟ କାମଟିକୁ ପୁରା କରିପାରିବେ ନାହିଁ । ଯାହାକୁ ନିଜର ବୋଲି ମନେ କରିବେ ସେ ହିଁ ଧୋକା ଦେବାର ବହୁ ସମ୍ଭାବନା ରହିଛି । ବେଳେ ବେଳେ ଗୁରୁଦାୟିତ୍ୱ ବହନ କରି ନିର୍ଭୀକ ଭାବେ ସମ୍ପାଦନ କରିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- ବିଦେଶରେ ଥିଲେ ଅସୁବିଧା ଦେଖା ଦେବ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
ରୋଗୀ- ଅଳସୁଆ ଲାଗିପାରେ ।
ଚାଷୀ- କ୍ଳାନ୍ତି ଅନୁଭବ କରିବେ ।
ମୀନ
ନିକଟ ଅତୀତରେ ବହୁତ ଟଙ୍କା ଖର୍ଚ୍ଚ କରିଥିବା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ । ଆନୁ ।ନିକ କ୍ଷେତ୍ରରେ ବାଦବିବାଦ କ୍ରମେ ଜଟିଳ ହେବ ଓ ସଫଳତା ହାସଲ କରିବେ । ଦିନସାରା ଭଲ-ମନ୍ଦ ଲାଗି ରହିବ । ମିଶ୍ରିତ ଫଳ ମିଳିବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।