ଆଜି ନଭେମ୍ବର ୧୩ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି
ମେଷ – ଆଜି ରାହୁ ନକ୍ଷତ୍ରସ୍ଥ ଚନ୍ଦ୍ର ଆପଣଙ୍କ ସହକର୍ମୀ କିମ୍ବା ପଡୋଶୀଙ୍କ ସହକର୍ମୀ କିମ୍ବା ପଡୋଶୀଙ୍କ ସହ ମନାନ୍ତର ସୃଷ୍ଟି କରିବ । ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କବିତର୍କର ସମ୍ମୁଖୀନ ହେବାକୁ ପଡିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ବୃଷ
କର୍ମାଧିପ ରବିଙ୍କ ନକ୍ଷତ୍ରସ୍ଥ ଯୋଗୁ ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ଜଣେ ପଦସ୍ଥ ବ୍ୟକ୍ତିଙ୍କ ଅବଦାନ ରହିବ । ଘରେ ଅସାବଧାନତା ବଶତଃ ଦ୍ରବ୍ୟ ନଷ୍ଟ ହେବାରୁ କଳହ ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସହ-ଯୋଗୀ ବ୍ୟବସାୟ ଲାଭଜନକ ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ମିଥୁନ
ଧନାଧିପ ରାଶିରେ ପାପଗ୍ରହ ନକ୍ଷତ୍ରରେ ଥିବାରୁ ଆର୍ଥିକ ଅନଟନର ସମ୍ମୁଖୀନ ହେବାକୁ ପଡିପାରେ । ସାମାଜିକ ସ୍ତରରେ କିମ୍ବା ଆନୁ ।ନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୧ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
କର୍କଟ
ଆକସ୍ମିକ ଭାବରେ ଉପରିସ୍ଥ ଆଦେଶପ୍ରାପ୍ତ ହୋଇ ଦୂର ଯାତ୍ରା କରିବାକୁ ପଡିପାରେ । ମନ ଖୁସୀ ହେଲା ଭଳି କୌଣସି ଖବର ପାଇ ଖୁସୀ ହୋଇପାରନ୍ତି । ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୫ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଆର୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ପରକୁ ଆପଣାର କରିବେ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
ସିଂହ
ଶନି ଓ ଚନ୍ଦ୍ରଙ୍କ ଷଡାଷ୍ଟକ ସ୍ଥିତି କାରଣରୁ ଇଚ୍ଛା ବିରୁଦ୍ଧରେ କୌଣସି କାମ କରି ଅନୁତାପ କରିବାକୁ ପଡିପାରେ । ନିଜର ଫାଇଦା ହାସଲ ପାଇଁ ସହକର୍ମୀ ଫନ୍ଦିଫିକର କରିବା ଲାଗି ମନ ବଳାଇବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ମିତ୍ର ସୁଖ ପାଇବେ ।
କନ୍ୟା
ଚନ୍ଦ୍ର ମିଥୁନ ରାଶିରେ ଥିବାରୁ କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ଟେନ୍ସନ ସୃଷ୍ଟି କରିବ । ହସ୍ତା ନକ୍ଷତ୍ର ଉଚ୍ଚବର୍ଗଙ୍କ ସାହାର୍ଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୯ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- କରତ୍କର୍ମା ହେବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।
ତୁଳା
ଭାଗ୍ୟସ୍ଥାନରେ କର୍ମାଧିପ ରହିଥିବାରୁ ଦୀର୍ଘ ଦିନର ଆଶା ପୁରଣ ଦିଗରେ ଅନୁକୂଳ ପରିସ୍ଥିତି ସୃଷ୍ଟି ହେବ । କିନ୍ତୁ ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବଧ୍ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବିଛା
ରାଶିରେ କେତୁଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପାରନ୍ତି । ବିବାଦୀୟ ମାମଲା ମନ୍ଥର ହେବା ସହ ପୁରାତନ ରୋଗର ପୀଡା ଅନୁଭବ ହୋଇପାରେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୭ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
ଧନୁ
ନୀଚ ରାଶିରେ ଶୁକ୍ରଥିବାରୁ କର୍ମକ୍ଷେତ୍ରରେ ଫାଇଲ୍ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ । ବିଳାସ ପ୍ରାଚୁର୍ଯ୍ୟ ମଧ୍ୟରେ ସମୟ ଅତିବାହିତ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ମକର
ଶୁକ୍ରଙ୍କ ନୀଚଭଙ୍ଗ ରାଜ ଯୋଗ ପ୍ରଭାବରୁ କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି । କିନ୍ତୁ ମନରେ ଭାବୁଥିବା କଥାଟି ବନ୍ଧୁଙ୍କ ମୁହଁ ସାମ୍ନାରେ ପ୍ରକାଶ କରିପାରିବେ ନାହିଁ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
କୁମ୍ଭ
ପାରିପାଶ୍ୱିର୍କ ପରିସ୍ଥିତି କେତେକାଂଶରେ ଭଲ ରହିବା ସହ ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହ-ଯୋଗ ପାଇବେ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।
ମୀନ
ଆନୁଷଙ୍ଗିକ ସବୁ ପ୍ରକାର ସୁବିଧାଥିଲେ ମଧ୍ୟ ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ । ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଲକ୍ଷ୍ୟସ୍ଥଳକୁ ଯିବାରେ ବିଳମ୍ବ ଘଟବାର ସୂଚନା ରହିଛି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୪ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।