ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର
ମେଷ
ଆଜି ଆପଣଙ୍କର ଉନ୍ନତଚିନ୍ତା ଓ ନୂତନ ଯୋଜନା ଫଳପ୍ରଦ ହେବ । ବନ୍ଧୁମାନଙ୍କ ନିମନ୍ତ୍ରଣ କ୍ରମେ ସଭାସମିତି ଓ ଆନୁ ।ନିକ କାମରେ ବ୍ୟସ୍ତ ରହି ପାରନ୍ତି । ଈର୍ଷା ଓ ଅସୂୟା ମନୋଭାବ ପୋଷଣକରି ନିଜ ଲୋକମାନେ ଅସୁବିଧାରେ ପକାଇପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୮ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
ଗୃହିଣୀ- ପରକୁ ଆପଣାର କରିବେ ।
ବୃଷ
ଦୃଢ ମନୋବଳ ନେଇ କାର୍ଯ୍ୟ ସାଧନ କରିବେ ଏବଂ ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ସଭାସମିତି, କଳା, କ୍ରୀଡା, ସାହିତ୍ୟ ସଂଗୀତ ଓ ଚଳଚ୍ଚିତ୍ରରେ ସୁନାମ ଅର୍ଜିବେ । ଆର୍ଥିକ ସମସ୍ୟା ପାରିବାରିକ ଆବଶ୍ୟକତାକୁ ଅଟକାଇ ଦେଇପାରେ । ଶୁଭ ରଙ୍ଗ ଲାଲ । ଶୁଭ ଅଙ୍କ ୨ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
ମିଥୁନ
ଭ୍ରାତୃସମ୍ପର୍କରେ ଅବନ୍ନତି ଘଟିବା ସୂଚନା ରହିଛି । ଅଧିକାଂଶ ସମୟ ସ୍ୱାସ୍ଥ୍ୟ ସମସ୍ୟା ଲାଗି ରହିବା କାରଣରୁ ମନରେ ସରସତା ରହିବ ନାହିଁ । ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ ଓ କାମ ସକାଶେ ସାହାର୍ଯ୍ୟ ପାଇବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
କର୍କଟ
ଆଜି ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ । ବନ୍ଧୁଙ୍କ ସହ କଥାବାର୍ତ୍ତାରେ ସଂଯମତା ଅବଲମ୍ବନ ନ କଲେ କଳହ ସମ୍ଭାବନା ରହିଛି । କର୍ମକ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ସହ କୂଟନୀତି ବଳରେ କାର୍ଯ୍ୟ ସାଧନ କରିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୁଖୀ ହେବେ ।
ସିଂହ
ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି । ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖା ଦେଇପାରେ । ମନ କଥା ମନରେ ଗୋପନ ରଖି ପିଠି ଥାପୁଡେଇ କାମ ହାସଲ କରିବେ । ଅଫିସ୍ କାମରେ ଶୁଣା କଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଶୁଭ ରଙ୍ଗ ଲାଲ । ଶୁଭ ଅଙ୍କ ୧ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ମିତ୍ର ସୁଖ ପାଇବେ ।
କନ୍ୟା
ସଭା ସମିତିରେ ଶେହ ସମୟରେ ନିଷ୍ପତ୍ତି ବଦଳାଇ ଦେଇ ସମାଲୋଚିତ ହୋଇପାରନ୍ତି । ଆଜି ସନ୍ଧ୍ୟାରେ ଫେରନ୍ତା ବାଟରେ ବନ୍ଧୁଙ୍କୁ ଭେଟିପାରନ୍ତି । ସମସ୍ତ ପ୍ରଜାରର ସୁବିଧା ଥାଇ ମଧ୍ୟ ପ୍ରତିବନ୍ଧକ ଜନିତ କାମଗୁଡିକ ଠିକ୍ ସମୟରେ ନ ହୋଇପାରେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୫ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ତୁଳା
ଘରର ଆବଶ୍ୟକତାକୁ ନେଇ ଆଜି ଗୃହୋପକରଣ କ୍ରୟ କରିପାରନ୍ତି । ଆକସ୍ମିକ ସମସ୍ୟା ଓ ପ୍ରତିବନ୍ଧକ ହେତୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ । ବନ୍ଧୁମାନଙ୍କୁ ଉପଯୁକ୍ତ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ, ଯାହା କି ଅନର୍ଥର କାରଣ ହୋଇପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।
ବିଛା
ବନ୍ଧୁଙ୍କ ମୁହଁ ସାମ୍ନାରେ ସମସ୍ୟାଟିକୁ ପ୍ରକାଶ କରି ନ ପାରି ଅନୁତାପ କରିପାରନ୍ତି । ବୈଷୟିକ ଅଭିବୃଦ୍ଧି ସାମୟିକ ସୁଖ ପ୍ରଦାନ କଲେ ମଧ୍ୟ ମାନସିକ ସ୍ଥିତି ଭଲ ରହିବ ନାହିଁ । ସମୟ ସ୍ରୋତରେ ଅତି ଭଲ ସମ୍ପର୍କ ଥିବା ବ୍ୟକ୍ତିମାନଙ୍କ ସହ ବୈରତା ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
ଧନୁ
ବହୁତ ଯୁକ୍ତି ତର୍କ ପରେ ଯାଇ ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ସଭାସମିତିରେ ବାକ୍ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହେବାର ଆଶଙ୍କା ରହିଛି । ପରୋପକାର କାରଣରୁ ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ନିକଟ ସମ୍ପର୍କୀୟମାନଙ୍କ ସନ୍ଦେହାତ୍ମକ ବ୍ୟବହାର ମନରେ ଭାବାନ୍ତର ସୃଷ୍ଟି କରିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ମକର
ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୁର ହେବାରେ ସାମାନ୍ୟ ବିଳମ୍ବ ଘଟିବ । ମାନସିକ ଚାପଗ୍ରସ୍ତ କାରଣରୁ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ । ପ୍ରତିରୋଧ ଓ ପ୍ରତିବନ୍ଧକ କାରଣରୁ ବିଭିନ୍ନ ସମସ୍ୟା ମଧ୍ୟ ଦେଇ ଗତି କରିବେ । ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହ ଯୋଗ ପାଇବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
କୁମ୍ଭ
କର୍ମକ୍ଷେତ୍ରରେ ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି । ନିର୍ମାଣାଧୀନ କାମ ଶେଷ ହେବାରେ ଅନ୍ୟମାନେ ଜାଣିଶୁଣି ସମସ୍ୟା ସୃଷ୍ଟି କରିପାରନ୍ତି । ସାମାଜିକ ସ୍ତରରେ ସ୍ୱାର୍ଥହାସଲ ଅଭାବରୁ ନିଜ ଲୋକଟି ହଠାତ୍ ଶତ୍ରୁତା କରିବାକୁ ପଛାଇବ ନାହିଁ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।
ମୀନ
ପାରିବାରିକ କ୍ଷେତ୍ରରେ ସାଧାରନ କଥାକୁ କେନ୍ଦ୍ର କରି ସ୍ତ୍ରୀ ଙ୍କ ସହ ମତ ପାର୍ଥକ୍ୟ ଦେଖା ଦେଇପାରେ । ନିଜ ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି । ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ପରକୁ ଆପଣାର କରିବେ ।