ଆଜି ଫେବୃୟାରୀ ୧୪ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛ
ମେଷ
ସ୍ୱଗୃହୀ ମଙ୍ଗଳ ହେତୁ ସ୍ୱାସ୍ଥ୍ୟ ଭଲ ରହିବ ଏବଂ ପ୍ରତ୍ୟେକ କ୍ଷେତ୍ରରେ ସାହାସିକ ପଦକ୍ଷେପରୁ କୃତକାର୍ଯ୍ୟ ହେବେ । ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ ଏବଂ କୌଣସି କାମ ଅଟକିବ ନାହିଁ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ବୃଷ
ରୋହିଣୀ ନକ୍ଷତ୍ର ମଧୁର ବ୍ୟବହାର ଦ୍ୱାରା ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କ ପ୍ରିୟପାତ୍ର ହେବେ । ସାଧାରଣ କଥାକୁ କେନ୍ଦ୍ର କରି ବିରକ୍ତିଭାବ ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ସୁଖଭାରା ଦିନଟି ।
ମିଥୁନ
ସ୍ୱାସ୍ଥ୍ୟ ସମସ୍ୟା କାମକୁ ନିରୁତ୍ସାହିତ କରିବ କିମ୍ବା କୌଣସି ବନ୍ଧୁ ସମସ୍ୟାର କାରଣ ହୋଇପାରନ୍ତି । ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ୱିତ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଧାର୍ମିକ ହେବେ ।
କର୍କଟ
ଅଶ୍ଳେଷା ନକ୍ଷତ୍ର ଭୁଲ୍ ନିଷ୍ପତ୍ତି ଗ୍ରହଣ କରି କିମ୍ବା ପରକଥାରେ ପଡି ଭୁଲ୍ ମାର୍ଗର ଅନୁସରଣ କରିବେ । ଚେଷ୍ଟା କରୁଥିବା କାମରେ ମନଲାଖି ଫଳ ପାଇବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୯ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ସିଂହ
ପାରିବାରିକ ସମସ୍ୟା ବୃଦ୍ଧି ସଙ୍ଗକୁ ମାନସିକ ଅବସାଦ ଯୋଗୁ କୌଣସି ଉତ୍ସାହପ୍ରଦ ହେବ ନାହିଁ । ମଘା ନକ୍ଷତ୍ର କିଛି ଶୁଣି କିମ୍ବା ମିଥ୍ୟା ଗୁଜବରେ ମନ ଚହଲିଯିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ଧାର୍ମିକ ହେବେ ।
କନ୍ୟା
ସକାଳୁ ସକାଳୁ କୌଣସି ବନ୍ଧୁଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିପାରନ୍ତି । ବ୍ୟବସାୟ ଓ ସାମ୍ବାଦିକତା ତଥା ଏଜେନ୍ସପ୍ ରୁ ଖୁସି ରହିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ତୁଳା
ସ୍ୱାତୀ ନକ୍ଷତ୍ରର ମାନସିକ ସ୍ଥିତି ପୂର୍ବପରି ବଳବତ୍ତର ରହିବ । ପାରିବାରିକ ସମସ୍ୟାକୁ ସମ୍ପର୍କୀୟଙ୍କ ସହାୟତାରେ ସୁଧାରି ନେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୨ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।
ବିଛା
ଗ୍ରହବୈଗୁଣ୍ୟ କାରଣରୁ ଅତୀତ ଘଟଣା ସମୂହକୁ ମନେ ପକାଇ ମାନସିକ ସ୍ଥିତି ଠିକ୍ ରହିବ ନାହିଁ । ସାଧାରଣ କାଥାରେ ପରିବହନ କ୍ଷେତ୍ରରେ ଅସୁବିଧାରେ ପଡିପାରନ୍ତି । ଶୁଭ ଅଙ୍କ ଗ୍ରୀନ୍ । ଶୁଭ ଅଙ୍କ ୬ ।
ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
ଧନୁ
ଦୀର୍ଘଦିନର ଅପୂରଣୀୟ ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାର୍ଯ୍ୟ କରିବେ । ପାରିବାରିକ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
ମକର
ସମ୍ପର୍କୀୟଙ୍କ ସହ-ଯୋଗକ୍ରମେ ଆନୁ ।ନିକ କାମରେ ସଫଳତା ଦିଗରୁ ମନ ବଳାଇବେ । ପାରିବାରିକ କ୍ଷେତ୍ରରେ ଅତୀତ ଘଟଣାକୁ ନେଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।
କୁମ୍ଭ
ପୂର୍ବଭାଦ୍ରବ ନକ୍ଷତ୍ର କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ । ନିର୍ମାଣ କାମ ଧିମେଇ ଯିବାରୁ ସାମୟିକ ବ୍ୟସ୍ତତା ଅନୁଭବ କରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଆର୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
ମୀନ
ଆଜି ଯାହା କହିବେ କିମ୍ବା କରିବେ ତାହା ଆପଣଙ୍କ ବିପକ୍ଷରେ ଯାଇପାରେ । ସାମାଜିକ ସ୍ତରରେ କିମ୍ବା ରାଜନୀତି କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।