ଆଜି ନଭେମ୍ବର ୧୪ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ

ସାମାଜିକ ସ୍ତରରେ ଅନ୍ୟମାନଙ୍କ ସକାଶେ ପରାମର୍ଶ ଦାତା ହୋଇ ପ୍ରଶଂସିତ ହେବେ । ରାଜନୀତି ଯାତ୍ରା ଓ କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସହ-ଯୋଗୀ ବ୍ୟବସାୟ ଲାଭଜନକ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ l

ବୃଷ

ଭାବପ୍ରବଣତା ବୃଦ୍ଧି ପାଇବା ଯୋଗୁଁ ମନୋବଳ କ୍ରମଶଃ ହ୍ରାସ ପାଇବ । କର୍ମକ୍ଷେତ୍ରରେ ଆକସ୍ମିକ ଭାବରେ କେତେକ ପ୍ରତିବନ୍ଧକ ଦେଖା ଦେଇପାରେ । ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ମିଥୁନ

କର୍ମକ୍ଷେତ୍ରରେ ଭୁଲ୍ ଖବର ପ୍ଧବ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ସମୟାନୁକ୍ରମେ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । ଅଶାନ୍ତିକର ପରିବେଶ ସୃଷ୍ଟି ହେବାର ଆଶଙ୍କା ରହିଛି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

କର୍କଟ

କର୍ମକ୍ଷେତ୍ରରେ ଆଲସ୍ୟ ଓ ଅବହେଳାରୁ କୈଫିୟତ ଦେବାକୁ ପଡିପାରେ । ପୁନର୍ବସୁ ନକ୍ଷତ୍ର ଆର୍ଥିକ ସ୍ୱଚ୍ଛଳତା ଓ ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଖୁସି ହେବେ । ପରିବାରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ସିଂହ

ଅତ୍ୟଧିକ ଖର୍ଚ୍ଚ ବଢିଯାଇଥିବାରୁ ଆର୍ଥିକ ଅନଟନର ସମ୍ମୁଖୀନ ହେବାକୁ ପଡିପାରେ । ଦୀର୍ଘଦିନରୁ ଅଟକି ରହିଥିବା କାମଟିକୁ ହଠାତ୍ ଆରମ୍ଭକରିବାକୁ ମନ ବଳାଇବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କନ୍ୟା

ବୃଥା ଅନିଷ୍ଟ ଆଶଙ୍କା କରି ମାନସିକ ସ୍ତରରେ ଅସୁସ୍ଥତା ଅନୁଭବ କରିବେ । ଈର୍ଷା ପରାୟଣ ବ୍ୟକ୍ତିମାନେ ପ୍ରତି । ଓ ପ୍ରଶଂସାକୁ ସହି ନ ପାରି ଭିନ୍ନ ପ୍ରକାରର ମନ୍ତବ୍ୟ ଦେଇପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ତୁଳା

ଆଜି ଏକ ଭିନ୍ନ ପରିବେଶରେ ଆପଣଙ୍କୁ ଉଚ୍ଚବର୍ଗଙ୍କ ସାହାର୍ଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ । ଭୁଲ୍ ବୁଝାମଣା ହେତୁ ପରିବାରରେ ଅଶାନ୍ତି ପରିସ୍ଥିତି ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବିଛା

ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ । ଯେ କୌନସି କାମରେ ହେଉନା କାହିଁକି, ତରବରିଆ ପଦକ୍ଷେପ ନେଲେ ବେଶି ହଇରାଣ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ସୁଖଭାରା ଦିନଟି ।

ଧନୁ

କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ । କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ଦୁଶ୍ଚିନ୍ତାଗ୍ରସ୍ତ ହୋଇପାରନ୍ତି । ସାମାଜିକ ସ୍ତରରେ ଖଳ ଲୋକମାନଙ୍କର କାନ କୁହା କଥା ଶୁଣନ୍ତୁ ନାହିଁ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୨ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

 

ମକର

କର୍ମକ୍ଷେତ୍ରରେ କେତେକ ଦୁଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି । ଅତ୍ୟଧିକ କାର୍ଯ୍ୟବ୍ୟସ୍ତତା କାରଣରୁ ଖାଦ୍ୟପେୟ ଠିକ୍ ରହିବ ନାହିଁ । ସମସ୍ୟାମୁଳକ କାମରେ ବନ୍ଧୁଙ୍କ ପରାମର୍ଶରେ ସାନ୍ତନା ମିଳିବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୮ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କୁମ୍ଭ

ଆତ୍ମୀୟଙ୍କ ପରାମର୍ଶରେ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ । ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ । ଆଜିର ପ୍ରତ୍ୟୁଷ ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମୀନ

କଠିନଶ୍ରମ ଓ କାର୍ଯ୍ୟବ୍ୟସ୍ତତା କାରଣରୁ ଖାଦ୍ୟପେୟର ଅନିୟମିତତା ସ୍ୱାସ୍ଥ୍ୟହାନିର କାରଣ ହେବ । ଅନ୍ୟମାନଙ୍କ ସହ ଆପଣଙ୍କର ଟୁପ୍ ଟାପ କଥାକୁ ଅନ୍ୟମାନେ ଭିନ୍ନ ଦୃଷ୍ଟି କୋଣରୁ ବିଚାର କରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।

Leave a Reply

Your email address will not be published.