ଆଜି ଜାନୁଆରୀ ୧୫ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ

ଆଜିର କର୍ମକ୍ଷେତ୍ରରେ କର୍ମାଧିପ ଶତ୍ରୁ ନକ୍ଷତ୍ରରେ ଥିବାରୁ ସୁବିଧାରେ କାମ ସମ୍ପନ୍ନ ହେବ ନାହିଁ । ପାରିବାରିକ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାର୍ଯ୍ୟ କରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ବିଦେଶରେ ଥିଲେ ଅସୁବିଧା ଦେଖା ଦେବ ।
ବ୍ୟବସାୟୀ- ଦେଶୀ ଜିନିଷ ଅଧିକା ବ୍ରିକ୍ରୀ ହେବ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

ବୃଷ

ଶୁକ୍ର ଶୁଷ୍କରାଶିରେ ପାପଯୁକ୍ତ କାରଣରୁ ଡାକ୍ତରଙ୍କ ପରାମର୍ଶ ପାଇଁ ଦୌଡିବାକୁ ପଡିପାରେ । କଳା,ସାହିତ୍ୟ, ସାମ୍ବାଦିକତା, କ୍ରୀଡା, ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହେବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୩ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ବାହାରେ ବ୍ୟବସାୟ କରିବା କଷ୍ଟ ହେବ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

ମିଥୁନ

ରାଶ୍ୟାଧିପ ରବିଙ୍କ ସହ ରବି ନକ୍ଷତ୍ରସ୍ଥ ଯୋଗୁଁ ଯୋଜନାରମ୍ଭ ପାଇଁ ମନ ବଳାଇବେ । ଆଜି ବନ୍ଧୁମାନଙ୍କ ସହ ଜିନକୁ ମନୋରଞ୍ଜନ କାର୍ଯ୍ୟରେ ନିୟୋଜିତ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।

କର୍କଟ

ରବିଙ୍କ ଗୃହରେ ଚନ୍ଦ୍ର ହେତୁ ନୂଆ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହ-ଯୋଗ ପାଇବେ । ଯାତ୍ରା ସମୟରେ ଯାନବାହନରେ ସତର୍କତା ଅବଲମ୍ବନ କରନ୍ତୁ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୫ ।
ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ସିଂହ

ଚନ୍ଦ୍ର ଷ ସ୍ଥ ଶନିଙ୍କ ଷଡାଷ୍ଟକସ୍ଥିତିରେ ରହିଥିବାରୁ ଦୂରଯାତ୍ରାରେ ପ୍ରତିବନ୍ଧକ ରହିବ ନାହିଁ । ବନ୍ଧୁମାନଙ୍କ ନିମନ୍ତ୍ରଣକ୍ରମେ ଆନୁ ।ନିକ କାର୍ଯ୍ୟରେ ଯୋଗଦେଇପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
କନ୍ୟା – ଦ୍ୱାଦସ୍ଥ ଚନ୍ଦ୍ର ପ୍ରଭାବରେ ଆଜି ଯାହା ପାଇବାକୁ ଆଶା ବାନ୍ଧି ବସିଛନ୍ତି ତାହା ହୁଏତ ମିଳି ନ ପାରେ । ବ୍ୟବସାୟରେ ଲାଭ ମକ୍ଟମକ୍ଟବ, ମାତ୍ର ଅନ୍ୟ ବାଟରେ ବ୍ୟୟ ସୂଚନା ରହିଛି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଧାର୍ମିକ ହେବେ ।

ତୁଳା

ମଙ୍ଗଳ ପ୍ରଭାବରେ ରାଶି ଅର୍ଥ ଲାଭ ପାଇଁ କ୍ଷେତ୍ର ପ୍ରସ୍ତୁତ କରିପାରନ୍ତି । ଆଜି ବ୍ୟବସାୟରେ ଝଗଡା, ସ୍ତ୍ରୀ କିମ୍ବା ସ୍ୱାମୀଙ୍କ ସହ ମତ ପାର୍ଥକ୍ୟ ମାନସିକ ଅଶାନ୍ତିର କାରଣ ହୋଇପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୬ ।
ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ସୁଖଭାରା ଦିନଟି ।

ବିଛା

କର୍ମସ୍ଥ ଚନ୍ଦ୍ର ପାପଯୁକ୍ତ ଶୁକ୍ର ନକ୍ଷତ୍ରସ୍ଥ ଯୋଗୁଁ ଆନୁ ।ନିକ କାମରେ ଅବହେଳା, ଘରୋଇ କଥାରେ ଝଗଡା, କାମରେ ପ୍ରତିବନ୍ଧକ କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ୨ ବର୍ଷ ପାଠପଢାରେ ସମସ୍ୟା ରହିବ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ଧନୁ

ରବି ଓ ବୁଧଙ୍କ ସ୍ଥିତି କର୍ମାରମ୍ଭ, ସାକ୍ଷାତ୍‌କାର, ସରକାରି କାର୍ଯ୍ୟ ସକାଶେ ଅନୁକୂଳତା ପ୍ରଦାନ କରିବ । ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁଁ ବିବ୍ରତ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- କରତ୍‌କର୍ମା ହେବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମକର

ରାଶିରେ ବୃହସ୍ପତିଙ୍କ ଯୋଗୁଁ ପ୍ରତୀକ୍ଷିତ ଖବରଟି ପଡୋଶୀଙ୍କ ଠାରୁ ପାଇ ଖୁସି ହେବେ । ପରିବାରରେ କାହା ସହ କାହାର ନ ପଡିବାରୁ ମାନସିକ ଅସାନ୍ତି ଦେଖା ଦେବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

କୁମ୍ଭ

କର୍ମକ୍ଷେତ୍ରରେ ଗୁଜବ ମାନସିକ ସ୍ଥିରତାକୁ ବିକ୍ଷିପ୍ତ କରିପାରେ । କୌଣସି ବିବାଦୀୟ ପରିସ୍ଥିତିରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍ ହେବନି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୬ ।
ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମୀନ

ଦେହ ଭଲ ରହିଲେ ମଧ୍ୟ ସାମୟିକ କ୍ରନିକ୍ ରୋଗରେ କଷ୍ଟ ପାଇବେ । ପୂର୍ବବିବାଦକୁ ମନେପକାଇ ମିତ୍ର ବନ୍ଧୁମାନେ ଅସହଯୋଗ କରିପାରନ୍ତି । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୧ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗହିଣୀ- ସଦିଚ୍ଛା ଭାବ ରହିବ ।

Leave a Reply

Your email address will not be published.