ଆଜି ଫେବୃୟାରୀ ୧୫ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି
ମେଷ
ଆଜି ଚନ୍ଦ୍ର ଓ ମଙ୍ଗଳଙ୍କ ଷଡାଷ୍ଟକ ସ୍ଥିତି କାରଣରୁ ମନ ଅନୁଯାୟୀ କାମ କରିପାରିବେ ନାହିଁ । ପ୍ରତେୁ୍ୟଷ ଯାତ୍ରାରେ ଟେନ୍ସନ ଉପୁଜିଲେ ମଧ୍ୟ ମନୋବଳ ହେତୁ କର୍ମକ୍ଷେତ୍ରରେ ସମ୍ମାନିତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସୁଖୀ ହେବେ ।
ବୃଷ
ଦକ୍ଷତା ହେତୁ ପୁରୁଣା ସମ୍ପର୍କ, ଜମିଜମା, ଗାଡି ମୋଟରରୁ ଭଲ ଲାଭବାନ୍ ହୋଇପାରନ୍ତି । ନିର୍ମାଣାଧୀନ କାର୍ଯ୍ୟ ଶେଷ ହେବା ପୂର୍ବରୁ କଳହର ସମ୍ମୁଖୀନ ହୋଇପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୬ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ସତର୍କତାର ଦିନ
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ମିଥୁନ
ବୃହସ୍ପତି ଭାଗ୍ୟସ୍ଥ ହେତୁ ପରିସ୍ଥିତିକୁ ଲକ୍ଷ୍ୟ କରି ନୂତନ କର୍ମ ସଂସ୍ଥାନ ପାଇଁ ମନ ବଳିବ । ବ୍ୟବସାୟୀମାନେ ବ୍ୟବସାୟରେ କିଛି ନୂତନ ପଦକ୍ଷେପ ନେବା ସକାଶେ ଚିନ୍ତା କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
କର୍କଟ
ଆଜି ବନ୍ଧୁଙ୍କ ନିମନ୍ତ୍ରଣ ରକ୍ଷାକରି ଦୂରଯାତ୍ରାରେ ବନ୍ଧୁମିଳନର ସୁଯୋଗ ଲାଭ କରିବେ । ଦୀର୍ଘଦିନର ଆଶା ଫଳବତୀ ହେବାର ସମ୍ଭାବନା ରହିଛି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ସିଂହ
ବୁଧ ଓ ଶୁକ୍ର ଷ ଭାବସ୍ଥ ଯୋଗୁ ବନ୍ଧୁ ଗହଣରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ପାରିବାରିକ କ୍ଷେତ୍ରରେ ଅର୍ଥ ସଂକଟ ଲାଗି ରହିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୭ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସ୍ୱାଭିମାନୀ ହେବେ ।
କନ୍ୟା
ଶନି ସହ ବୁଧଙ୍କ ସମ୍ବନ୍ଧରୁ ଆଜି ଲାଗି ରହିଥିବା ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ । ସାମ୍ବାଦିକତା କ୍ଷେତ୍ରରେ ଗୌରବାର୍ଜନ କରିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।
ତୁଳା
ବୃହସ୍ପତି ଓ ଶୁକ୍ରଙ୍କ ପ୍ରଭାବରେ କର୍ମକ୍ଷେତ୍ରରେ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ଚଳଚ୍ଚିତ୍ର ଓ ସଙ୍ଗୀତ କ୍ଷେତ୍ରରୁ ସୁନାମ ଅର୍ଜନ କରିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୫ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ବିଛା
ଆଜି କର୍ମକ୍ଷେତ୍ରରେ ଏକ ପ୍ରକାର ସମସୟା ସମାଧାନ ହେତୁ ଆଶ୍ୱସ୍ତି ଅନୁଭବ କରିବେ । ଦ୍ୱିତୀୟଭାବରେ ମାଙ୍ଗଳିକ କାର୍ଯ୍ୟ ସକାଶେ ଆତ୍ମୀୟଙ୍କ ସହ ଆଲୋଚନା କରିବେ । ଶୁଭ ଅଙ୍କ ୟେଲୋ । ଶୁଭ ଅଙ୍କ ୧ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଧାର୍ମିକ ହେବେ ।
ଧନୁ
ମାନସିକ ଅବସାଦ ବୃଦ୍ଧି ପାଇବା ଯୋଗୁ କୌନସି କାମ ଉତ୍ସାହପ୍ରଦ ହେବ ନାହିଁ । ସ୍ୱାସ୍ଥ୍ୟ ସମସ୍ୟା ମାନସିକ ଅସୁସ୍ଥତାର କାରଣ ହୋଇପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ମକର
ଶ୍ରବଣା ନକ୍ଷତ୍ରର ସ୍ୱାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ । ପରିବାରରେ ବୁଝାମଣାରୁ ଅଶାନ୍ତିର ପରିବେଶ ସୃଷ୍ଟି ହେବାର ଆଶଙ୍କା ରହିଛି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୯ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
କୁମ୍ଭ
ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ । ବ୍ୟୟଭାବସ୍ଥ ଏକାଧିକ ଗ୍ରହଜନିତ ଆବଶ୍ୟକତା ପୂରଣ କରିବା ସକାଶେ ଧାର ଉଧାର କରିବାକୁ ପଡିପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୪ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ମୀନ
ଯେକୌଣସି କାର୍ଯ୍ୟରେ ହେଉନା କାହିଁକି ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ମନୋରଞ୍ଜନରୁ ଖୁସି ରହିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସ୍ୱାଭିମାନୀ ହେବେ ।