ଆଜି ମାର୍ଚ୍ଚ ୧୫ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛ

ମେଷ

ଦ୍ୱିଜା ନକ୍ଷତ୍ର ସରଳ ଭାବରେ ଅନ୍ୟକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ଆନୁ ।ନିକ କ୍ଷେତ୍ରରେ ସଫଳତା ମିଳିବ ଏବଂ ଉଚ୍ଚବର୍ଗଙ୍କ ସାହାର୍ଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ

ଭାବ ପ୍ରବଣତାବଶତଃ ପରିହାସ ଯୁକ୍ତ କରିବ । ମୃଗଶିରା ନକ୍ଷତ୍ରର ସାଧାରନ କଥାରେ ସହକର୍ମୀଙ୍କ ସହ ବିବାଦ ଉପୁଜିପାରେ । ଅର୍ଥ ସମ୍ପର୍କୀୟ ବୁଝାମଣାରେ ତ୍ରୁଟି ରହିଯିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଚାଷୀ- ଶାରୀରିକ କ୍ଳାନ୍ତି ଆସିପାରେ ।

ମିଥୁନ

ପ୍ରତ୍ୟେକ କ୍ଷେତ୍ରରେ ସୁବିଧା ସୁଯୋଗ ପାଇ କାମ ହାସଲ କରିବେ । ସଭାସମିତି ଓ ସଂଗଠନ କ୍ଷେତ୍ରରୁ ପ୍ରଶଂସିତ ହେବେ । ପୁନର୍ବସୁ ନକ୍ଷତ୍ର ପାରିବାରିକ ଜୀବନ ସୁଖ ସନ୍ତୋଷରେ କାଟିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।
ଚାଷୀ- ସାଙ୍ଗରେ ପାଣି ନେଇ ବାହାରନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ଧାର୍ମିକ ହେବେ ।

କର୍କଟ

ଦୀର୍ଘ ଦିନରୁ ରହି ଆସିଥିବା ପାରିବାରିକ କ୍ଷେତ୍ରରେ ସମ୍ୟା ସମାଧାନ ହେବ । ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ । ଖର୍ଚ୍ଚ କରି ଦୁଃଖିତ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।
ଗୃହିଣୀ- ସୁଖୀ ହେବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
କର୍ମଜୀବି- ଜଳଯାତ୍ରା ମନା ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ସିଂହ

ବନ୍ଧୁଙ୍କ ସହ ବହୁତ ଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । ପାଖ, ପଡୋଶୀଙ୍କ ଦୁଃଖଦ ପରିସ୍ଥିତିକୁ ନେଇ ମାନସିକ ବ୍ୟଥା ଅନୁଭବ କରିବେ । ଗୃହ ସୌଖୀନ ପଦାର୍ଥ ଆଣିପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୪ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କନ୍ୟା

ସ୍ୱାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିପାରେ । ପରିସ୍ଥିତିରେ ପଡି ଅନ୍ୟ ଉପାୟ ନ ପାଇ ବନ୍ଧୁଙ୍କ ପରାମର୍ଶକୁ ଗ୍ରହଣ କରିବେ । ବ୍ୟବସାୟ ଓ ପରିବହନରେ ସମସ୍ୟା ଦୂର ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ଗୃହୋପକରଣ କ୍ରୟ କରିପାରନ୍ତି ।
କର୍ମଜୀବି- କାର୍ଯ୍ୟରେ ଶିଥିଳତା ଆସିବ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଚାଷୀ- ମୁଣ୍ଡରେ ପଗଡି ବାନ୍ଧନ୍ତୁ ।

ତୁଳା

ଆକସ୍ମିକ ଆଶା ପୂରଣ ହେବାରୁ ସୁସ୍ଥ ମନ ନେଇ କାମ କରିବେ । ସ୍ତ୍ରୀଙ୍କ ପରାମର୍ଶ ନେଇ କାର୍ଯ୍ୟ କଲେ ବିଶେଷ ଭାବରେ ଉପକୃତ ହେବେ । ଚିତ୍ର ନକ୍ଷତ୍ର କର୍ମକ୍ଷେତ୍ରରେ କିନ୍ତୁ ସ୍ଥାନାନ୍ତର ଚିନ୍ତା କରିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ବିଛା

ଅନୁରାଧା ନକ୍ଷତ୍ରର ମାନସିକ ଅସ୍ଥିରତା ପ୍ରାୟତଃ ଲାଗି ରହିବ । ପରିବାର ସକାଶେ ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି । ନୀଚମନା ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଚାଷୀ- ଶ୍ରମ ସାର୍ଥକ ହେବ ।

ଧନୁ

କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡିପାରନ୍ତି । ଉତ୍ତରାଷାଢା ନକ୍ଷତ୍ର ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ । ଯେ କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ଭୁଲ୍ ମାର୍ଗ ଅନୁସରଣ କରିପାରନ୍ତି ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।

ମକର

ଆବଶ୍ୟକତା ପୂରଣ ସକାଶେ ଧାର କରଜ କରି କାମ ଚଳାଇ ନେବେ । ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ନିଃସହାୟ ଲୋକଙ୍କୁ ସାହାର୍ଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୮ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।
ବ୍ୟବସାୟୀ- ଚୌର ଭୟ ଅଛି ।
କର୍ମଜୀବି – କାମଟି ହଠାତ୍ ହୋଇଯିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

କୁମ୍ଭ

ଅସୁବିଧାଜନକ ପରିସ୍ଥିତିରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ । ଶତଭିକ୍ଷା ନକ୍ଷତ୍ରରେ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । ବସ୍ତ୍ର ଭୂଷଣ ପ୍ରାପ୍ତି ଯୋଗ ରହିଛି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମୀନ 

ପ୍ରତ୍ୟେକ କାମରେ ଉଦାରତା ଗୁଣରୁ ପ୍ରଶଂସା ପାଇବେ । ସାଧାରଣ କଥାକୁ କେନ୍ଦ୍ର କରି ଗୃହରେ କଳହ ସୃଷ୍ଟି ହୋଇପାରେ । ପ୍ରଶାସନିକ ସ୍ତରରେ ଓ ରାଜନୀତିରେ ପ୍ରଶଂସିତ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ବିଜୟୀ ହେବେ ।
କର୍ମଜୀବି- ସମ୍ମାନ ପାଇବେ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଚାଷୀ- ଶାରୀରିକ କ୍ଳାନ୍ତି ଆସିପାରେ ।

 

Leave a Reply

Your email address will not be published. Required fields are marked *