ଆଜି ଜାନୁଆରୀ ୧୬ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ

ଆଜି ଚନ୍ଦ୍ର ସିଂହରାଶିରେ ରହି ଲାଭ ସ୍ଥାନକୁ ଦେଖୁଥିବାରୁ ପଦସ୍ଥବ୍ୟକ୍ତିଙ୍କ ଦ୍ୱାରା କାର୍ଯ୍ୟ ସିଦ୍ଧି ଘଟିବ । କୌଣସି ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସକାଶେ ଘରକୁ ବନ୍ଧୁ ଆଗମନ ଘଟିବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୨ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ବୃଷ

କର୍ମାଧିପ ଭାଗ୍ୟାଧିପତିଙ୍କ ସହ ଥିବାରୁ ବିଭିନ୍ନ କ୍ଷେତ୍ରରୁ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ । ପ୍ରଶାସନିକ ସ୍ତରରେ କିମ୍ବା ଆନୁ ।ନିକ କ୍ଷେତ୍ରରେ ମଧ୍ୟାହ୍ନରେ ଟେନ୍‌ସନ୍ ଦୂର ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖୀ ହେବେ ।

ମିଥୁନ

ବ୍ୟୟଧିପ ନକ୍ଷତ୍ରସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ମାନସିକ ସ୍ଥିତି ଭଲ ରହି ନ ପାରେ । କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ । ପାରିବାରିକ କ୍ଷେତ୍ରରେ କେତେକ ସମସ୍ୟା ଦୂର କରିବାକୁ ସକ୍ଷମ ହେବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

କର୍କଟ

ରାଶ୍ୟାଧିପ ଧନ ସ୍ଥାନରେ ଅବସ୍ଥାନ କରି ଆର୍ଥିକ ଦୂରବସ୍ଥାକୁ ସୁଧାରି ନେଇପାରନ୍ତି । କଳହ ଲାଗିଥିବା ବନ୍ଧୁ ପ୍ରତି ସତର୍କ ନ ରହିଲେ ସମସ୍ୟା ଭିତରକୁ ଟାଣି ହୋଇଯିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗହିଣୀ- ସଦିଚ୍ଛା ଭାବ ରହିବ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ସିଂହ

ତିନୋଟି ଗ୍ରହ କୋଣସ୍ଥାନରେ ରହିଥିବାରୁ ଆଜି ହଠାତ୍ ନୂତନ ଯୋଜନା ଆରମ୍ଭ କରିବେ । ମୌଖିକ ଆଲୋଚନା ନ କଲେ ସହ-ଯୋଗ ଅଭାବରୁ ତାହା ମଉଳି ଯାଇପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କନ୍ୟା

ଶନି ସହ ବୃହସ୍ପତିଙ୍କ ସ୍ଥିତି ପ୍ରଭାବରେ ସନ୍ଦେହୀ ମନୋଭାବ ହେତୁ କେତେକ ସମସ୍ୟା ଦେଖାଦେବ । ଆପଣ ଅନ୍ୟମନସ୍କ ରହି ନୀରବତା ଅବଲମ୍ବନ କରିବା ଆପଣଙ୍କ ସକାଶେ ଦୁଶ୍ଚିନ୍ତା କାରଣ ହୋଇପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୯ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ତୁଳା

ଚନ୍ଦ୍ରଙ୍କ ସହ ଶନିଙ୍କ ଷଡାଷ୍ଟକ ସ୍ଥିତି ହେତୁ କେତେକ ଅପୂରଣୀୟ ଆଶା ମନରେ ଆଲୋଚନା ସୃଷ୍ଟି କରିବ । ଆଜି ପରିବହନ ଓ ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢିପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ଧାର୍ମିକ ହେବେ ।

ବିଛା

ନିଜର ମଣୁଥିବା ବ୍ୟକ୍ତି ଆପଣଙ୍କ ପଛରେ ବିଭିନ୍ନ କଥା କହିବେ । ଆପୋଷ ଆଲୋଚନା ଦ୍ୱାରା ଘରୋଇ ସମସ୍ୟାର ସରଳ ସମାଧାନ ହୋଇଯିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ଧନୁ

ଯେତେ ସମସ୍ୟା ଆସିଲେ ମଧ୍ୟ ତାହାର ସାମ୍‌ନା କରିବା ସଫଳ ହେବେ । ବ୍ୟବସାୟ, ପରିବହନ, ପ୍ରକାଶ, ନିର୍ମାଣ, ସଭାସମିତି ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

ମକର

ସ୍ୱଗୃହୀ ଶନି ନିଜ ରାଶିରେ ବଳବାନ ହେତୁ ଅସୁସ୍ଥତା ଦୁରେଇଯିବ । ଆକସ୍ମିକ ଭାବେ ବନ୍ଧୁଙ୍କ ବ୍ୟବହାର ବଦଳି ଯିବ, ଯାହା କି ଆପଣଙ୍କ ପାଇଁ ଚିନ୍ତାର କାରନ ହୋଇପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- କରତ୍‌କର୍ମା ହେବେ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।

କୁମ୍ଭ

ସ୍ୱଗୃହୀ ମଙ୍ଗଳଜନିତ କାମ ହାସଲ ସକାଶେ ଆଗନ୍ତୁକଟି ମୁହଁ ସାମନାରେ ପ୍ରଶଂସାର ଓ ପଶ୍ଚାନ୍ତେ ସମାଲୋଚନା କରିପାରନ୍ତି । ଜଣେ ପଡିଶୀ ସାହାର୍ଯ୍ୟରେ ପ୍ରତିଶ୍ରୁତି ଦେଇ ଆଶା ପୂରନ କରିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୭ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମୀନ

ଆଜିର କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍ ହେବ ନାହିଁ । ଶୁଣା କଥାକୁ ବିଶ୍ୱାସ କରି କୌଣସି କାମ କଲେ ଅସୁବିଧାରେ ସମ୍ମୁଖୀନ ହୋଇପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି-ଅର୍ଥ ସଞ୍ଚୟ ପାଇଁ ଉଦ୍ୟମ କରିବେ ।
ବ୍ୟବସାୟୀ- ସହ-ଯୋଗୀ ବ୍ୟବସାୟ ଲାଭଜନକ ।
ଗୃହିଣୀ- ପରକୁ ଆପଣାର କରିବେ ।

 

Leave a Reply

Your email address will not be published.