ଆଜି ଫେବୃୟାରୀ ୧୬ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛ

ମେଷ

ଶନି ଦୃଷ୍ଟି ଚନ୍ଦ୍ରହେତୁ ସାମାଜିକ ସ୍ତରରେ ନିଜ ଲୋକ କେହି ହାଇରାଣରେ ପକାଇବାକୁ ଚେଷ୍ଟା କରିବେ । ଶାରୀରିକ ସୁସ୍ଥତା ଫେରିଆସିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

ବୃଷ

ଉଚ୍ଚାରୋହୀ ଶୁକ୍ରଙ୍କ ଯୋଗୁ ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ଆନନ୍ଦ ଅନୁଭବ କରିବେ । କର୍ମକ୍ଷେତ୍ରରେ ଉତ୍ତେଜିତ ହୋଇ ଭୁଲ୍ କରିପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।

ମିଥୁନ

ଚନ୍ଦ୍ରଙ୍କ କୋଣାବସ୍ଥାନ ହେତୁ ଅର୍ଥନୈତିକ ଦୃଷ୍ଟି କୋଣରୁ ଦିନଟି ଭଲରେ ଅତିବାହିତ ହେବ । ପାରିବାରିକ କୌଣସି ସମସ୍ୟାକୁ ସହଜରେ ସମାଧାନ କରିବାରେ ସଫଳ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୁଖଭାରା ଦିନଟି ।

କର୍କଟ

ବ୍ୟୟାଧିପ ସପ୍ତମସ୍ଥ ଯୋଗୁ ଆର୍ଥିକ ଅନଟନ ହେତୁ ଚାହୁଁଥିବା ଜିନିଷ ପ୍ରାପ୍ତିର ଆଶା ପୂରଣ ହୋଇପାରିବ ନାହିଁ । ପାରିବାରିକ ସମସ୍ୟାରେ ଭୁଲ୍ ନିଷ୍ପତ୍ତି ନେଇ ପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ସିଂହ

ଶନିକ୍ଷେତ୍ରସ୍ଥ ରବି ହେତୁ ପ୍ରତିକୂଳ ପରିସ୍ଥିତି ମଧ୍ୟରେ ଚାଲିବା ସାଙ୍ଗକୁ ପାରିବାରିକ ସ୍ଥିରତା ହଠାତ୍ ଆସି ନ ପାରେ । ବୈଷୟିକ କ୍ଷେତ୍ରରୁ ବୁଦ୍ଧିଜୀବୀଙ୍କ ଦ୍ୱାରା ପ୍ରଶଂସିତ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କନ୍ୟା

ବୃହସ୍ପତିଙ୍କ ପ୍ରଭାବରେ ନିଜ ପରିସରର ବ୍ୟକ୍ତିମାନଙ୍କ ଅନୁରୋଧ କ୍ରମେ ଜନମଙ୍ଗଳ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।

ତୁଳା 

ନୀଚସ୍ଥ ଗୁରୁଙ୍କ ଯୋଗୁ ନିଜ ଲୋକଙ୍କ ବେଖାତିର ମନୋଭାବ କାରଣରୁ ମନ ଭଲ ଲାଗିବ ନାହିଁ । କୌଣସି ବନ୍ଧୁଙ୍କ ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।

ବିଛା

କର୍ମାଧିପତିଙ୍କ ଭାଗ୍ୟସ୍ଥାନକୁ ଦୃଷ୍ଟି ହେତୁ ଆଜିର କର୍ମକ୍ଷେତ୍ରରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ । ମାଲିମୋକଦ୍ଦମାରେ ବିଜୟ ଆଶା କରିବେ । ଶୁଭ ଅଙ୍କ କଫି । ଶୁଭ ଅଙ୍କ ୩ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ଧନୁ 

ପୂର୍ବ ସ୍ଥିରୀକୃତ କୌଣସି ନୂତନ ଯୋଜନା କାର୍ଯ୍ୟକାରୀ କରିବେ । ବିବାଦୀୟ ଘଟଣା ସକାଶେ ଯେଉଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ମକର

ଦୀର୍ଘଦିନର ଅବସୋସ ମେଣ୍ଟିଯିବ ଏବଂ ଆଜିର ନୂତନ କର୍ମାରମ୍ଭ ପ୍ରୀତିପଦ ରହିବ । ମାନସିକ ଚାପ କାରଣରୁ ରକ୍ତଚାପ ବଢିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

କୁମ୍ଭ

ନୂତନ କର୍ମସସ୍ଥାନ ପାଇଁ ମନ ଦେଇପାରନ୍ତି, କିନ୍ତୁ କେତୁ ସମସ୍ୟା ସୃଷ୍ଟି କରିପାରନ୍ତି । ଯେକୌଣସି କାମ ହେଉ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
ଗୃହିଣୀ- ଧାର୍ମିକ ହେବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ମୀନ

କେତେକ କାମରେ ପ୍ରତିବନ୍ଧକ ଯୋଗୁ ଆଶାନୁଯାୟୀ ଅଗ୍ରଗତି ହୋଇପାରିବ ନାହିଁ । କୌଣସି ବନ୍ଧୁ ଠିକ୍ ଖବର ଦେବାରେ ହେଳା କରିବା ଯୋଗୁ ଅସୁବିଧା ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୪ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

 

Leave a Reply

Your email address will not be published. Required fields are marked *