ଆଜି ଡିସେମ୍ବର ୧୬ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି
ମେଷ
କାର୍ଯ୍ୟ ହାସଲ ସକାଶେ ବିଶେଷ କିଛି ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ । ଦ୍ୱିଜା ନକ୍ଷତ୍ରର ସମସ୍ତ କାମ ଝିନ୍ଝଟ୍ ମଧ୍ୟରେ ଚାଲିବ । ସବୁ ସୁବିଧା ଥିଲେ ମଧ୍ୟ ବିଚଳିତ ରହିବା କାରଣରୁ ଅଶାନ୍ତି ଅନୁଭବ କରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୩ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
ବୃଷ
ଏକାଧ୍ଚଳ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି । ବନ୍ଧୁମାନେ ଆବଶ୍ୟକୀୟ ସହ-ଯୋଗ କରିବେ । ପାରିବାରିକ କ୍ଷେତ୍ରରେ ସେପରି କିଛି ବିଶେଷ ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ସୁଖଭାରା ଦିନଟି ।
ମିଥୁନ
ପ୍ରତେକ କ୍ଷେତ୍ରରେ କୌଶଳରେ କାର୍ଯ୍ୟ ହାସଲ କରି ନେବେ । ସ୍ଥିର ମନ ନେଇ କାମ କଲେ ସମସ୍ୟାର ସରଳ ସମାଧାନ ହେବ । ସାମୟିକ ସ୍ତରରେ ହସ ଖୁସିର ବାତାବରଣରୁ ମନ ପ୍ରଫୁଲ୍ଲ ରହିବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୬ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
କର୍କଟ
ପ୍ରତ୍ୟେକ ପରିସ୍ଥିତିରେ ଦୃଢ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ । ଆଜି କେବଳ ହାତରୁ ଖାଇ ପର ପାଇଁ ଖଟିବେ । ହଠାତ୍ ବିରୋଧୀ ପକ୍ଷ ସକ୍ରିୟ ହୋଇ ଉଠିବେ, ମାତ୍ର କିଛି ଅନିଷ୍ଟ କରି ପାରିବେ ନାହିଁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।
ସିଂହ
ମନ କଥାଟିକୁ ଲୁଚାଇରଖି ପ୍ରତ୍ୟକ୍ଷରେ ହସଖୁସିରେ କଥାବାର୍ତ୍ତା କରିବାକୁ ବାଧ୍ୟ ହେବେ । ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଲକ୍ଷ୍ୟସ୍ଥଳରେ ପହଞ୍ଚିବାରେ ବିଳମ୍ବ ଘଟିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
କନ୍ୟା
ଆଜି ଦୂରସ୍ଥାନକୁ ଯାତ୍ରା କରିବା ସମୟରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ । ଯଥାସମ୍ଭବ କମ୍ କଥାବାର୍ତ୍ତା କଲେ କଳହରୁ ଦୂରେଇ ରହିବାରେ ସମର୍ତ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ତୁଳା
କର୍ମ କ୍ଷେତ୍ରରେ ଯାହା ଓ ଯେମିତି କଲେ ମଧ୍ୟ ସମାଲୋଚନାର ପାତ୍ର ହେବାକୁ ପଡିପାରେ । ପ୍ରକୃତ ଘଟଣା ନ ବୁଝି ପଡୋଶୀ କ୍ରୋଧ ପ୍ରକାଶ କରିପାରନ୍ତି । ସମ୍ପର୍କୀୟ ଜଣେ ବନ୍ଧୁ ସାହାର୍ଯ୍ୟର ପ୍ରତିଶ୍ରୁତି ଦେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ରଙ୍ଗ ୧ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ବିଛା
ଆଜି କାର୍ଯ୍ୟଦକ୍ଷତା ହେତୁ କର୍ମକ୍ଷେତ୍ରରେ ଅର୍ଥ ଓ ସମ୍ମାନ ପାଇବେ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରିବା ଭଲ ହେବ । ଦୀର୍ଘ ଦିନର ଆଶା ଫଳବତୀ ହବୋ ସହ ନୂତନ ସମ୍ପର୍କ ସ୍ଥାପିତ ହୋଇପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।
ଧନୁ
ଦ୍ୱନ୍ଦ୍ୱରେ ପଡି ବନ୍ଧୁଙ୍କର ପ୍ରତ୍ୟେକ କଥାକୁ ଠିକ୍ ଭାବେ ବୁଝିପାରିବେନି । ଅତୀତକୁ ଧରିବସିଲେ ବର୍ତ୍ତମାନକୁ ହରାଇବାକୁ ପଡିପାରେ । ଗରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ମକର
ଅତୀତ ଘଟଣାକୁ ମନେପକାଇ ଭାବପ୍ରବଣତାବଶତଃ ମନୋବଳ ହ୍ରାସ ପାଇବ । ସାମାଜିକ ସ୍ତରରେ କିମ୍ବା ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ଶତ୍ରୁପୀଡାଜନିତ ଟେନ୍ସନ ଲାଗି ରହିପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।
କୁମ୍ଭ
ବିଭିନ୍ନ ପ୍ରକାରର ଅସୁବିଧା ଓ ପ୍ରତିବନ୍ଧକ ଭିତରେ ଚଳିବାକୁ ପଡିବ । ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରି ସଫଳତା ହାସଲ କରିବେ । ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡିପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୭ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କରତ୍କର୍ମା ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ମୀନ
କାର୍ଯ୍ୟ ହାସଲ ହେବା କାରଣରୁ ମାନସିକ ସ୍ଥିତି ପ୍ରାୟତଃ ଭଲ ରହିବ । କୂଟନୈତିକ ଆଲୋଚନା କ୍ଷେତ୍ରରେ ସଫଳତା ହାସଲ କରିବେ । ଅନ୍ୟମାନଙ୍କ ଭଲ ସକାଶେ ନିଜକୁ ଉତ୍ତରଦାୟୀ ହେବାକୁ ପଡିପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।