ଆଜି ଡିସେମ୍ବର ୧୭ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି
ମେଷ
ଆପଣଙଙ୍କ ଉନ୍ନତ ଚିନ୍ତାଧାରା ଓ ସହ-ଯୋଗୀ ମନୋଭାବ ସାମାଜିକ ଜୀବନକୁ ମଧୁରତର କରିବ । ଆତ୍ମୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ସୁଖୀ ହେବେ ।
ବୃଷ
ଖଳ ଲୋକଙ୍କ ପ୍ରରୋଚନାରେ ଘରୋଇ କଳହକୁ ନେଇ ଅଶାନ୍ତି ଲାଗି ରହିବ । କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ପରୋକ୍ଷରେ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ଠାରୁ ଦୂରେଇ ରହିବା ଭଲ ହେବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ମିଥୁନ
କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାର୍ଯ୍ୟ କରିବେ । ସନ୍ଧ୍ୟାରେ ସାଙ୍ଗସାତୀଙ୍କ ସହ ସତ୍-ସଙ୍ଗ ଓ ଭ୍ରମଣ ସୁଯୋଗ ପାଇବେ । ଆଶାନୁଯାୟୀ ଅର୍ଥ ସାହାର୍ଯ୍ୟ ପାଇ ଅଟକିଥିବା କାମକୁ ସଜାଡି ନେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
କର୍କଟ
କାର୍ଯ୍ୟ ସିଦ୍ଧି ହୋଇଯିବା କାରଣରୁ ମନ ପ୍ରଫୁଲ୍ଲ ରହିବ । ବହୁ ଦିଗରୁ ସହ-ଯୋଗ , ସୁଖ ସମ୍ମାନ ପାଇ ଖୁସି ହେବେ । ଆଲୋଚନା କ୍ଷେତ୍ରରେ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ବ୍ୟବସାୟୀ- ସହ-ଯୋଗୀ ବ୍ୟବସାୟ ଲାଭଜନକ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।
ସିଂହ
କର୍ମକ୍ଷେତ୍ରରେ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହେବାର ସୂଚନା ଦେଖା ଦେଇପାରେ । ମାତ୍ର ଆପଣ ଉପସ୍ଥିତି ବୁଦ୍ଧି ଖଟାଇ କାର୍ଯ୍ୟ ସାଧନ କରିପାରିବେ । ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ଦେଶୀ ଜିନିଷ ଅଧିକା ବ୍ରିକ୍ରୀ ହେବ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
କନ୍ୟା
କର୍ମକ୍ଷେତ୍ରରେ ଉଚ୍ଚ ବର୍ଗର ପ୍ରତି ିତ ବ୍ୟକ୍ତିଙ୍କ ସାହାର୍ଯ୍ୟ ଲାଭ କରିବା ଫଳରେ ଲୋକ ସମ୍ପର୍କ ବଢିବ ଓ ପ୍ରଶଂସିତ ମଧ୍ୟ ହେବେ । ଆବଶ୍ୟକତା ପୂରଣ କରିବା ସକାଶେ ଋଣ ସୂତ୍ରରେ ଅର୍ଥଲାଭ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନ ପାଇବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଚୌର ଭୟ ଅଛି ।
ତୁଳା
ଯାହା ପାଉଛନ୍ତି ସେତିକିରେ ସନ୍ତୁଷ୍ଟ ରହିବା ଭଲ । ନିଜ ଲୋକମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି । ସ୍ୱାତୀ ନକ୍ଷତ୍ର ପୂର୍ବ ସ୍ଥିରୀକୃତ ଯୋଜନାକୁ ବାସ୍ତବ ରୂପ ଦେବାରେ ସଫଳ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ରଙ୍ଗ ୨ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ବିଛା
ଆଜି ଜ୍ୟେ । ନକ୍ଷତ୍ରର ଯାଜା ଭାବୁଥିବେ କାମ କରିବା ବେଳକୁ ତାହା ଓଲଟା ହୋଇଯିବ । ବିବାଦୀୟ ପରିସ୍ଥିତିର ଦୃଢ ମୁକାବିଲା କରି ସଫଳତା ହାସଲ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।
ଧନୁ
ନୂତନ କର୍ମାରମ୍ଭରେ ପ୍ରଥମେ ସଂକଟର ସମ୍ମୁଖୀନ ହେବେ । ବନ୍ଧୁମାନଙ୍କ ଉପରେ ପୂର୍ଣ୍ଣ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ବୈବାହିକ କର୍ମ ସକାଶେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଧାର୍ମିକ ହେବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
ମକର
ସ୍ତ୍ରୀଙ୍କ ସହ ଭୁଲ୍ ବୁଝାମଣା ଓ ମନରେ ସନ୍ଦେହଜନିତ ଅଶାନ୍ତ ଭାବନା ସୃଷ୍ଟି ହୋଇପାରେ । ଯାତ୍ରା ସମୟରେ ଠିକଣା ଜାଗାରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
କୁମ୍ଭ
ମନାନ୍ତରଜନିତ ମିତ୍ରମାନେ ଶତ୍ରୁ ପାଲଟି ଯିବେ । ଆନୁ ।ନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବା ସହିତ ଆଗାମୀ ମାଙ୍ଗଳିକ କାର୍ଯ୍ୟ ସକାଶେ ତତ୍ପରତା ବଢିପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୪ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ଆର୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ମୀନ
ସକାଳୁ ସକାଳୁ ଖୁସି ଖବରଟିଏ ମନରେ ଉତ୍ସାହ ଭରି ଦେବ । ଆଜିର କାମଗୁଡିକ ଠିକ୍ ଭାବରେ ସମ୍ପନ୍ନ ହେବାରୁ ମାନସିକ ଶାନ୍ତି ପାଇବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।