ଆଜି ଫେବୃୟାରୀ ୧୮ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛ

ମେଷ

ଆଜି ସନ୍ତାନଙ୍କ ସ୍ୱାସ୍ଥ୍ୟହାନି ଦୁଶ୍ଚିନ୍ତାକୁ ବଢାଇ ଦେଇପାରେ । ଅତି ନିକଟତର ବନ୍ଧୁଙ୍କ ସମ୍ପର୍କକୁ ଅନ୍ୟମାନେ ଖରାପ ଦୃଷ୍ଟିରେ ଦେଖିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।

ବୃଷ

କାର୍ଯ୍ୟ ହାସଲ ନିମିତ୍ତ ସମ୍ପର୍କୀୟମାନଙ୍କ ସାହାର୍ଯ୍ୟ ପ୍ରାପ୍ତିର ଆଶା ରଖିପାରନ୍ତି । କର୍ମକ୍ଷେତ୍ରରେ ମଧ୍ୟ ସମ୍ମାନ ଲାଭ ରଖିପାରନ୍ତି । କର୍ମକ୍ଷେତ୍ରରେ ମଧ୍ୟ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ମିଥୁନ

ଆଜିର ଷ ଚନ୍ଦ୍ର ଯୋଗୁ ଆନୁ ।ନିକ କାର୍ଯ୍ୟ , ପୂର୍ବ ପ୍ରସ୍ତୁତି, ସମ୍ପର୍କୀୟଙ୍କ ମୈତ୍ରୀଭାବ ସୃଷ୍ଟି କରିବ । ଏହା ସଙ୍ଗକୁ ଅର୍ଥନୈତିକ ପ୍ରଗତି କାର୍ଯ୍ୟ କ୍ଷେତ୍ର, ଶିଳ୍ପ ନିର୍ମାଣ ସକାଶେ ଳୋରାକ ଯୋଗାଇବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୭ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖୀ ହେବେ ।

କର୍କଟ

ଉନ୍ନତ ଚିନ୍ତା ଓ ଯୋଜନା ସହ ପ୍ରତ୍ୟେକ କାର୍ଯ୍ୟକୁ ସମ୍ମାନର ସହ କରିପାରିବେ । ସ୍ୱାସ୍ଥ୍ୟରେ ଉନ୍ନତି, ଶତ୍ରୁମାନଙ୍କ ଅଧୋଗତି , ବିବାଦର ଅବସାନ, ଋଣ ପରିଶୋଧ ପ୍ରଭୃତିରୁ ଖୁସି ମିଳିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଚାଷୀ- ଶ୍ରମ ସାର୍ଥକ ହେବ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଧର୍ଯ୍ୟବାନ୍ ହେବେ ।

ସିଂହ

ଚନ୍ଦ୍ରଙ୍କ ଦୁର୍ବଳତା ମାନସିକ ସ୍ଥିତିକୁ ଅସ୍ଥିର କରାଇଲା ସମୟରେ ଆର୍ଥିକ ପ୍ରଗତିର ସହାୟକ ହେବ । ଆଜିର ଯାତ୍ରା, ବିବାଦ, ଗୃହାରମ୍ବ ସକାଶେ ଅନୁକୂଳ ରହିବ ନାହିଁ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
ଗୃହିଣୀ- ମିତ୍ର ସୁଖ ପାଇବେ l

କନ୍ୟା

ଆଜି ଧନସ୍ଥାନକୁ ମଙ୍ଗଳ ଦୃଷ୍ଟିରୁ ପାଇଥିବା ଧନ ହରାଇବେ ଏବଂ ଭଲ କଥା କହି ମଧ୍ୟ ସମାଲୋଚିତ ହେବାକୁ ପଡିବ । ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

ତୁଳା

ଅର୍ଥସମ୍ପର୍କୀୟ ଏବଂ କର୍ମକ୍ଷେତ୍ର ସମ୍ପର୍କୀୟ ସମସ୍ୟା ସମାଧାନରେ ସଫଳ ହେବେ । ଆକସ୍ମିକ ଭାବେ କୌଣସି ବ୍ୟକ୍ତିଙ୍କ ଠାରୁ ଯଥେଷ୍ଟ ସହାୟତା ପାଇବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

ବିଛା

କର୍ମକ୍ଷେତ୍ରର ପରିସ୍ଥିତି କ୍ରମଶଃ ସୁଧୁରିଯିବ ଏବଂ କର୍ମକ୍ଷେତ୍ରରେ ଉତ୍ସାହିତ ହେବେ । ବିଭିନ୍ନ କ୍ଷେତ୍ରରେ ଆଜିର ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ । ଶୁଭ ଅଙ୍କ ଗ୍ରୀନ୍ । ଶୁଭ ଅଙ୍କ ୯ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ଧନୁ

ପ୍ରତିଟି କ୍ଷେତ୍ରରେ ପ୍ରତିଯୋଗିତା ମନୋଭାବ ଉପୁଜି ପରିସ୍ଥିତିକୁ ସରଗରମ ରଖିବ । ସାମାନ୍ୟ ଅସୁବିଧା ଥିବା ଅନୁଭବ କରିବେ । ବ୍ୟବସାୟିକ ଉତ୍କର୍ଷ ମାନସିକ ସ୍ଥିତିକୁ ଭଲ ରଖିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

ମକର

ବିବାଦୀୟ ଘଟଣା ମନରେ ସ୍ଥାନ ପାଇବା ହେତୁ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ । ବନ୍ଧୁଙ୍କ ସକାଶେ ଦୀର୍ଘସମୟର ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।

କୁମ୍ଭ

ଆଜି ଶତଭିକ୍ଷା ନକ୍ଷତ୍ର ପ୍ରତ୍ୟେକ କାମକୁ ଆତ୍ମୀୟତାର ସହ କରି ପ୍ରଶଂସିତ ହେବେ । ବ୍ୟବସାୟରୁ ଶୀଳ୍ପ, ବାଣିଜ୍ୟ ଓ ପରିବହନରୁ ଲାଭବାନ୍ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
ଗୃହିଣୀ- ସୁଖୀ ହେବେ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

ମୀନ

ଆଜି ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ହେବେ । ରେବତୀ ନକ୍ଷତ୍ର ପରିବାର ମଧ୍ୟରେ ପିଲାମାନଙ୍କ କାର୍ଯ୍ୟକଳାପକୁ ନାପସନ୍ଦ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

Leave a Reply

Your email address will not be published.