ଆଜି ଫେବୃୟାରୀ ୧୯ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛ
ମେଷ
କୌଣସି ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା ଲାଭ କରିବାର ସୁଯୋଗ ପାଇବେ । ଆଜକୁ କେତେ ଦିନ ହେଲା ମନେ ମନେ ଯାହା ଭାବୁଥିଲେ ତାହା ଆଜି ସହଜ ଓ ସୁବିଧାରେ ପାଇଯିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୫ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୁଖୀ ହେବେ ।
ବୃଷ
ବିଭିନ୍ନ ପ୍ରକାରର ଘରୋଇ ଝମେଲା କାରଣରୁ ମନଟା ଭଲ ରହିବ ନାହିଁ । ଯେଉଁ କାମରେ ହାତ ଦେଇଛନ୍ତି ତାହାକୁ ଯେ କୌଣସି ପ୍ରକାରେ କରିବାରେ ସମର୍ଥ ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୯ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ମିଥୁନ
ଆଜି ଦିନସାରା ମନ ଭଲ ରହିବ ଏବଂ ବହୁତ ଦିନରୁ ଅଟକି ରହିଥିବା କାମ ସୁବିଧାରେ ହେବ । କିନ୍ତୁ ଆଦ୍ରା ନକ୍ଷତ୍ରର କାମ କରିବାର ସ୍ପୃହା ଥିଲେ ମଧ୍ୟ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
କର୍କଟ
ଆଜି ହସଖୁସିରେ ସମୟ କରେଇବେ ଏବଂ ବନ୍ଧୁମାନଙ୍କ ସାହାର୍ଯ୍ୟରେ କାମ ହାସଲ କରିବେ । ନିର୍ମାଣରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୭ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।
ସିଂହ
ଆର୍ଥିକ ଅନଟନ ମଧ୍ୟରେ ଅଣନିଃଶ୍ୱାସୀ ହେବେ, କିନ୍ତୁ ଶେଷରେ କିିଁ ପାଇବେ । ପ୍ରଶାସନ, ଆଇନ, ଅଦାଲତ ଓ ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ୍ୋଗୁ ମନ ଖୁସି ରହିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
କନ୍ୟା
ମାଗଣାରେ କୌଣସି କାମ କରିବା ସମ୍ଭବପର ହେବ ନାହିଁ । ବରଂ କିଛି କାମ ହାସଲ କରିପାରିବେ । କୌଣସି କାମ କରିବା ସକାଶେ ମନ ବଳାଇ ପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ତୁଳା
ଆଜିର ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଜିନିଷ ପାଇ ମନ ଖୁସି ହେବ । ପୂର୍ବ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ-ଯୋଗ ପାଇବେ ନାହିଁ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବିଛା
ମନଇଚ୍ଛା କାମ କରିଚାଲନ୍ତୁ ସାଧାରଣ ବ୍ୟତିକ୍ରମ ଦେଖା ଗଲେ ମଧ୍ୟ କାମ ଅଟକିନ ନାହିଁ, ଯାହା କୁ ଅତି ଭଲ ପାଉଛନ୍ତି ତାହା ଠାରୁ ପ୍ରତିଦାନ ପାଇବା କଷ୍ଟ କର ହୋଇପଡିବ । ଶୁଭ ଅଙ୍କ ନାରଙ୍ଗୀ । ଶୁଭ ଅଙ୍କ ୩ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।
ଧନୁ
କର୍ମକ୍ଷେତ୍ରରେ ସହକର୍ମୀଙ୍କ ଠାରୁ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ଭ୍ରାତୃ ସମ୍ପର୍କରେ ଉନ୍ନତି ପରିଲକ୍ଷିତ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।
ମକର
ନିକଟ ସମ୍ପର୍କୀୟମାନଙ୍କ ଅନୁକମ୍ପା ଲାଭ କରି କାର୍ଯ୍ୟ ପାଇଁ ପ୍ରସ୍ତୁତ ହୋଇପାରନ୍ତି । ପାରିବାରିକ କ୍ଷେତ୍ରରେ ମାନସିକ ଅଶାନ୍ତି କ୍ରମଶଃ ବୃଦ୍ଧି ପାଇବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- କରତ୍କର୍ମା ହେବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
କୁମ୍ଭ
ବହୁତ ଦିନ ହେଲା ଯେଉଁ ଜିନିଷଟି ନ ପାଇଁ ବ୍ୟସ୍ତ ହେଉଥିଲେ ଆଜି ତାହା ଅତି ସୁବିଧାରେ ପାଇଯିବେ । ବ୍ୟବସାୟ ଓ ପରିବହନରୁ ବହୁତ ଲାଭ ପାଇବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସୁଖୀ ହେବେ ।
ମୀନ
ଆଜି ଅଟକି ରହିଥିବା କାମଗୁଡିକ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର ହୋଇପଡିବ । କିନ୍ତୁ ବନ୍ଧୁମାନଙ୍କ ନିକଟରୁ ଅର୍ଥ ଓ ସମ୍ମାନ ପାଇବାରେ କୌଣସି ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।