ଆଜି ଡିସେମ୍ବର ୧୯ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ

କାର୍ଯ୍ୟରେ ସଫଳତା ଲାଭ କରିବେ । ଭାଗ୍ୟଶାଳୀ ଓ ଭୋଗବିଳାସ କରିପାରନ୍ତି । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୨ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।

ବୃଷ

ସାଂଗଠନିକ କାର୍ଯ୍ୟରେ ନେତୃତ୍ୱ ନେବେ । ମନପ୍ରସନ୍ନ ରହିବ । ମଧୁରଭାଷୀ ଓ ଆସ୍ତିକ ହେବେ । ବିବାଦୀୟ ଘଟଣାରେ ବିଜୟ ହାସଲ କରିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୪ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମିଥୁନ

ତରବର ହୋଇ ଆଗକୁ ବଢିବା ଅପେକ୍ଷା ଧୀରେ ସୁସ୍ଥେ ଅଗ୍ରଗାମି ହେବେ । ଆୟ ଉତ୍ତମ ଧରଣର ହେବ । ଧାର୍ମିକ ପ୍ରବୃତ୍ତିର ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

କର୍କଟ 

କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି । କର୍ମଚଞ୍ଚଳ ରହିବେ । ଏକାନ୍ତ ପ୍ରିୟ ହେବେ । ଚକ୍ଷୁରେ ସାମାନ୍ୟ ପୀଡା ଦେଖା ଦେଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ସିଂହ

ପାରିବାରିକ ଓ ଶୁଭେଚ୍ଛୁଙ୍କ ସ୍ନେହ, ଶ୍ରଦ୍ଧାର ପାତ୍ର ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ମାଲିମୋକଦ୍ଦମାରେ ବିଜୟୀ ହେବେ ଓ ଧନ ଲଉାଭ ହେବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୧ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କନ୍ୟା

ଭାଗ୍ୟଶାଳୀ ହୋଇପାରନ୍ତି । ବ୍ୟକ୍ତି ବିଶେଷ ଭାବେ ନିଜର ପରିଚୟ ସୃଷ୍ଟି କରିବେ । ମିଷ୍ଟଭାଷୀ ଓ ସହିଷ୍ଣୁ ହେବେ । ଶାନ୍ତିପ୍ରିୟ ହୋଇପାରନ୍ତ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୬ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ତୁଳା

ସାଂଗଠନିକ କାର୍ଯ୍ୟରେ ନେତୃତ୍ୱ ନେବେ । ମନପ୍ରସନ୍ନ ରହିବ । ମଧୁରଭାଷୀ ଓ ଆସ୍ତିକ ହେବେ । ବିବାଦୀୟ ଘଟଣାରେ ବିଜୟ ହାସଲ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ରଙ୍ଗ ୩ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବିଛା

କାର୍ଯ୍ୟରେ ସ୍ଥିରତା ଆସିବ । ସମ୍ମାନକୁ ଜଗି ଚଳିବାକୁ ପଡିବ । ଉଦାର ସ୍ୱଭାବର ଏବଂ ଦାନ-ଧର୍ମରେ ଦୀକ୍ଷିତ ହେବେ । ଭ୍ରାତାଙ୍କ ମଧ୍ୟରେ ଶ୍ରେ ହୋଇପାରନ୍ତ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
ଗୃହିଣୀ- ପରକୁ ଆପଣାର କରିବେ ।

ଧନୁ

ସାହସିକ ପଦକ୍ଷେପ ନେଇ କାର୍ଯ୍ୟ କରିପାରନ୍ତି । କର୍ମଚଞ୍ଚଳ ରହିବେ । ଆକସ୍ମିକ ଭାବେ ଧନ ଲାବ ହୋଇପାରେ । ଉତ୍ତମ ବ୍ୟକ୍ତିତ୍ୱ ଯୁକ୍ତ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ମକର

ଆମୋଦ- ପ୍ରମୋଦରେ ସମୟ ଅତିବାହିତ କରୁଥିବା ବେଳେ, ଶତ୍ରୁର ଉପସ୍ଥିତି ବିବ୍ରତ କରିପାରେ । ଶତ୍ରୁଦମନ କରି ଆଶ୍ୱସ୍ତି ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୭ ।
ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କୁମ୍ଭ

ବ୍ୟବସାୟୀ ଲାଭଜନକ ହେବେ । ସେବା ମନୋଭାବ ଜାଗ୍ରତ ହୋଇପାରେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶ ଗ୍ରହଣ ଯୋଗ୍ୟ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମୀନ

ସେବା କ୍ଷେତ୍ରରେ ନିଜକୁ ନିୟୋଜିତ କରିପାରନ୍ତି । ଅର୍ତ ପ୍ରାପ୍ତିର ସୂଚନା ମିଳୁଛି । ମନରେ ଈର୍ଷାଭାବ ଜାତ ହୋଇପାରେ । ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

Leave a Reply

Your email address will not be published. Required fields are marked *