ଆଜି ନଭେମ୍ବର ୨୧ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି
ମେଷ
ଆଜି ଦିନଟି ଆପଣଙ୍କର ବିଳାସବ୍ୟସନରେ କଟିବ । ପ୍ରତ୍ୟୁଷ ଯାତ୍ରାରେ ବନ୍ଧୁମିଳନ ସହ ନଳ୍ପଚ୍ଛନ ଦର୍ଶନୀୟ ସ୍ଥାନ ପରିଦର୍ଶନର ସୁଯୋଗ ପାଇବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୭ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବୃଷ
ଦିନଟିରେ ମନୋରଞ୍ଜନ, ଭ୍ରମଣରେ ମାତି ଗୃହ କାମରେ ଅବହେଳା କରିପାରନ୍ତି । ଯେଉଁ ଲୋକଟି ବିଷୟରେ ଚିନ୍ତା କରୁଛନ୍ତି ସେହି ଲୋକଟି ହଠାତ୍ ଆପଣଙ୍କ ପାଖରୁ ଆସିଯିବ । ଶୁଭ ରଙ୍ଗ କଳା । ଶୁଭ ଅଙ୍କ ୪ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
ମିଥୁନ
କର୍ମକ୍ଷେତ୍ରରେ ବିବାଦର ଅବସାନ ଘଟିବ । ଧୈର୍ଯ୍ୟର ସହ ସମସ୍ୟାର ମୁକାବିଲା କରିପାରିଲେ କିଛି ସମୟ ପରେ ସଫଳତା ମିଳିବ । ଆର୍ଥିକ ଦିଗଟି ଭଲ ରହିଲେ ମଧ୍ୟ ଦୈନ୍ୟତା ପ୍ରକାଶ କରି ସମାଲୋଚିତ ହୋଇପାରନ୍ତି । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୧ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।
କର୍କଟ
ସମସ୍ୟା କମିବା ସହିତ ଚେଷ୍ଟା କରୁଥିବା କାମରୁ ପ୍ରତିରୋଧ ଦୂରେଇଯିବ । ଅନ୍ୟମାନଙ୍କ ଘରୋଇ ବ୍ୟାପାରରେ ମୁଣ୍ଡ ପୂରାଇ ଟେନ୍ସନକୁ ନିମନ୍ତ୍ରଣ କରିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ସିଂହ
ଯାତ୍ରା ସମୟରେ କୌଣସି ଲୋକକୁ ସାହାର୍ଯ୍ୟ କରିବାକୁ ଯାଇ ନିଜେ ଅସୁବିଧା ସମ୍ମୁଖୀନ ହୋଇପାରନ୍ତି । କୌଣସି ଘଟଣାକୁ ବାରମ୍ବାର ଚିନ୍ତା କରି ମାନସିକ ଭାରସାମ୍ୟ ହରାଇବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
କନ୍ୟା
ପ୍ରତ୍ୟେକ କାମକୁ ଭାବିଚିନ୍ତି ନ କଲେ ହେବା ବଦଳରେ ଓଲଟା ଫଳ ମିଳିବ । ପର କଥାରେ ମନ ଦେଇ ନିଜ କାମକୁ ଅବହେଳା କରିପାରନ୍ତି । ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରୁ ସୁଫଳ ପାଇବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୨ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ତୁଳା
ଧୀରେ ଧୀରେ ଅବସ୍ଥା ସ୍ୱାଭାବିକ ଦିଗକୁ ଗତି କରିବା ଫଳରେ ମାନସିକ ଅସ୍ଥିରତା ଦୂର ହେବ । କଚେରି ମାମଲାରେ ମନ୍ଥର ଉଦ୍ ବେଗର କାରଣ ହୋଇପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
ବିଛା
ବିଭିନ୍ନ ସମସ୍ୟା ମଧ୍ୟରେ ମାନସିକ ସ୍ଥିରତା ରହିବ ନାହିଁ । କୋନସି ଆପତ୍ତିଜନକ କାମରେ ନିଜକୁ ସାମିଲ କରି ବିଚଳିତ ହୋଇପାରନ୍ତି । ପଡିଶାଙ୍କ ସହ ମନାନ୍ତରର ସମାଧାନ ହୋଇଯିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୮ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ଧନୁ
କର୍ମକ୍ଷେତ୍ରରେ କ୍ରମଶଃ ସମସ୍ୟା ସୁଧୁରିଯିବା କାରଣରୁ ମନ ହାଲୁକା ଲାଗିବ । ସନ୍ତାନଙ୍କ ଶିକ୍ଷା, ଗବେଷଣା, ଦୂରଯାତ୍ରା, ବ୍ୟୟବହୁଳ ହୋଇପାରେ । ଅସାବଧାନତା ହେତୁ ଧନହାନିର ପୂର୍ଣ୍ଣ ସମ୍ଭାବନା ରହିଛି । ଶୁଭ ରଙ୍ଗ ଗାଢ ନୀଳ । ଶୁଭ ଅଙ୍କ ୪ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ମକର
ଆକସ୍ମିକ ଭାବରେ ବନ୍ଧୁମାନଙ୍କ ନିକଟରୁ ଅଶୁଭ ଖବର ପାଇ ବିଚଳିତ ହୋଇପାରନ୍ତି । ଉଚ୍ଚ ଶିକ୍ଷା, ଆଲୋଚନା, ଗଠନମୂଳକ କାମ, ଲେଖାପଢା କ୍ଷେତ୍ରରୁ ସୁଫଳ ମିଳିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
କୁମ୍ଭ
ଅଧିକାଂଶ ସମୟ ଘରେ ଅଶାନ୍ତି ଓ କାମଗୁଡିକ ଠିକ୍ ଭାବେ ନ ହେବାରୁ ମନ ଭଲ ରହିବ ନାହିଁ । ସ୍ୱାସ୍ଥ୍ୟବସ୍ଥା କ୍ରମଶଃ ଭଲ ଦିଗକୁ ଗତି କରିବାରୁ ଆଶ୍ୱସ୍ତି ଲାଭ କରିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୭ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।
ମୀନ
ସ୍ୱାସ୍ଥ୍ୟରେ ଉନ୍ନତି,ନୂତନ ଯୋଜନାରେ ଅଗ୍ରଗତି, ଆନୁ ।ନିକ ସାହାର୍ଯ୍ୟ ଲାଭ ପରିସ୍ଥିତିକୁ ପ୍ରତିବନ୍ଧକ ମୁକ୍ତ କରାଇବ । ସତ୍-ସଙ୍ଗ ଓ ଧର୍ମ , ସାହିତ୍ୟ ଚର୍ଚ୍ଚା ଦିଗକୁ ମନ ବଳାଇବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।