ଆଜି ଫେବୃୟାରୀ ୨୨ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛ
ମେଷ
ପୂର୍ବଆଲୋଚନା କ୍ରମରେ ଘରର କେତେକ ରହିଯାଇଥିବା କାମକୁ କରିବା ସକାଶେ ଚିନ୍ତା କରିପାରନ୍ତି । ପଡୋଶୀଙ୍କ ସହ ବିଭିନ୍ନ ଆଲୋଚନାରେ ସମୟ କଟାଇବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ବୃଷ
ପରିବାରର ବିଭିନ୍ନ ବ୍ୟୟ ବରାଦର ଭରଣା ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ । ବନ୍ଧୁଙ୍କ ଠାରୁ ପୂର୍ବ ପ୍ରତିଶ୍ରୁତି ଅନୁଯାୟୀ ଅର୍ଥ ପାଇ ଖୁସି ହେବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।
ମିଥୁନ
ବ୍ୟୟ ବୃଦ୍ଧ ଯୋଗୁ କିମ୍ବା ପରିବହନରେ ସମସ୍ୟା ହେତୁ ବ୍ୟସ୍ତ ହେବେ । ଘର କାମରେ କିମ୍ବା ନୂତନ କର୍ମାରମ୍ଭରେ ଉତ୍ସାହିତ ହେବେ ଓ ସଫଳତା ହାସଲ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
କର୍କଟ
କର୍ମକ୍ଷେତ୍ରରେ ଅସ୍ଥିରତା ସଙ୍ଗକୁ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ । ଗୁପ୍ତ ଶତ୍ରୁମାନଙ୍କ ସକ୍ରିୟତା ବୃଦ୍ଧି ହେତୁ ବ୍ୟସ୍ତ ରହୁ ପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୪ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ସିଂହ
ସମ୍ପର୍କୀୟଙ୍କ ସକାଶେ ବ୍ୟୟ କରିବାକୁ ବାଧ୍ୟ ହେବେ । ବକେୟା ଅର୍ଥ ଆଦାୟରେ ବିଭିନ୍ନ କୌଶଳ ଅବଲମ୍ବନ କରିବାକୁ ପଡିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ସ୍ୱାଭିମାନୀ ହେବେ ।
କନ୍ୟା
ଆଜି ଆଲୋଚନା ପରିସରରେ ବାକ୍ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ । ପାରିବାରିକ କ୍ଷେତ୍ରରେ ବୀରବ ରହିବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ତୁଳା
ପାରିବାରିକ ଜୀବନରେ କେତେକ ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ ଅସୁବିଧା ହେବ ନାହିଁ । ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ଅଭୂତପୂର୍ବ ସଫଳତା ହାସଲ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ବିଛା
ଆଜିର ସକାଳୁଆ ଯାତ୍ରାରେ ସଫଳତା ଅବଶ୍ୟ ମିଳିବ । ଅତ୍ୟଧିକ ଖର୍ଚ୍ଚାନ୍ତ ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ । ପାରିବାରିକ ସମ୍ପର୍କକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବେ । ଶୁଭ ଅଙ୍କ ପିଚ୍ । ଶୁଭ ଅଙ୍କ ୫ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ଧନୁ
ଆଜି ଯେକୌଣସି କ୍ଷେତ୍ର ହେଉନା କାହିଁକି, ଠିକ୍ ନିଷ୍ପତ୍ତି ନେବାରେ ସମସ୍ୟା ଦେଖା ଦେଇପାରେ । ମାଲିମକଦ୍ଦମାରେ ଆପୋସ ସମାଧାନ ଘଟିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୨ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ମକର
ପୂର୍ବ ଯୋଜନାଟିକୁ ଠିକ୍ ଭାବରେ ବଦଳାଇବା ପାଇଁ କଷ୍ଟକର ହେବ । ସମସ୍ୟା ଆସିଲେ ମଧ୍ୟ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
କୁମ୍ଭ
ଶୁକ୍ରଙ୍କ ପ୍ରଭାବରୁ ହସଖୁସିରେ ଦିନ କଟିବ । ବକେୟା ଅର୍ଥ ଆଦାୟରେ ସକ୍ଷମ ହେବେ । ପୈତୃକ ସମ୍ପତ୍ତିକୁ କେନ୍ଦ୍ର କରି କଳହ ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ମୀନ
ଅନ୍ୟମାନଙ୍କୁ ଆପଣାର କରିବା ସକାଶେ କୌଶଳ ପ୍ରୟୋଗ କରିପାରନ୍ତି । ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ଶୁଭ ରଙ୍ଗ ଗ୍ରିନ୍ । ଶୁଭ ଅଙ୍କ ୪ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖଭାରା ଦିନଟି ।