ଆଜି ମାର୍ଚ୍ଚ ୨୨ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛ
ମେଷ
ଆଜି ଚତୁର୍ଥଭାବକୁ ଚାରୋଟି ଗ୍ରହ ଦେଖୁଥିବାରୁ ପିଲାମାନଙ୍କ ଦାବି ମୁତାବକ ଜିନିଷ ସେମାନଙ୍କର ଆନନ୍ଦ ବର୍ଦ୍ଧନ କରିବ । ଚେଷ୍ଟା କରୁଥିବା ଦିଗରୁ ଅର୍ଥ ଲାଭ , ଶାରୀରିକ ସୁସ୍ଥତା ବନ୍ଧୁଙ୍କ ପରାମର୍ଶ ଆପଣଙ୍କ କାମରେ ସାହାର୍ଯ୍ୟ କରିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କରତ୍କର୍ମା ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ବୃଷ
ଆଜିର କର୍ମକ୍ଷେତ୍ରରେ ରବି ଓ ଶୁକ୍ରଙ୍କ ପ୍ରଭାବରୁ ସାଧାରଣ କଥାରେ କୌଣସି ବ୍ୟକ୍ତିଙ୍କ ସହ ମତାନ୍ତର ଘଟିପାରେ । ଅଷ୍ଟମ ଚନ୍ଦ୍ର ହେତୁ ଯାହା କରନ୍ତୁ ନା କାହିଁକି, ମନରେ ଟେନ୍ସନ ଲାଗି ରହିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
କର୍ମଜୀବି- ତାପ ଯୋଗୁ କାର୍ଯ୍ୟରେ ବ୍ୟାଘାତ ଦେଖା ଦେଇପାରେ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ମିଥୁନ
ଦୁଃସ୍ଥାନସ୍ଥ ଗ୍ରହମାନେ ଆପଣଙ୍କ ଆର୍ଥିକ ସ୍ଥିତିକୁ ମହଭୁତ ଓ ମନକୁ ଉତ୍ସାହିତ କରିବେ । ଜଣେ ବନ୍ଧୁ ମାର୍ଗଦର୍ଶକ ସାଜି ପାରନ୍ତି, ଯାହା କି ଆପଣଙ୍କ ସକାଶେ ହିତକର ହେବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
କର୍କଟ
ଆଜି ବ୍ୟୟାଧିପ ଚନ୍ଦ୍ର ରାଶିରେ ଥିବାରୁ କୌଣସି ଗୋଟିଏ ସ୍ଥାନରେ ସ୍ଥିର ରହିପାରିବେ ନାହିଁ । ଆର୍ଥିକ ସମସ୍ୟା ନେଇ ମନରେ ବିଭିନ୍ନ ଦୁର୍ଭାବନା ସୃଷ୍ଟି ହେବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୨ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ସିଂହ
ରାହୁ ଯୁକ୍ତ ମଙ୍ଗଳ କର୍ମକ୍ଷେତ୍ରରେ ଥିବାରୁ ମନରେ ସାହସ ବାନ୍ଧି କୌଣସି କାମ କଲେ ସଫଳତା ପାଇବେ । ଯେତେଯାହା କଲେ ମଧ୍ୟ ଆତ୍ମୀୟଙ୍କୁ ସନ୍ତୁଷ୍ଟ କରିପାରିବେ ନାହିଁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
କନ୍ୟା
ବୃହସ୍ପତି ନୀଚ ରାଶିରେ ଥିବାରୁ ପାରିବାରିକ କ୍ଷେତ୍ରରେ ନିଜ ଲୋକମାନଙ୍କୁ ଭୁଲ୍ ବୁଝିପାରନ୍ତି । ଅଫିସରେ ଅଧସ୍ତନ କର୍ମଚାରୀଙ୍କ ସହ ସାଧାରଣ କଥାରେ ବିତର୍କ ସୃଷ୍ଟି ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଗୃହିଣୀ- ସୁଖୀ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
ଛାତ୍ରଛାତ୍ରୀ- ବନ୍ଧୁଙ୍କୁ ଆପଣାର କରିବେ ।
ରୋଗୀ- ସତର୍କତାର ଦିନ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ତୁଳା
ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ରଙ୍କ ଯୋଗୁ ଅଧିକାଂଶ ସମୟ ଅସ୍ଥିର ମନ କାରଣରୁ ପରିବାରରେ ଝଡ ଉଠିପାରେ । ମାନସିକ ଅଶାନ୍ତି କାରଣରୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବିଛା
ରାଶିରେ ମୁଣ୍ଡବିହୀନ ଗ୍ରହ କେତୁ ଅବସ୍ଥାନ କରିଥିବାରୁ ଅନ୍ୟ କଥାରେ ଭାସି ନ ଯାଇ ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ । ଅର୍ଥ ସମ୍ପର୍କକୁ ନେଇ ତର୍କର ସମ୍ମୁଖୀନ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ମିତ୍ର ସହ କଟୁତା ହୋଇପାରେ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଚାଷୀ- ଶାରୀରିକ କ୍ଳାନ୍ତି ଆସିପାରେ ।
ଧନୁ
ମୁଖଭାବରେ ବୁଧ ସମେତ ଚାରୋଟି ଗ୍ରହ ଆପଣଙ୍କ କଥାବାର୍ତ୍ତା ଓ ବ୍ୟବହାରକୁ ରୁକ୍ଷ କରିଦେଇପାରେ । ରାଜନୀତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୯ ।
ଚାଷୀ- ଆଧୁନିକ ପଦ୍ଧତିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ମକର
ଆପଣଙ୍କ ରାଶିରେ ଚତୁଃଗ୍ରହଜନିତ ରାଜଯୋଗ ଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ଅଜେୟ ହେବେ । ଆଲୋଚନା, ଗଠନମୂଳକ କାମ, ଲେଖାପଢା ଓ ଗବେଷଣା କ୍ଷେତ୍ରରୁ ଶୁଭଫଳ ପାଇବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ବନ୍ଧୁଙ୍କୁ ଆପଣାର କରିବେ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
କୁମ୍ଭ
ଆପଣଙ୍କ ରାଶିରେ ବାଧକଗ୍ରହ ଶୁକ୍ର ଥିବାରୁ ଆଜି ଯେଉଁ କାମ କରିବେ ବିଫଳ ଆଶଙ୍କା ରହିଛି । ପରିବାରରେ କାହାର ସ୍ୱାସ୍ଥ୍ୟ ସକାଶେ ମାନସିକ ବ୍ୟସ୍ତତା ବୃଦ୍ଧି ପାଇବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୩ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ମୀନ
ଆଜି କର୍ମାଧିପ ନୀଚସ୍ଥ ହେତୁ ଈର୍ଷାପରାୟଣ ସହକର୍ମୀଟି ସହ ବିବାଦ ବୃଦ୍ଧି ହୋଇପାରେ । ଆତ୍ମୀୟମାନେ ବିଶ୍ୱାସଘାତକତା କରିପାରନ୍ତି । ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।