ଆଜି ମାର୍ଚ୍ଚ ୨୩ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛ

ମେଷ

ରାଶ୍ୟାଧିପ ନକ୍ଷେତ୍ରସ୍ଥ ବୁଧଙ୍କ ପ୍ରଭାବରେ ପଡୋଶୀଙ୍କ ସହ ସମ୍ପର୍କ ବୃଦ୍ଧି ପାଇବ । ସାମାଜିକ, କଳା, ସାହିତ୍ୟ,ଚଳଚିତ୍ର କ୍ଷେତ୍ରରେ ବନ୍ଧୁ ମହଲରେ ପ୍ରଶଂସିତ ହେବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ବୃଷ

କର୍ମାଧିପ ସ୍ୱଭାବରୁ ଦ୍ୱାଦଶସ୍ଥ ହେତୁ ଦୁଃସାହସିକ କାମରେ ପ୍ରବେଶ କରି ଅନୁତାପ କରିବାକୁ ବାଧ୍ୟ ହେବେ । ପଋଳଥାକୁ ବିଶ୍ୱାସ କରି ନିଜ ଲୋକଙ୍କୁ ସନ୍ଦେହ କରିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- ସମ୍ମାନ ପାଇବେ ।
ଛାତ୍ରଛାତ୍ରୀ- ମିତ୍ର ସହ କଟୁତା ହୋଇପାରେ ।
ରୋଗୀ- ୟୋଗା କରନ୍ତୁ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ମିଥୁନ

ତୃତୀୟାଧିପ ନିଜ ଗୃହକୁ ଅବଲୋକନ କରୁଥିବାରୁ ଆଜି ବନ୍ଧୁଙ୍କ ଠାରୁ ଗୁରୁତ୍ୱପୂର୍ଣ୍ଣ ଖବର ପାଇ ଖୁସି ହେବେ । ଗଣ ଯୋଗାଯୋଗ, ଗବେଷଣା, ଅନୁସନ୍ଧାନ, କୃଷି, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କର୍କଟ

କର୍ମାଧିପ ଏକାଦଶସ୍ଥ ଯୋଗୁ ଆଜି ବନ୍ଧୁଙ୍କ ସହ-ଯୋଗ ପାଇ ସ୍ଥଗିତ କାମକୁ ତ୍ୱତାନ୍ୱିତ କରିବେ । ଦୀର୍ଘ ଦିନର ସମସ୍ୟାର ଅନ୍ତ ଘଟାଇ କ୍ରମଶଃ ସ୍ଥିରତା ଫେରିପାଇବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୩ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଗୃହୋପକରଣ କ୍ରୟ କରିପାରନ୍ତି ।
କର୍ମଜୀବି – କାମଟି ହଠାତ୍ ହୋଇଯିବ ।
ଛାତ୍ରଛାତ୍ରୀ- ବନ୍ଧୁଙ୍କୁ ଆପଣାର କରିବେ ।
ରୋଗୀ- ୟୋଗା କରନ୍ତୁ ।
ଚାଷୀ- ସାଙ୍ଗରେ ପାଣି ନେଇ ବାହାରନ୍ତୁ ।

ସିଂହ

ବଳବାନ୍ ରାହୁ ଯୁକ୍ତ ମଙ୍ଗଳ ଯୁକ୍ତ ହୋଇ କର୍ମଭାବସ୍ଥ ହେତୁ ଦୃଢ ପଦକ୍ଷେପ କର୍ମକ୍ଷେତ୍ରରେ ଦ୍ରୁତୋନ୍ନତିର ପରିଚାୟକ ହେବ । ରବି ନିଜସ୍ଥାନକୁ ଦେଖୁଥିବାରୁ ସ୍ୱାସ୍ଥ୍ୟ ସମସ୍ୟା ସୁଧୁରି ଖୁସି ଲଭିବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୯ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
କର୍ମଜୀବି – କାମଟି ହଠାତ୍ ହୋଇଯିବ ।
ଛାତ୍ରଛାତ୍ରୀ- ବନ୍ଧୁଙ୍କୁ ଆପଣାର କରିବେ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

କନ୍ୟା

ତୃତୀୟସ୍ଥ କେତୁ ଅସାଧ୍ୟସାଧନ ପରିପ୍ରେକ୍ଷୀରେ ଯେଉଁ କାମ ଆରମ୍ଭ କରିବାକୁ ଯାଉଛନ୍ତି ସେଥିରେ ସଫଳ ହେବେ । ଅଫିସରେ ଥିବା ସମୟରେ କୌନସି ବ୍ୟକ୍ତିଙ୍କ ଠାରୁ ଶୁଭ ଖବର ପାଇ ଉଲ୍ଲସିତ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।

ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ତୁଳା

ଲାଭାଧିପ ଯୁକ୍ତ ରାଶ୍ୟାଧିପତି କୋଣଭାବରେ ରହିଥିବାରୁ କାର୍ଯ୍ୟସିଦ୍ଧି ସହିତ ଆର୍ଥିକ ଉନ୍ନତି ଆନନ୍ଦ ବର୍ଦ୍ଧନ କରିବ । ପରିବାରରେ ନିଜ ଲୋକଙ୍କ କଥାରେ ଉତ୍‌କ୍ଷିପ୍ତ ହୋଇପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବିଛା

ପାପଗ୍ରହଙ୍କ କୁପ୍ରଭାବରୁ ଭଲ କାମ କରି ମଧ୍ୟ କେତେକ ସମସ୍ୟା ହେତୁ ମନ ଚହଲି ଯାଇପାରେ । ସ୍ୱାସ୍ଥ୍ୟରେ ଅବନ୍ନତି ପରିଲକ୍ଷିତ ହୋଇପାରେ । ପରିବହନରେ ଲାଭବାନ୍ ସଙ୍ଗକୁ ମନୋରଞ୍ଜନ କାମରୁ ପ୍ରଶଂସା ମିଳିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

ଧନୁ 

ରାଶି ଓ ଚତୁର୍ଥାଧିପତି ଦୁର୍ବଳ ହେତୁ ପାରିବାରିକ କ୍ଷେତ୍ରରେ ଉନ୍ନତି ଦେଖା ନ ଦେଲେ ମଧ୍ୟ ପରିସ୍ଥିତି ଶାନ୍ତ ରହିବ । ଲୋକପ୍ରିୟତା କାରଣରୁ ଶତ୍ରୁ ଠାରୁ ମଧ୍ୟ କାମ ହାସଲ କରି ନେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୪ ।
ଗୃହିଣୀ- କ୍ଳାନ୍ତି ଅନୁଭବ କରିବେ ।
ବ୍ୟବସାୟୀ- ବିଦେଶୀ ଜିନିଷରେ କ୍ଷତି ହେବ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଉତ୍ତମ ଫଳ ପାଇବେ ।

ମକର

ରାଶ୍ୟାଧିପତି ହତଭାଗ୍ୟ ଓ ତୃତୀୟାଧିପ ପ୍ରଭାବରୁ ଭାଙ୍ଗି ପଡିଥିବା ସମ୍ପର୍କ ଯୋଡି ହୋଇଯିବ । ମନୋରଞ୍ଜନ ଜିନିଷ କ୍ରୟ କରିବାକୁ ମନ ବଳାଇବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୁଖଭାରା ଦିନଟି ।

କୁମ୍ଭ

ଶୁକ୍ରଙ୍କ ପ୍ରଭାବରୁ ଆଜି ସାମଗ୍ରିକ ଦୃଷ୍ଟିକୋଣରୁ ସମ୍ଫୂର୍ଣ ଭାବେ ସନ୍ତୋଷ ସିନା ଆସିବ ନାହିଁ, ମାତ୍ର ମନ ଏକ ପ୍ରକାର ଖୁସି ରହିବ । ସଫଳତା ହାସଲ ଦିଗରେ ଜଣେ ବ୍ୟକ୍ତି ସାହାର୍ଯ୍ୟ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ମୀନ

ବଳହାନୀ ରାଶ୍ୟାଧିପ କାରଣରୁ ବାହ୍ୟିକ ଦୃଷ୍ଟିକୋଣରୁ ସୁସ୍ଥ ଦେଖା ଗଲେ ମଧ୍ୟ ଅନ୍ତର୍ନିହିତ ରୋଗ ଅସୁବିଧାରେ ପକାଇପାରେ । କଠୋର ମାନସିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

 

Leave a Reply

Your email address will not be published. Required fields are marked *