ଆଜି ମାର୍ଚ୍ଚ ୨୪ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛ

ମେଷ

ଆଜି ଆନୁ ।ନ୍ଖଳ କାମ, ପରିବାର, ଯାନବାହନ, ସଭାସମିତିରେ ସଫଳତା ପାଇବାରେ କୌଣସି ଅସୁବିଧା ହେବ ନାହିଁ । ସ୍ୱାସ୍ଥ୍ୟ ପ୍ରତି ସଚେତନ ରହିବା ଜରୁରୀ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ବୃଷ

କାର୍ଯ୍ୟ ହାସଲ ପରିପ୍ରେକ୍ଷୀରେ ଅନ୍ୟମାନଙ୍କୁ ମନେଇବାରେ ସଫଳ ହେବେ, କିନ୍ତୁ ଖର୍ଚ୍ଚାନ୍ତ ମଧ୍ୟ ହେବାକୁ ପଡିବ । ମାଙ୍ଗଳିକ କାମ ସକାଶେ କୌଣସି ଉପକରଣ କ୍ରୟ କରିପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୭ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

ମିଥୁନ

ପ୍ରତିବନ୍ଧକ କାରଣରୁ ଅଟକି ରହିଥିବା କାମ ସକାଶେ ଅନୁତାପ କରିବାକୁ ବାଧ୍ୟ ହେବେ । ଆକସ୍ମିକ ଭାବରେ ଆଗନ୍ତୁକ ଅତିଥିଙ୍କ ଚର୍ଚ୍ଚାକୁ ନେଇ ମନ ଖୁସି ରହିବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୪ ।
ଚାଷୀ- ଶାରୀରିକ କ୍ଳାନ୍ତି ଆସିପାରେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କର୍କଟ

ଆପଣ ଯାହା ଓ ଯେପରି ଭାବୁଛନ୍ତି ତାହା ହିଁ ହେବ ଓ ପାଇବେ, କିନ୍ତୁ ପରିଣତ ସମୟକୁ ଅପେକ୍ଷା କରିବାକୁ ପଡିବ । ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ସିଂହ

ପାରିବାରିକ ସମସ୍ୟାର ସରଳ ସମାଧାନ ସକାଶେ ବନ୍ଧୁଙ୍କୁ ନେହୁରା ହେବାକୁ ପଡିପାରେ । ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି, ଏଣୁ ସାବଧାନ ରହିବା ଭଲ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ପରକୁ ଆପଣାର କରିବେ ।

କନ୍ୟା

ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ । ପ୍ରତ୍ୟେକ କ୍ଷେତ୍ରରେ ନୀରବଦ୍ରଷ୍ଟା ଭଳି କାମ କରି ପାରେ ଚିନ୍ତି ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ବିଜୟୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଚାଷୀ- ସାଙ୍ଗରେ ପାଣି ନେଇ ବାହାରନ୍ତୁ ।

ତୁଳା

ଆଜି ଯେଉଁ କାମଟିକୁ ଆରମ୍ଭ କରିବାକୁ ଯାଉଛନ୍ତି ତାହା ନିର୍ବିଘ୍ନରେ ସମାପନ ହୋଇଯିବ । ବିଶେଷ ଭ୍ରମଣ କାରଣରୁ ସାମୟିକ ଭାବରେ ଶାରୀରିକ ଆଶ୍ୱସ୍ତି ଅନୁଭବ କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ବିଛା

କାମ ହାସଲର ଖୁସି କାରଣରୁ ପ୍ରବଣତାବଶତଃ ଏଣୁତେଣୁ କହିବା ସମସ୍ୟାର କାରଣ ହେବ । ଅଟକି ରହିଥିବା କାମରେ ଅଳ୍ପ ସମୟ ଅପେକ୍ଷା କରନ୍ତୁ, ଦେଖିବେ ସବୁ ଠିକ୍ ହୋଇଯିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୨ ।
ଗୃହିଣୀ- ସୁଖଭାରା ଦିନଟି ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କାର୍ଯ୍ୟରେ ଶିଥିଳତା ଆସିବ ।
ଛାତ୍ରଛାତ୍ରୀ- ବନ୍ଧୁଙ୍କୁ ଆପଣାର କରିବେ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ଧନୁ

ଆଜି ବନ୍ଧୁମାନଙ୍କ କଥାରେ ପଡି ମନୋରଞ୍ଜନ କାର୍ଯ୍ୟରେ ରୁଚି ବଃିବ, କିନ୍ତୁ ଶାନ୍ତି କିମ୍ବା ସନ୍ତୋଷ ପାଇ ପାରିବେ ନାହିଁ । ଫେରିବା ରାସ୍ତାରେ ମିତ୍ରତା ବନ୍ଧନରେ ଆବନ୍ଧ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ମକର

ସବୁ ସମୟରେ ନିଜ ପାଖରେ ରହୁଥିବା କୌଣସି ବ୍ୟକ୍ତି ଦ୍ୱାରା କାମ ହାସଲ କରିବେ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବ । ସହ-ଯୋଗ ଆଶା ରଖି ବନ୍ଧୁଙ୍କ ଆଗରେ ପ୍ରକାଶ କରିପାରିବେ ନାହିଁ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
କର୍ମଜୀବି- ଜଳଯାତ୍ରା ମନା ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

କୁମ୍ଭ

ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବା କାରଣରୁ ଚିନ୍ତା ପ୍ରକଟ କରିବେ । ବିଭିନ୍ନ ପ୍ରକାର ସମସ୍ୟାମୂଳକ କାମରେ ପ୍ରବେଶ କରି ବ୍ୟସ୍ତତା ଅନୁଭବ କରି ପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।

ମୀନ

ଆଜି ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ କରିବା କ୍ଷେତ୍ରରେ ବନ୍ଧୁଙ୍କ ଅବଦାନ ସ୍ମରଣୀୟ ରହିବ । ବୁଝାମଣା ମାଧ୍ୟମରେ ପାରିବାରିକ ଅଶାନ୍ତିର ସମାପ୍ତି ଘଟାଇବେ । ବ୍ୟବସାୟ , ବାଣିଜ୍ୟ, ପରିବହନ ମାନ୍ଦା ହେବ ନାହିଁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।

 

 

Leave a Reply

Your email address will not be published. Required fields are marked *