ଆଜି ନଭେମ୍ବର ୨୪ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି
ମେଷ
ଆଜିର କର୍ମ କ୍ଷେତ୍ରରେ, ପରିବାରରେ, ମିତ୍ରଙ୍କ ମଧ୍ୟରେ ଆନନ୍ଦମୟ ପରିବେଶ ସୃଷ୍ଟି ହେବ । ଲେଖାପଢାରେ ଆଳସ୍ୟ ଓ ଅବହେଳା ପ୍ରଦର୍ଶନ କରି ସମାଲୋଚିତ ହେବେ । ସୁଖ ସମ୍ମାନ ପ୍ଧବ ଖୁସି ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବୃଷ
ଅନ୍ୟମାନଙ୍କ କାନକୁ ମଧୁର ଲାଗିଲା ଭଳି କଥା କହି କାମ ହାସଲ କରିବେ । ବହୁ ବିଳମ୍ବରେ ହାତକୁ ନେଇଥିବା କାମଗୁଡିକ ଠିକ୍ ଭାବେ ସମ୍ପନ୍ନ ହେବ । କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୨ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ମିଥୁନ
ସ୍ନାୟବିକ ଦୁର୍ବଳତାଜନିତ ଅସୁସ୍ଥତା ଅନୁଭବ କରିପାରନ୍ତି । ଆନୁ ।ନିକ କାମରେ ସାମାନ୍ୟ ଭୁଲ୍ ରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ । ଅର୍ଥ ସମ୍ବନ୍ଧିତ କ୍ଷେତ୍ରରେ ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ହୋଇପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
କର୍କଟ
ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନାହିଁ । ଯାତ୍ରା ସମୟରେ ଅସାବଧାନତା ବଶତଃ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ । ପର କଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
ଗୃହିଣୀ- ସୁଖୀ ହେବେ ।
ସିଂହ
ଆନୁ ।ନିକ ସାହାର୍ଯ୍ୟ ଓ ସହ-ଯୋଗର ଅଭାବ ମାନସିକ ସ୍ଥିରତାକୁ କ୍ଷୁର୍ଣ୍ଣ କରିବ । ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ସମୟରେ ବ୍ୟବସାୟିକ କାରବାର, ବନ୍ଧୁଙ୍କ ସହ ଆଲୋଚନା ହେତୁ ଶୁଭଫଳ ପାଇପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ସୁଖୀ ହେବେ ।
କନ୍ୟା
ଆପଣଙ୍କ ଅଭାବୀ ପରିସ୍ଥିତିକୁ ହୃଦୟଙ୍ଗମ କରି ଜଣେ ବନ୍ଧୁ ସାହାର୍ଯ୍ୟର ପ୍ରତିଶ୍ରୁତି ଦେବେ । ଗବେଷଣା, ସାହିତ୍ୟ, କଳା ଓ ରଚନାତ୍ମକ କାମରେ ପ୍ରଶଂସିତ ହେବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ତୁଳା
କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ଅଫିସ୍ କାମରେ ବ୍ୟସ୍ତ ରହି କୌଣସି ଗୁରୁତ୍ୱପୂର୍ଣ୍ଣ କଥାଟି ଭୁଲିଯିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୮ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବିଛା
ବିଭିନ୍ନ ଅପ୍ରକାଶ୍ୟ ଘଟଣାକୁ କେନ୍ଦ୍ର କରି ଅଧିକାଂଶ ସମୟ ମନ ବିଚଳିତ ରହିବ । ଅନ୍ୟମାନଙ୍କ ମିଥ୍ୟାଳାପ କାରଣରୁ ଗୃହସୀମା କିମ୍ବା ଘରଭଡାକୁ କେନ୍ଦ୍ର କରି ବିତର୍କ ହୋଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ଧନୁ
ଆକସ୍ମିକ ସୃଷ୍ଟି ହୋଇଥିବା ପରିସ୍ଥିତି ଆପଣଙ୍କୁ ଘଟଣାଗୁଡିକୁ ଅସ୍ୱାଭାବିକ ଭାବେ ଚିନ୍ତା କରିବାକୁ ବାଧ୍ୟ କରିବ । ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଆର୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ମକର
ଆଜି ଦିନରେ ଆପଣ ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇବେ । ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି । ଏଣୁ ସତର୍କ ରହିବା ଭଲ ହେବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୪ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଆର୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
କୁମ୍ଭ
ସ୍ୱାସ୍ଥ୍ୟ ଠିକ୍ ରହିଲେ ମଧ୍ୟ ସମସ୍ୟାଜନ୍ଖଚ୍ଛ ମାନସିକ ସନ୍ତୁଳନ ରକ୍ଷା କରିବାରେ ଅସମର୍ଥ ହେବେ । ଇଚ୍ଛା ନ ଥିଲେ ମଧ୍ୟ ବ୍ୟର୍ଥ ଭ୍ରମଣ ଓ ଅଯଥା ଖର୍ଚ୍ଚାନ୍ତ ଦୁଶ୍ଚିନ୍ତାର କାରଣ ହେବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।
ମୀନ
ସମସୟା ସମାଧାନ କରିବା ସକାଶେ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି । ପ୍ରିୟ ବନ୍ଧୁଟି ସହ ଦୀର୍ଘ ଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।