ଆଜି ନଭେମ୍ବର ୨୬ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ

ଆଜି ପ୍ରତ୍ୟେକ କ୍ଷେତ୍ରରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ । ବନ୍ଧୁଙ୍କ ଠାରୁ ଗୁରୁତ୍ୱପୂର୍ଣ୍ଣ ଖବରଟିଏ ପାଇ ଖୁସି ଅନୁଭବ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ

ଯେକୌଣସି ପରିସ୍ଥିତିରେ ମଧ୍ୟ ମନବଳ ଖୁବ୍ ଟାଣ ରହିବ ଏବଂ କାର୍ଯ୍ୟ ହାସଲରେ ସମର୍ଥ ହେବେ । ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହ-ଯୋଗ ପାଇବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।

ମିଥୁନ

ବନ୍ଧୁଙ୍କ ସମ୍ମୁଖରେ ମନର ଦୁଃଖକୁ ଲୁଚାଇ ରଖି ହସି ହସି କଥା କହିପାରନ୍ତି । ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ ଏବଂ ଆନୁ ।ନିକ ସାହାର୍ଯ୍ୟ ମଧ୍ୟ ପାଇବେ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତ ହୋଇପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

କର୍କଟ

ବନ୍ଧୁଙ୍କ ସାହାର୍ଯ୍ୟ ଓ ସହ-ଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ୱିତ କରିବେ । କର୍ମକ୍ଷେତ୍ରରେ ପରିଶ୍ରମ ଅଧିକ ହେଲେ ମଧ୍ୟ ଧୈର୍ଯ୍ୟର ସହ ସମସ୍ୟାର ମୁକାବିଲା କରିବାରେ ସମର୍ଥ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ସିଂହ

ସ୍ତ୍ରୀଙ୍କ ସାହାର୍ଯ୍ୟରୁ ମନୋବଳ ବୃଦ୍ଧି ପାଇବ ଏବଂ ସାମାଜିକ ସ୍ତରରେ ମଧ୍ୟ ସମ୍ମାନ ଲାଭ କରିପାରନ୍ତି । ପରିସ୍ଥିତିରେ ପଡି ଅପ୍ରିୟ ଓଚ୍ଛଳଥା କହି ବିରୋଧୀ ହୋଇପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

କନ୍ୟା 

ଅତି ନିକଟତର ବନ୍ଧୁଙ୍କ ସହ ଆପଣଙ୍କର ସମ୍ପର୍କକୁ ଅନ୍ୟମାନେ ଖରାପ ଦୃଷ୍ଟିରେ ଦେଖିପାରନ୍ତି । ନିଜ ନିଜର ସୁବିଧାକୁ ଆଖି ଆଗରେ ରଖି ମିତ୍ରମାନେ ଶତ୍ରୁତା ଆଚରଣ କରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

ତୁଳା

ଆଜି ପରିସ୍ଥିତିରେ ପଡି ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡିପାରେ । ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଭୁଲ ମାର୍ଗର ଅନୁସରଣ କରି ପସ୍ତେଇବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ବିଛା

ଭୁଲ୍ ବୁଝାମଣାରୁ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁଁ ମନ ଉଦାସ ରହିବ । ଆଗାମୀ ସମୟରେ ହେବାକୁ ଥିବା ମାଙ୍ଗଳିକ କାର୍ଯ୍ୟ ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ଧନୁ

ପାରିବାରିକ ସମସ୍ୟାର ଆପୋଷ ଆଲୋଚନା ଦ୍ୱାରା ସମାଧାନ ହୋଇଯିବ । କର୍ମକ୍ଷେତ୍ରରେ ମାନସିକ ଚାପଜନିତ ଅବସାଦ ଯୋଗୁଁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ମକର

ପ୍ରତ୍ୟେକ କ୍ଷେତ୍ରରେ ସବୁ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ପାରିବାରିକ କ୍ଷେତ୍ରରେ ଭୁଲ୍ ବୁଝାମଣାରୁ ଅଶାନ୍ତିର ପରିବେଶ ସୃଷ୍ଟି ହେବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୪ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

କୁମ୍ଭ

ଦୀର୍ଘ ଦିନରୁ ଚିନ୍ତା କରିଥିବା କାମଟି ହଠାତ୍ ହୋଇଯିବ । ସାମାଜିକ ସ୍ତରରେ ନୀଚ ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି । ପରିବହନରେ ଶିଥିଳତା କାରଣରୁ ମନ ଭଲ ରହି ନ ପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମୀନ

କର୍ମକ୍ଷେତ୍ରରେ ବନ୍ଧୁଙ୍କ ସାହାର୍ଯ୍ୟ ନେଇ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । କେତେକ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ମନ ଅସ୍ଥିର ରହିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

Leave a Reply

Your email address will not be published.