ଆଜି ନଭେମ୍ବର ୨୭ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି
ମେଷ
ଆଜି ଯେଉଁ କାମ କରନ୍ତୁନା କାହିଁକି, ଅବଶ୍ୟ ଠିକ୍ ସମୟରେ ସମ୍ପନ୍ନ ହେବା କଷ୍ଟକର ହୋଇ ପଡିବ । ଅତ୍ୟଧ୍ଚଳ ଖର୍ଚ୍ଚାନ୍ ହେବାକୁ ପଡିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବୃଷ
କଲ୍ୟାଣ ଚନ୍ଦ୍ର ଭୋଗ ହେଉଛି ଆଜି । ସମୟ ଶୁଭ କାରକ ହେବ । ବିବାଦମାନ ସ୍ଥିତି କ୍ରମେ ଦୂରେଇବ । ଆଦର ସମ୍ମାନ ପାଇବେ । ଆୟ ଆଖିଦୃଶିଆ ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ । ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ମିଥୁନ
ବନ୍ଧୁଙ୍କ ଜରିଆରେ ଋଣ ସୂତ୍ରରେ ଅର୍ଥଲାଭ ପାଇଁ ପ୍ରଯତ୍ନ କରିବେ । ବିଶେଷ ଶ୍ରମଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।
କର୍କଟ
କର୍ତ୍ତବ୍ୟ ପରାୟଣ ହେବେ । ମାନସିକ ଶାନ୍ତି ସନ୍ତୋଷ ମିଳିବ । ସରକାରୀସ୍ତରରୁ ନିଶ୍ଚିତତାର ସୂଚନା ପାଇବେ । ପୁରାତନ ରୋଗପୀଡାର ଆଶଙ୍କା କମ୍ ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ସିଂହ
ପାରିବାରିକ କ୍ଷେତ୍ରରେ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ । ଉପରିସ୍ଥଙ୍କ ସହାୟତାରେ କର୍ମକ୍ଷେତ୍ରରେ ଲାଗି ରହିଥିବା ନ୍ସେନ୍ ଦୂର ହେବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୬ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
କନ୍ୟା
ନିଜର ଅବହେଳା ଓ କାଳକ୍ଷେପଣ ନୀତି ଯୋଗୁଁ କେତେକ କାମ ସକାଶେ ଅନ୍ୟର ସାହାର୍ଯ୍ୟ ନେବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୧ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ତୁଳା
ଦେହ ଅସୁସ୍ଥ ରହିବ । ଦୂର ଯାତ୍ରାରେ କ୍ଷତି ଯୋଗ ରହିଛି । ଆତ୍ମ ନିର୍ଭରଶୀଳ ହେବେ । ଆଧ୍ୟାତ୍ମିକ କ୍ଷେତ୍ରରେ ସତ ପରାମର୍ଶ ପାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ୮ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବିଛା
ବନ୍ଧୁମାନଙ୍କୁ କର୍ମକ୍ଷେତ୍ରରେ ନୂତନ ଦିଗ୍ ଦର୍ଶନ ଦେଇ ପ୍ରଶଂସିତ ହେବେ । ଆବଶ୍ୟକତା ପୁରଣ କରିବା ସକାଶେ ଟଙ୍କା ଯୋଗାଡ କରିବାରେ ସକ୍ଷମ ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୯ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।
ଧନୁ
ସଦା ସର୍ବଦା କାର୍ଯ୍ୟ ବ୍ୟସ୍ତତା ମଧ୍ୟରେ ନିଜକୁ ନିୟୋଜିତ ରଖିବେ । ମନରେ ଉତ୍ସାହ ବଢିବ । ଦୂର ଭ୍ରମଣ ଯଥା ସମ୍ଭବ ସଂକୁଚିତ କରିବା ଭଲ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ମକର
ତୀର୍ଥ ଦର୍ଶନ, ପରୋପକାର, ଆଦର, ସମ୍ମାନ, ଅଭ୍ୟର୍ଥନା, ବନ୍ଧୁ ମିଳନ ଓ କର୍ମ କ୍ଷେତ୍ରରେ କାର୍ଯ୍ୟ ଦକ୍ଷତା ବଢିବ । ଅପରାହ୍ନ ଠାରୁ ସମୟ କିଛି ପ୍ରତିକୂଳ ଫଳ ଦେଇପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
କୁମ୍ଭ
କର୍ମକ୍ଷେତ୍ରରେ ନିରପେକ୍ଷ ରହିଲେ ବହୁ ଅସୁବିଧାରୁ ମୁକ୍ତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ସନ୍ତୋଷ ମିଳିବ । ଲକ୍ଷ୍ୟ ପୂରଣ କରିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୯ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।
ମୀନ
ଆଜି ନୂତନ ବାଣିଜ୍ୟାରମ୍ଭ, ଆଲୋଚନା, ବନ୍ଧୁ ମିଳନ ପାଇଁ ସୁନ୍ଦର ସୁଯୋଗ ସୃଷ୍ଟି ହେବ । କର୍ମକ୍ଷେତ୍ରରେ ଅନୁକୂଳ ପରିବେଶ କାମ ହାସଲ ପାଇଁ ବେଆଇନ୍ କାମ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।