ଆଜି ନଭେମ୍ବର ୨୮ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି
ମେଷ
ମାନସିକ ଅସ୍ଥିରତା କାରଣରୁ କୌନସି କ୍ଷେତ୍ରରେ ଠିକ୍ ନିଷ୍ପତ୍ତି ନେଇପାରିବେ ନାହିଁ । ଅଯଥା ଅର୍ଥ ବ୍ୟୟ ମାନସିକ ସ୍ଥିିତି ବିଗାଡି ଦେଇପାରେ । ଯେଉଁ କାମରେ ହାତ ଦେଲେ ମଧ୍ୟ ନିଶ୍ଚିତ ସଫଳତା ପାଇବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ବୃଷ
ପାରିବାରିକ ଅଶାନ୍ତି ଓ ଅର୍ଥାଭାବର ସାମ୍ନା କରିବାକୁ ପଡିପାରେ । ବନ୍ଧୁମାନେ ସାମୟିକ ସୁଯୋଗକୁ ନିଜର ସ୍ୱାର୍ଥ ସାଧନରେ ଲଗାଇପାରନ୍ତି । ଭାଇ ଭଉଣୀଙ୍କ ସହ ସମ୍ପର୍କ ତିକ୍ତ ହୋଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ମିଥୁନ
ନିଜ ଲୋକମାନଙ୍କ ବିରୁଦ୍ଧାଚରଣଜନିତ ଟିକିଏ କଥାରେ କଳହ ଲାଗିପାରେ । ଅର୍ଥ ସମ୍ବନ୍ଧୀୟ କଥା, ଚୁକ୍ତିପତ୍ର, ଜମିଜମା କାରବାର ସକାଶେ ଦିନଟି ବହୁତ ଭଲ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସୁଖୀ ହେବେ ।
କର୍କଟ
କର୍ମକ୍ଷେତ୍ରରୁ ଯଥେଷ୍ଟ ସମ୍ମାନ ଓ ସଦିଚ୍ଛା ପାଇବେ । ବନ୍ଧୁଙ୍କୁ ମିଥ୍ୟା ପ୍ରତିଶ୍ରୁତି ଦେଇ ପରୋକ୍ଷରେ ସାମାଲୋଚିତ ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ସିଂହ
ସମସ୍ୟାର ସମ୍ମୁଖୀନ ହେଲେ ମଧ୍ୟ ଧୈର୍ଯ୍ୟହାନି ଘଟିବ ନାହିଁ । ବିବାଦୀୟ ଘଟଣାରେ ବିଜୟୀ ହେଲେ ମଧ୍ୟ ସଂଘର୍ଷପୂର୍ଣ୍ଣ ସ୍ଥିତି ବଳବତ୍ତର ରହିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- କରତ୍କର୍ମା ହେବେ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
କନ୍ୟା
ଆଜି କର୍ମକ୍ଷେତ୍ର ଓ ପାରିବାରିକ ସ୍ଥିତି ମନ୍ଦ ହେବନି । ସମସ୍ୟା ସମାଧାନ ପରିପ୍ରେକ୍ଷୀରେ ପ୍ରତି ିତ ବ୍ୟକ୍ତିଙ୍କ ସାହାର୍ଯ୍ୟ ଲାଭ କରିବେ । ପ୍ରତିଦ୍ୱନ୍ଦ୍ୱିତା ମଧ୍ୟରେ ବାଣିଜ୍ୟ, ବ୍ୟବସାୟ ଓ ଯାତ୍ରା ସମ୍ପର୍କରେ ଚିନ୍ତା ବଢିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ଆର୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ତୁଳା
ଆତ୍ମୀୟଙ୍କ ସହ-ଯୋଗରୁ ସମାଧାନର ସରଳ ସୂତ୍ର ବାହାର କରିବାରେ ସମର୍ଥ ହେବେ । ଆର୍ଥିକ ସ୍ଥିତି, ପାରିବାରିକ ସଦ୍ ଭାବ ଓ ବନ୍ଧୁ ମିଳନଜନିତ ଆନନ୍ଦ ଅନୁଭବ କରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ୫ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବିଛା
ଅସର୍କତା ଅଭାବରୁ ଯାହା ଭାବୁଥିବେ କାମ କରିବା ବେଳକୁ ତାହା ଠିକ୍ ଓଲଟା ହୋଇଯିବ । ନିଜ ପରିସରର ଲୋକଙ୍କୁ ମନ ବୁଝିଲାଭଳି କଥା କହି କାମ ହାସଲ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।
ଧନୁ
ପ୍ରତ୍ୟେକ ସ୍ତରରେ ସରଳ ଭାବେ ଅନ୍ୟମାନଙ୍କୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ଦୀର୍ଘ ଦିନ ପରେ ଶରୀର ସୁସ୍ଥ ହେବାରୁ ମାନସିକ ଅସ୍ଥିରତା ଦୂରେଇଯିବ । କଥାବାର୍ତ୍ତା ପ୍ରଭୃତିର ଉନ୍ନତମାନର ସୁଫଳ ମିଳିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ମକର
ମାନସିକ ଚାପ ସଙ୍ଗକୁ ବିଭିନ୍ନ ଦିଗରୁ ପ୍ରତିବନ୍ଧକ ସତ୍ତ୍ୱେ କାମ ହାସଲ କରିବାକୁ ପଡିବ । ପରିବାରରେ ଭୁଲ୍ ବୁଝାମଣା ବିସ୍ଫୋରକ ପରିସ୍ଥିତି ସୃଷ୍ଟି କରିପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ରୋଗୀ- ଚକ୍ଷୁ ପୀଡା ହେବ ।
କୁମ୍ଭ
ଅଧିକାଂଶ ସମୟ ଅନ୍ୟମନସ୍କଜନିତ ପ୍ରତ୍ୟେକ କ୍ଷେତ୍ରରେ କିଛିନା କିଛି ବ୍ୟତିକ୍ରମ ଅବଶ୍ୟ ସୃଷ୍ଟି ହେବ । ମନରେ ଦୁଃଖ ରହିଥିଲେ ମଧ୍ୟ ଅଭିମାନ କରି ରହିଥିବା ବନ୍ଧୁଙ୍କୁ ବୁଝାଇବାରେ ସମର୍ଥ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
ଗୃହିଣୀ- ପରକୁ ଆପଣାର କରିବେ ।
ମୀନ
ସ୍ୱାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ରହିବା ସହ କୌଣସି ନୂଆ କାମରେ ମନ ବଳାଇବେ । ସାଙ୍ଗଠନିକ କାର୍ଯ୍ୟରେ ନେତୃତ ନେଲେ ପ୍ରଶଂସିତ ହେବେ । ପାରିବାରିକ ପରିସ୍ଥିତିରେ ସୁଧାର ଆଣିବା ସକାଶେ ପ୍ରଯତ୍ନ କରିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।