ଆଜି ଡିସେମ୍ବର ୨୮ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି
ମେଷ
ଆଜି ତିନୋଟି କେନ୍ଦ୍ରରେ ଗ୍ରହଙ୍କ ଅବସ୍ଥିତି ହେତୁ କାମଗୁଡିକ ଧୀର ଗତିରେ ଲକ୍ଷ୍ୟସ୍ଥଳକୁ ନେବାରେ ସାହାର୍ଯ୍ୟ କରିବେ । ପାରିବାରିକ ଦୃଷ୍ଟିକୋଣରୁ ଦିନଟି ବହୁତ ଭଲ ରହିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ବୃଷ
ପ୍ରତିବନ୍ଧକ ଲାଗି ରହିଲେ ମଧ୍ୟ କର୍ମକ୍ଷେତ୍ରରେ ଉପସ୍ଥିତି ବୁଦ୍ଧି ଖଟାଇ ପରିସ୍ଥିତିକୁ ସୁଧାରି ନେବେ । ଘରେ ବନ୍ଧୁ ମିଳନ କିମ୍ବା ବନ୍ଧୁଙ୍କ ଅପ୍ରତ୍ୟାଶିତ ଆଗମନକୁ ଖୁସୀ ହୋଇଯିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
ମିଥୁନ
ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ସମାଧାନ ପାଇଁ ଅନୁକୂଳ ବାତାବରଣ ସୃୃଷ୍ଟି ହୋଇପାରିବ । ଦୀର୍ଘଦିନର ବକେୟା ପାଇପାରନ୍ତି କିମ୍ବା ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରୁ ମଧ୍ୟ ଲାଭାନ୍ୱିତ ହେବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୫ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ଅନ୍ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
କର୍କଟ
ଗତକାଲି ଠାରୁ ଅଟକି ରହିତରବା କାମଗୁଡିକ ଆଜି ସୁବିଧାରେ ହୋଇଯିବ । ପାରିବାରରେ ମାନସିକ ଦ୍ୱନ୍ଦ୍ୱ ମଧ୍ୟରେ ସାମୟିକ ଅସନ୍ତୁଷ୍ଟ ରହିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ସିଂହ
ବନ୍ଧୁମାନଙ୍କ ପ୍ରେରଣା ପାଇଲେ ମଧ୍ୟ ମନରେ ସକାରାତ୍ମକ ଭାବ ଉଦ୍ରେକ ହେବ ନାହିଁ । ସାମାଜିକ ସ୍ତରରେ ସାଧାରଣ ସ୍ୱାର୍ଥକୁ କେନ୍ଦ୍ର କରି ଅପରାହ୍ନେ କଳହର ସମ୍ମୁଖୀନ ହୋଇପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୁଖୀ ହେବେ ।
କନ୍ୟା
ଆନୁଷଙ୍ଗିକ ସାହାର୍ଯ୍ୟ ଓ ସହ-ଯୋଗ କାର୍ଯ୍ୟକୁ ତ୍ୱରାନ୍ୱିତ କଲେ ମଧ୍ୟ ପ୍ରାଥମିକ ଅବସ୍ଥାରେ କିଛିଟା ବ୍ୟତିକ୍ରମ ଦେଖା ଦେଇପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ତୁଳା
ଯାହା ଓ ଯେତିକି ପାଇବା କଥା ସେଥିପାଇଁ ଆପଣଙ୍କୁ ପ୍ରବଳ ସଂଘର୍ଷ କରିବାକୁ ପଡିପାରେ । ପାରିବାରିକ କ୍ଷେତ୍ରରେ କୌଣସି ଅସୁବିଧା ନ କଲେ ମଧ୍ୟ ଆର୍ଥିକ କ୍ଷତି ଘଟାଇ ପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ବିଛା
କୌଣସି କ୍ଷେତ୍ରରେ ବିବାଦ ଆଗକୁ ନ ବଢାଇ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବା ଭଲ ହେବ । ପାରିବାରିକ ସମସ୍ୟାର ସରଳ ସମାଧାନ କରିବାରେ ସକ୍ଷମ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଧାର୍ମିକ ହେବେ ।
ଧନୁ
ଆପଣଙ୍କର ସୁସ୍ଥ ମାନସିକ କର୍ମକ୍ଷେତ୍ରରେ ସମ୍ମାନଜନକ ସ୍ଥିତି ପ୍ରଦାନ କରିବ । ବନ୍ଧୁମାନଙ୍କ ଗ୍ରହଣରେ ଅପ୍ରିୟସତ୍ୟ କହିବା କାରଣରୁ ବନ୍ଧୁଙ୍କ ସହ ସମ୍ପର୍କ ହାନି ୍ୋଗୁ ଚିନ୍ତା ପ୍ରକଟ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ମକର
ସହନଶୀଳତା ଗୁଣରୁ ବନ୍ଧୁମାନଙ୍କ ଦ୍ୱାରା ପ୍ରଶଂସିତ ହେବେ । ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମଗୁଡିକ ସବୁ ଠିକ୍ ଠିକ୍ ହୋଇଯିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
କୁମ୍ଭ
ଆଜି ଯେଉଁ କାମ କଲେ ମଧ୍ୟ ବିରୋଧର ସମ୍ମୁଖୀନ ହେବାକୁ ପଡିବ । ପରିବର୍ତ୍ତିତ ସମୟକୁ ଆଖି ଆଗରେ ରଖି କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଷ୍ପତ୍ତି ନେବା ଠିକ୍ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ମୀନ
ଆଜିର ସାଂସ୍କୃତିକ ଅନୁ ।ନରେ ପ୍ରଶଂସନୀୟ କାମକରି ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବା ଯୋଗୁଁ ଚିନ୍ତିତ ହୋଇପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।