ଆଜି ନଭେମ୍ବର ୨୯ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି
ମେଷ
ବିଭିନ୍ନ ସମସ୍ୟାରେ ଜଡିତ ରହିଲେ ମଧ୍ୟ ଆନନ୍ଦର ଅନୁଭୂତି ଲାଭ କରିବେ । ବନ୍ଧୁଙ୍କ ସାହାର୍ଯ୍ୟରୁ ପ୍ରତିଦ୍ୱନ୍ଦ୍ୱିତାରେ ବିଜୟୀ ଓ ପାରିବାରିକ ସମସ୍ୟା ସାମାଧାନ ହେବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
ବୃଷ
ସ୍ୱାସ୍ଥ୍ୟ ସମସ୍ୟା ପୂର୍ବପରି ରହିଲେ ମଧ୍ୟ ବିଶେଷ କିଛି ଗୁରୁତର ହେବ ନାହିଁ । ପରିବାରରୁ ପୂର୍ଣ୍ଣ ସମର୍ଥନ ନ ପାଇଲେ ମଧ୍ୟ କର୍ମକ୍ଷେତ୍ରରେ ଗଠନ ମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
ମିଥୁନ
ବନ୍ଧୁମାନଙ୍କ ଅନୁରୋଧ କ୍ରମେ କୌଣସି କାମ ସକାଶେ ଭ୍ରମଣରେ ବାହାରି ପଡିବେ । ମିଠା କଥା କହି ସହକର୍ମୀଙ୍କ ମନରେ ବିଶ୍ୱାସ ଜନ୍ମାଇବାରେ ସମର୍ଥ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।
କର୍କଟ
ଆପଣଙ୍କ ମୂଳ ଉଦ୍ଦେଶ୍ୟକୁ ନ ବୁଝି ନ ଶୁଝି କର୍ମକ୍ଷେତ୍ରରେ ସହକର୍ମୀମାନେ ସହ-ଯୋଗର ହାତ ବଢାଇବେ । କିନ୍ତୁ କାର୍ଯ୍ୟକଳାପରେ କିଛି ତ୍ରୁଟିବିଚ୍ୟୁତି କାରଣରୁ ଲଘୁକ୍ରୋଧ ସମ୍ପର୍କ ହାନି କରିବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୫ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।
ସିଂହ
ଅଧିକାଂଶ ସମୟରେ ମାନସିକ ଦୁଶ୍ଚିନ୍ତା ମନକୁ କବଳିତ କରି ରଖିବ । ବିଭିନ୍ନ ଯୋଜନା ସମ୍ପର୍କୀୟ ଆଲୋଚନା, ଜମିଜମା କାରବାର ସକାଶେ ବ୍ୟସ୍ତତା ବଢିଯିବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୭ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
କନ୍ୟା
ଆଜି ଯେତିକି ପାଇବେ ତାହାର ଦୁଇଗୁଣା ଖର୍ଚ୍ଚ ମାନସିକ ଅସ୍ଥିରତାର କାରଣ ପାଲଟିବ । କର୍ମକ୍ଷେତ୍ରରେ ସମ୍ୟା ଲାଗିରହିବାକୁ ମନ ଭଲ ରହିବ ନାହିଁ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
ତୁଳା
ନୂତନ ବନ୍ଧୁତ୍ୱ ଡୋରିରେ ବାନ୍ଧିହୋଇ ଜୀବନର ଏକ ନୂତନ ଅଧ୍ୟାୟକୁ ଆରମ୍ଭ କରିପାରନ୍ତି । ଆଲୋଚନା ପରିସରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପାରସ୍ପରିକ ଆଲୋଚନା କରିବା ଭଲ ହେବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ୪ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଆର୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।
ବିଛା
ଏକାଧିକ କାମ ହାତକୁ ନେଇ କୌଣସିଟିକୁ ପୂର୍ଣ୍ଣାଙ୍କ କରିପାରିବେ ନାହିଁ । ଜମିଜମା କିମ୍ବା ଗୃହସୀମା ବିବାଦରୁ ସହସା ମୁକ୍ତି ମିଳିବ । ଆବଶ୍ୟକତା ପୂରଣ କରିବା ସକାଶେ ଧାର ସୂତ୍ରରେ ଅର୍ଥ ଆଣିବାକୁ ପଡିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।
ଧନୁ
ବର୍ତ୍ତମାନର ପରିବର୍ତ୍ତିତ ପରିସ୍ଥିତି ମାନସିକ ସ୍ଥିରତା ରକ୍ଷା କରିବାରେ ସମର୍ଥ ହେବ । ନିଜର ପୂର୍ବ ଦୈନନ୍ଦିନ ଜୀବନଚର୍ଯ୍ୟାକୁ ବଦଳାଇବାକୁ ବାଧ୍ୟ ହୋଇପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ମକର
ବୈଷୟିକ ଉନ୍ନତି ସଙ୍ଗକୁ ଆଜି ଦିନରେ ଯେଉଁ କାମରେ ହାତ ଦେବେବ ସଫଳତା ପାଇବେ । ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ମିତ୍ର ଭଳି ଆଚରଣ କରିପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୪ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
କୁମ୍ଭ
ପ୍ରତ୍ୟେକ କ୍ଷେତ୍ରରେ ସତର୍କତାର ସହ ନ ଚଳିଲେ ନିନ୍ଦା , ଅପମାନ ପାଇପାରନ୍ତି । ନିକଟ ସମ୍ପର୍କୀୟଙ୍କ ସାହାର୍ଯ୍ୟ ଲାଭ କରି ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ବିଦେଶୀ ଜିନିଷରେ କ୍ଷତି ହେବ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ମୀନ
ଆପଣ ଯେଉଁ ଜିନିଷଟିକୁ ପାଇବାକୁ ଇଚ୍ଛା କରିଛନ୍ତି ତାହା ବିଳମ୍ବରେ ପାଇବେ । କର୍ମକ୍ଷେତ୍ରରେ ଟେନ୍-ସନ୍ କମିଯିବ । ସହ-ଯୋଗ ଭିତରେ କାମ କଲେ ଉପକୃତ ହେବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଆର୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- କରତ୍କର୍ମା ହେବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।