ଆଜି ନଭେମ୍ବର ୩୦ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି
ମେଷ
ଗତକାରିର ପରିସ୍ଥିତିରେ ଆଜି କୌଣସି ପରିବର୍ତ୍ତନ ହେବ ନାହିଁ । ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରଖିବା ସକାଶେ ପାରସ୍ପରିକ ସହମତିକୁ ଗ୍ରହଣ କରିବା ଭଲ ହେବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୭ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ବୃଷ
ଆଜି କୌଣସି କାମ ନ ଅଟକିଲେ ବି ସମସ୍ୟା ଲାଗି ରହିବ । ଅଫିସରେ ଅଟକି ରହିଥିବା କାମର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ଧାର୍ମିକ ହେବେ ।
ମିଥୁନ
ବନ୍ଧୁ ଓ ସହକର୍ମୀଙ୍କୁ ପ୍ରତିକୂଳ ପରିସ୍ଥିତି ସହ ଲଢିବାର ପ୍ରେରଣା ପ୍ରଦାନ କରିବେ । ବିଭିନ୍ନ ଯୋଜନାରେ ଅନୁକୂଳ ବାତାବରଣ ସୃଷ୍ଟି ନ ହେବା କାରଣରୁ ବ୍ୟସ୍ତ ହୋଇପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
କର୍କଟ
ସାମୟିକ ସାହାର୍ଯ୍ୟ ଓ ସହ-ଯୋଗ ଲାଭ କରି କର୍ମକ୍ଷେତ୍ରରେ ସମସ୍ୟା ସମାଧାନ କରିବେ । ପାରସ୍ପରିକ ସହ-ଯୋଗ ପାରିବାରିକ ଜୀବନକୁ ମଧୁମୟ କରିବ । ସତ କହି ବିବାଦ ଘେରରେ ପଡିପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ସିଂହ
ଆନୁ ।ନିକ ସାହାର୍ଯ୍ୟ ଓ ସହ-ଯୋଗ ଲାଭ କରି କର୍ମକ୍ଷେତ୍ରରେ ସମ୍ୟା ସାମାଧାନ କରିବେ । ପାରିବାରିକ ସମସ୍ୟା ସମାଧାନରେ କୌଣସି ନୀଚ ଜାତିର ବ୍ୟକ୍ତି ମୁଖ୍ୟ ଭୂମିକା ଗ୍ରହଣ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଅନ୍ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
କନ୍ୟା
ସହନଶୀଳତା ଓ ବିନମ୍ରତା ଆପଣଙ୍କ ଆଜିର ଜୀବନଚର୍ଯ୍ୟାକୁ ଶୃଙ୍ଖଳିତ କରିବାରେ ସହାୟକ ହେବ । କୌଣସି ବନ୍ଧୁ ଉଦ୍ଦେଶ୍ୟ ପ୍ରଣୋଦିତ ଭାବେ ମିଥ୍ୟା କହି ମନକୁ ଚହଲାଇ ଦେଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖୀ ହେବେ ।
ତୁଳା
ନୂତନ ବନ୍ଧୁ ସମ୍ପର୍କ ସ୍ଥାପିତ ହେବା ସହ ଜଣେ ପଡୋଶୀଙ୍କ ଜରିଆରେ ଆଶା ପୂରଣ ହେବ । ପରିବାରରେ ପିଲାଙ୍କ ଆଚରଣରେ ଅସନ୍ତୁଷ୍ଟ ରହିବା କାରଣରୁ ବିରକ୍ତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ୨ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ବିଛା
ଦୀର୍ଘଦିନ ହେଲା ଯାହା ପାଉ ନ ଥିଲେ ଆଜି ତାହା ଲାଭ କରି ମନ ଖୁସି ହୋଇଯିବ । ହାତକୁ ନେଇଥିବା କାମଗୁଡିକ ଯଥା ସମୟରେ ସମ୍ପନ୍ନ ହେବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୭ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।
ଧନୁ
ବହୁତ ଦିନରୁ ଚିନ୍ତା କରିଥିବା ଯୋଜନାଟିକୁ କାର୍ଯ୍ୟକାରୀ କରିବା ସକାଶେ ମନ ବଳାଇପାରନ୍ତି । ଆକସ୍ମିକ ଅର୍ଥଲାଭ, ବନ୍ଧୁମିଳନ, ନୂତନ ସ୍ଥାନ ଭ୍ରମଣରୁ ମନ ଖୁସି ରହିବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୨ ।
ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।
ମକର
ଦୁଶ୍ଚିନ୍ତା କାରଣର ଟେନ୍ ସନ୍ ଲାଗି ରହିଥିଲେ ମଧ୍ୟ ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ସମର୍ଥ ହେବ । ମାଲିମୋକଦ୍ଦମା ପ୍ରଭୃତିରେ ସଫଳତା ପାଇବେ । ଚଳଚ୍ଚିତ୍ର କ୍ଷେତ୍ରରୁ ସମସ୍ୟାଯୁକ୍ତ ରହିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।
କୁମ୍ଭ
ପରିସ୍ଥିତି ପ୍ରତି ନଜର ଦେଇ କାମ କରି ଚାଲିଲେ କୌଣସି କାମ ଅଟକି ରହିବ ନାହିଁ । ପୁରୁଣା ଜିନିଷ ବିକ୍ରୟ କରି ନୂତନ ଜିନିଷ କ୍ରୟ ପାଇଁ ମନ ବଳାଇପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ପରକୁ ଆପଣାର କରିବେ l
ମୀନ
ଆଦୌ ଦେଉ ନ ଥିବା ବ୍ୟକ୍ତିଙ୍କ ନିକଟରୁ ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ବନ୍ଧୁ ଗହଣରେ ବାକ୍ ଅସଞ୍ଜମତା ଯୋଗୁଁ ସୁସମ୍ପର୍କ ବ୍ୟାହତ ହୋଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।