ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ 

ପିତା,ମାତାଙ୍କ ସ୍ୱାସ୍ଥ୍ୟ ନେଇ ଚିନ୍ତିତ ହେବେ । ସୌଭାଗ୍ୟ ଉଦୟ ହେବାରୁ ଧନାଗମର ସୂଚନା ମିଳୁଛି । ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ବୃଷ

ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ବିଭିନ୍ନ ସୂତ୍ରରୁ ଧନ ଲାଭର ସୂଚନା ମିଳୁଛି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ଜଳଯାତ୍ରା ମନା ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ମିଥୁନ

ଅଧିକ ପରିଶ୍ରମ କରି ଉନ୍ନତିର ସୋପନ ଚଢିବେ । ସାଧାରଣ କ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିବେ । ବ୍ୟୟ ବୃଦ୍ଧି ହେବାର ସୂଚନା ମିଳୁଛି । ଦ୍ରବ୍ୟ ନଷ୍ଟର ସମ୍ଭାବନା ଅଛି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

କର୍କଟ

ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ । ପ୍ରତ୍ୟେକ କାର୍ଯ୍ୟରେ ସୁଖ ସନ୍ତୋଷ ମିଳିବ । କର୍ମକ୍ଷେତ୍ରରେ ଢେର ଉନ୍ନତି ଘଟିବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ସିଂହ

ଆଶା କରୁଥିବା ସାହାର୍ଯ୍ୟ ମିଳିପାରେ । କର୍ମକ୍ଷେତ୍ରରେ ନିଜର ପ୍ରଭାବବ ବିସ୍ତାର କରିବେ । ଶୁଭଖବର ପାଇ ଖୁସି ହୋଇପାରନ୍ତି । ଯଶସ୍ୱୀ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

କନ୍ୟା

ଆକସ୍ମିକ ଭାବେ ଧନ ଲାଭର ସୂଚନା ମିଳୁଛି । ସେବା ପରାୟଣ ହେବେ । ନିଜର ବୈଶିଷ୍ଟ୍ୟତା ପ୍ରକାଶ କରିପାରନ୍ତି । କନୈକା ମହିଳାଙ୍କ ଦ୍ୱାରା ଉପକୃତ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ତୁଳା

ବନ୍ଧୁ ସହ ଯୋଗ ପାଇ ଖୁସି ହୋଇପାରନ୍ତି । ଧନକ୍ଷୟ ହେବାର ସମ୍ଭାବନା ଅଛି । ମନ ଦୁର୍ବଳ ରହିବ । ଶାରିରୀକ ପୀଡା ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୪ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ବିଛା

କାର୍ଯ୍ୟରୁ ଆଗ୍ରହ ହରାଇ ପାରନ୍ତି । ଅଧିକ କାର୍ଯ୍ୟ କରି କଷ୍ଟ ସହିବାକୁ ପଡିବ, ମାତ୍ର ତା’ର ମୂଲ୍ୟ ମିଳିବ । ବନ୍ଧୁ ସହାୟତା ପାଇ ଖୁସି ହେବେ । ବ୍ୟବସାୟରୁ ଲାଭ ମିଳିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।
ଗୃହିଣୀ- ଧାର୍ମିକ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଜଳବାୟୁ ବିଷରେ ସଠିକ୍ ବିବରଣୀ ନିଅନ୍ତୁ ।

ଧନୁ

ଯାତ୍ରା କାଳୀନ ଖର୍ଚ୍ଚ ବୃଦ୍ଧି ହୋଇପାରେ । ଦୁଃସାହସିକ ପଦକ୍ଷେପ ନେଇ କାର୍ଯ୍ୟ ସମ୍ପାଦନ କରିବେ । ଧନପ୍ରାପ୍ତିର ସମ୍ଭାବନା ଅଛି । ଶୁଭ ଚିନ୍ତକମାନଙ୍କ ସହାୟତା ମିଳିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।
ଗୃହିଣୀ- ସୁଖଭାରା ଦିନଟି ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ମକର

ବାଣିଜ୍ୟ ବ୍ୟବସାୟ ଲାଭଜନକ ହେବ । ନିଜ ସମ୍ମାନକୁ ଜଗି ଚଳିବାକୁ ପଡିବ । ଉତ୍ତମ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ସାଧନା ଫଳବତୀ ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କୁମ୍ଭ

ମାଲି-ମୋକଦ୍ଦମାରେ ବିଜୟ ଲାଭ କରିପାରନ୍ତି । କଳହମୁକ୍ତ ରହିବା ଆପଣଙ୍କ ପକ୍ଷେ ଭଲ । ଧନହାନି ଘଟିପାରେ । ଯାନବାହନ ସୁଖ ମିଳିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୁଖଭାରା ଦିନଟି ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ମୀନ

ଯାତ୍ରାକାଳୀନ ସତର୍କତା ଏକାନ୍ତ ଜରୁରୀ । କାର୍ଯ୍ୟକ୍ଷେତ୍ରରେ ପ୍ରାଧାନୟ ବିସ୍ତାର କରିପାରନ୍ତି । ଧର୍ମ-କର୍ମ ସଂପାଦନ କରିପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

Leave a Reply

Your email address will not be published. Required fields are marked *