ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର
ମେଷ
ଭିତରେ ଭାତ୍ରୁ ବିବାଦ ଉଙ୍କି ମାରିପାରେ । ପ୍ରତାରିତ ହୋଇପାରନ୍ତି । ଘାତଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ପଡିବ । ଯଶସ୍ୱି ହେବେ । ଲୋଭାସକ୍ତ ହୋଇପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୭ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ବୃଷ
ଧର୍ମ-ଧାରଣାରେ ଉତ୍ସର୍ଗକୃତ ମନୋଭାବ ରହିବ । ଧମକ୍ଷୟ ହେବାର ସମ୍ଭାବନା ଅଛି । ବାଦନୁବାଦର ସମ୍ମୁଖୀନ ହେବେ । ଶାସ୍ତ୍ରାଭ୍ୟାସୀ ହେବେ । ବିନୀତ ସ୍ୱଭାବର ହୋଇପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
ମିଥୁନ
ଦେବପୂଜାରେ ନିୟୋଜିତ ହେବେ । ଆୟ ବୃଦ୍ଧି ହେବାର ସୂଚନା ମିଳୁଛି । ବ୍ୟବସାୟ ଲାଭଜନକ ହେବ । କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବେ । ଭବିଷ୍ୟତ ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୩ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
କର୍କଟ
ବ୍ୟବସାୟ ଲାଭଜନକ ହୋଇପାରେ । ସାଧନାରେ ସିଦ୍ଧି ଲାଭ କରିବେ । କର୍ମରେ ଢେର ଉନ୍ନତି ଆଶା କରାଯାଏ । ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ସିଂହ
ଦୂରୁକ କାର୍ଯ୍ୟରେ ସଫଳତା ଅବଶ୍ୟ ମିଳିବ । ସେବା କାର୍ଯ୍ୟରେ ନିୟୋଜିତ ହେବେ । ଶୁଭ ସମ୍ବାଦ ପାଇ ଉତ୍ଫୁଲ୍ଲିତ ହୋଇପାରନ୍ତି । ପାରିବାରିକ ସୁଖ,ସମୃଦ୍ଧି ଆଶା କରାଯାଏ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
କନ୍ୟା
ଦୂରୁହ ସଂପର୍କ ବନ୍ଧୁଙ୍କ ଦ୍ୱାରା ଉଡକୃତ ହେବେ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ପରିସ୍ଥିତି ପ୍ରତିକୂଳ ରହିପାରେ । ସମ୍ମାନିତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ତୁଳା
ପାରିବାରିକ ବିଶୃଙ୍ଖଳାର ଅବସାନ ଘଟିପାରେ । କର୍ମକ୍ଷେତ୍ରରେ ସାଧାରଣ କ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି । ମନ ପ୍ରଫୁଲ୍ଲ ରହିବ । ସୁଖରେ ଦିନଟି ଅତିବାହିତ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ବିଛା
କୌଣସି କାରଣରୁ ମାନସିକ ସ୍ତରରେ ବିଷାଦିତ ହୋଇପାରନ୍ତି । ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ । ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୫ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ଧନୁ
ସେବା ମୂଳକ କାର୍ଯ୍ୟରେ ଆଗ୍ରହୀ ହୋଇପାରନ୍ତି । ଲେଖା-ପଢାରେ ପାରଦର୍ଶୀ ହେବେ । ଗୃହକାର୍ଯ୍ୟରେ ଧ୍ୟାନ ଦେବେ । ବିଭିନ୍ନ ସୂତ୍ରରୁ ଧନ ପ୍ରାପ୍ତିର ସୁଯୋଗ ସୃଷ୍ଟି ହୋଇଛି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ମକର
ପରିସ୍ଥିତି ଲାଭପ୍ରଦ ହୋଇପାରେ । ଚିନ୍ତାଧାରା ଉନ୍ନତିମାନର ହେବ । ନୂଆ ବନ୍ଧୁ ଜୁଟି ପାରନ୍ତି । ଉତ୍ତମ ଗୃହରେ ବସତି ସ୍ଥାପନ କରିପାରନ୍ତି । କୃଷି କାର୍ଯ୍ୟରେ ଲାଭବାନ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
କୁମ୍ଭ
ଦେବ ଦର୍ଶନରେ ଆନନ୍ଦ ମିଳିବ । ମନୋବଳ ଦୃଢ ରହିବ । ବନ୍ଧୁ ସହ ଯୋଗ ପାଇ ଖୁସି ହୋଇପାରନ୍ତି । ଉଚ୍ଚ ଆଶା ଫଳବତୀ ହେବ । ଠାକୁରଙ୍କ ପାଇ ଖୁସି ହୋଇପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୪ ।
ଗୃହିଣୀ- ଧାର୍ମିକ ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
କର୍ମଜୀବି- ଜଳଯାତ୍ରା ମନା ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ମୀନ
ବାପାଙ୍କ ଉଗ୍ନ ସ୍ୱାସ୍ଥ୍ୟ ପାଇଁ ଚିନ୍ନତିତ ହୋଇପାରନ୍ତି । ଅନୁରୋଧ ରକ୍ଷା କରି ସହ ଯୋହ କରିବେ । କର୍ତ୍ତବ୍ୟନି ହେବେ । ଧର୍ମ-କର୍ମ ସମ୍ପାଦନ କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।