ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ

ଆଗୁଆ ସୂଚନାକୁ ଅବଜ୍ଞା କଲେ ଅଚାନକ ବିପଦରେ ପଡିବାର ସମ୍ଭାବନା ଅଛି । ମନରେ ନୈରାଶ୍ୟ ଭାବ ଜାତ ହୋଇପାରେ । ଉତ୍ତମ ବୁଦ୍ଧି ଓ ଧନ ବାହନଯୁକ୍ତ ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ବୃଷ

ବିଳାସ ବ୍ୟସନରେ ଦ୍ରବ୍ୟ ଲାଭ ହୋଇପାରେ । କଠିନ ସ୍ୱଭାବର ହେବେ । ବୁଦ୍ଧି,ବିଦ୍ୟା ସହିତ ଶ୍ରେ କର୍ମରେ ନିୟୋଜିତ ହେବେ । ଧର୍ମାସକ୍ତ ଓ ମତିମାନ୍ ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ମିଥୁନ

ଚିନ୍ତାମୁକ୍ତ ହେବେ । କର୍ମ ଚଞ୍ଚଳ ରହିବେ । ପ୍ରିୟ ଲୋକଙ୍କ ସାହଚର୍ଯ୍ୟ ମିଳିବ । ଉତ୍ତମ ବୁଦ୍ଧି ସହିତ ବାକ୍ ପଟୁତା ଅର୍ଜନ କରିପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୮ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୁଖଭାରା ଦିନଟି ।

କର୍କଟ

ଆଇନଗତ ସମସ୍ୟାରେ ସନ୍ତୁଷ୍ଟ ହୋଇପାରନ୍ତି । ସତ୍ସଙ୍ଗୀ ହେବେ । ଶ୍ରେ ପଦବୀଧାରି ହୋଇପାରନ୍ତି । ଶତ୍ରୁକୁ ପରାଜିତ କରି କର୍ମକ୍ଷେତ୍ରରେ ଆଗୁସାର ହୋଇପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ସିଂହ

ବନ୍ଧୁଙ୍କ ସହିତ ମନୋ-ମାଳିନ୍ୟ ଉପୁଜି ପାରେ । ଧୈର୍ଯ୍ୟହାନି ଘଟିବାର ସମ୍ଭାବନା ଅଛି । ବିବାଦରେ ଜିତାପଟ୍ ନେଇ ପାରନ୍ତି । ପୁତ୍ର ସହିତ ଅର୍ଥ ଲାଭର ସୂଚନା ମିଳୁଛି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

କନ୍ୟା

ଯାତ୍ରାଦିରେ ଲାଭବାନ୍ ହେବେ । ସୁଖ- ସନ୍ତିଷ ଲାଭ କରିପାରନ୍ତି । ପରଚର୍ଚ୍ଚା କରିପାରନ୍ତି । ଶତ୍ରୁ ଉପରେ ବିଜୟ ହାସଲ କରିବେ । ବିଭାଗୀୟ ସ୍ତରରେ ସମ୍ମାନିତ ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
କର୍ମଜୀବି- ଜଳଯାତ୍ରା ମନା ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ତୁଳା

ଆୟ ବୁଦ୍ଧିର ସୂଚନା ମିଳୁଛି । ବିଭିନ୍ନ ସ୍ତରରେ ଆଦରଣୀୟ ହୋଇପାରନ୍ତି । ଶତ୍ରୁ ଉପରେ ବିଜୟ ହାସଲ କରିବେ । ବିଭିନ୍ନ ସ୍ତରରେ ଆଦରଣୀୟ ହୋଇପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୯ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ବିଛା

ସାମାନ୍ୟ ଘଟଣାକୁ କେନ୍ଦ୍ର କରି ଦ୍ୱନ୍ଦର ସମ୍ମୁଖୀନ ହେବେ । ସାମୟିକ ଭାବେ ଆତ୍ମଗୋପନ କରିପାରନ୍ତି । ଶାସ୍ତ୍ରପଟୁ ହେବେ । ପୁଣ୍ୟ ଦେହୀ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ଧନୁ

ଆୟ ଖୁବ୍ ଭଲ ହେବ । ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡିବ । ବହୁ ସୁଖର ଅଧିକାରୀ ହେବେ । ସାଧୁ ପ୍ରଦତ୍ତ କଲ୍ୟାଣରେ ପୁତ୍ର ଅର୍ଥ, ପୁତ୍ରବାତ୍ ସମ୍ପଦ ଲାଭ କରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମକର

ଉପରକୁ ଜଣା ନ ପଡୁ ଥିଲେ ବି ଭିତରେ ଭ୍ରାତୃ ବିବାଦର ସମ୍ମୁଖୀନ ହୋଇପାରନ୍ତି । କୃଷିକ୍ଷେତ୍ରରେ ପାରଙ୍ଗମ ହେବେ । ଉତ୍ସାହିତ ହୋଇ କାର୍ଯ୍ୟ ସମ୍ପାଦନ କରିପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୭ ।
ଗୃହିଣୀ- ଧାର୍ମିକ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

କୁମ୍ଭ

ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ଆଶାବାଦୀ ହେବେ । କୃଷି କର୍ମରେ ଦକ୍ଷତା ପ୍ରତିପାଦନ କରିପାରନ୍ତି । ବିନୀତ ସ୍ୱଭାବର ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମୀନ

ହଠାତ୍ ଦୁର୍ଘଟଣାର ସମ୍ମୁକୀନ ହୋଇପାରନ୍ତି । ସୁଖ-ସନ୍ତୋଷ ଲାଭ କରିପାରନ୍ତି । ସଙ୍ଗୀତ ପ୍ରିୟ ହେବେ । ଉପଯୁକ୍ତ କର୍ମାନୁରକ୍ତ ହେବେ । ଧନଶାଳୀ ହୋଇପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବ୍ୟବସାୟୀ- ବିଜୟୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

Leave a Reply

Your email address will not be published.