ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର
ମେଷ
ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ଇଚ୍ଚ ଆଶା ଫଳବତୀ ହୋଇପାରେ । ସକଳ ଗୁଣଯୁକ୍ତ,ସୁଖୀ ଓ କାବ୍ୟ ଶାସ୍ତ୍ରାନୁରକ୍ତ ହୋଇପାରନ୍ତି । ବିପଦରେ ବିଜୟୀ ହେବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ବୃଷ
ନବବସ୍ତ୍ର ପରିଧାନ କରି ଖୁସି ହେବେ । ଆପଣଙ୍କ ଅନୁରୋଧ ଶୁଭଦାୟକ ହେବ । ବିଭିନ୍ନ ଦୁଗରୁ ଧନାଗମ ହେବ । ଶାସ୍ତ୍ରାଭ୍ୟାସୀ ହେବେ । କାବ୍ୟ ରଚିତା ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ମିଥୁନ
କାର୍ଯ୍ୟକ୍ରମ ସପକ୍ଷରେ ଥିବାରୁ ସୁଖ ଅନୁରକ୍ତ କରିବେ । କ୍ଷମତାଶୀଳ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ସୌଭାଗ୍ୟ ଉଦୟ ହୋଇଛି । ସୁଖ ମିଳିବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୪ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
କର୍କଟ
ପଥ ହୁଡି ପାରନ୍ତି । ବ୍ୟୟ ବୃଦ୍ଧିର ସୂଚନା ମିଳୁଛି । ଉତ୍ତମ ମିତ୍ରଙ୍କ ସାନ୍ନିଧ୍ୟ ପାଇ ବିଶେଷ ଉପକୃତ ହେବେ । ପୁତ୍ର ଲାଭର ସୂଚନା ମିଳୁଛି । ଧନ ଓ ଯାନ ବାହନ ସୁଖ ଅଛି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ବ୍ୟବସାୟୀ- ବିଜୟୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ସିଂହ
ମନ ଉଦ୍ୱିଘ୍ନ ରହିପାରେ । ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ବ୍ୟୟଧିକ ହୋଇପାରେ । କୀର୍ତ୍ତିମାନ୍ ହେବେ । ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
କନ୍ୟା
ବନ୍ଧୁ ମେଳରେ ଆନନ୍ଦ ଅନୁଭବ କରିପାରନ୍ତି । ପରିଶ୍ରମ ମୂଲ୍ୟ ମିଳିବ । ପ୍ରଭୂତ ବିଦ୍ୟା ପ୍ରାପ୍ତିର ସୂଚନା ମିଳୁଛି । ଯଶସ୍ୱୀ ହେବେ । ବିଳାସ ବ୍ୟସନରେ ସମୟ ଅତିବାହିତ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ତୁଳା
କାର୍ଯ୍ୟରେ ଆଗକୁ ବଢିପାରନ୍ତି । ଜନସେବାରେ ନିଜକୁ ନିୟୋଜିତ କରିବେ । ଅର୍ଥ ପ୍ରାପ୍ତିର ସୁଯୋଗ ସୃଷ୍ଟି ହୋଇଛି । ଜନୈକା ମହିଳାଙ୍କ ସହାୟତା ମିଳିପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବିଛା
କାର୍ଯ୍ୟରେ ଢେର ଉନ୍ନତି ଘଟିବ । ଦୁଃସାହସିକ ପଦକ୍ଷେପ ନେଇ କାର୍ଯ୍ୟ କରିବେ । ଶତ୍ରୁଭାବ ବୃଦ୍ଧି ହେଲେ ବି କିଛି ଅନି ହେବ ନାହିଁ । ଶତ୍ରୁ ବିନାଶ କରି ଧନ ଭୋଗ କରିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ଧନୁ
ସୁମିତ୍ର ଲାଭର ସୁଯୋଗ ସୃଷ୍ଟି ହୋଇଛି । ଜିତେନ୍ଦ୍ରିୟ ହେବେ । ପୁତ୍ର ପୌତ୍ରର ଅଧିକାରୀ ହୋଇପାରନ୍ତି । ପରାକ୍ରମୀ ହୋଇପାରନ୍ତି । ବିଖ୍ୟାତ କିର୍ତ୍ତିମାନ୍ ହୋଇପାରନ୍ତି ।ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୮ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ମକର
ମାନସିକ ସ୍ତରରେ ଉଦ୍ବେଗ ଜାତ ହୋଇପାରେ । କୌଣସି ଏକ ନିଦ୍ଧିଷ୍ଟ କାରଣରୁ କ୍ରୋଧିତ ହୋଇପାରନ୍ତି । ସାମର୍ଥ୍ୟର ପରିଶ୍ରମ କରି ଆଗକୁ ବଢିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ଗୃହିଣୀ- ଧାର୍ମିକ ହେବେ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
କୁମ୍ଭ
ବାଦ-ବିବାଦୀୟ ଘଟଣାରେ ବିଜୟୀ ହେବେ । ଇଚ୍ଛା ନ ଥିଲେ ବି ପର ଚର୍ଚ୍ଚା ଶୁଣିପାରନ୍ତି । କୃଷି ଲାଭ ମିଳିପାରେ । ବିଳାସ-ବ୍ୟସନ କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ମୀନ
ଏକ ନିଦ୍ଧିଷ୍ଟ କାର୍ଯ୍ୟ ପାଇଁ ଆଶାବାଦୀ ହେବେ । ନିଜକୁ କଳହମୁକ୍ତ ରଖି ପାରିଲେ ଲୋକମାନଙ୍କର ବିଶ୍ୱାସ ଭାଜନ ହେବେ । ନିର୍ବାଚନରେ ଜିତାପଟ ନେଇପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- ସହଯୋଗ ମିଳିବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।