ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର
ମେଷ
ପରର ଉପକାର କରି ନିଜେ କ୍ଷତିରେ ପଡିପାରନ୍ତି । ତଥାପି କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିବେ । ମନ ପ୍ରସନ୍ନ ରହିବ । ଧର୍ମ ପରାୟଣ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବୃଷ
କାର୍ଯ୍ୟରେ ଉନ୍ନତି ଘଟିବ । ଶତ୍ରୁକୁ ଦମନ କରି ଆଶ୍ୱସ୍ତ ହେବେ । ଭାଗ୍ୟଶାଳୀ ହେବେ । ପରଦେଶ ବାସୀ, ସହନଶୀଳ, ମିଷ୍ଟଭାଷୀ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- ଜଳଯାତ୍ରା ମନା ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ମିଥୁନ
ଉତ୍ତମ ହିତୈଷୀ ବନ୍ଧୁଙ୍କ ଦର୍ଶନ ମିଳିବ । ଶ୍ରୀଚନ୍ଦ୍ର ଭୋଗ ହେଉ ଥିବାରୁ ଉତ୍ତମ ଭୋଜନ ମିଳିବ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
କର୍କଟ
ଖାଦ୍ୟ ପେୟରେ ତୃପ୍ତିଲାଭ କରିପାରନ୍ତି । ଧନକ୍ଷୟ ହେବାର ସମ୍ଭାବନା ଅଛି । ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ସହଯୋଗ ମିଳିବ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ସିଂହ
ସାଧନାରେ ସିଦ୍ଧିପ୍ରାପ୍ତ ହେବେ । ଆୟ ବୃଦ୍ଧିର ସୂଚନା ମିଳୁଛି । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ସୁଶୀଳ ପତ୍ନୀର ସାହଚର୍ଯ୍ୟା ମିଳିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
କନ୍ୟା
ଗୋଳମାଳ ଲାଗି ରହି ଥିବା କାର୍ଯ୍ୟର ସୁ-ସମାଧାନ କରିପାରନ୍ତି । ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡିବ । କୁଳ ଉଦ୍ଧାରକ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।
ଗୃହିଣୀ- ସୁଖୀ ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ତୁଳା
ଦ୍ୱନ୍ଦ୍ୱରେ ପଡିଲେ ବି କାର୍ଯ୍ୟକୁ ଆଗେଇ ନେଇ ପାରନ୍ତି । ପରୋପକାରୀ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଦିନଟି ଭୋଗ-ବିଳାସରେ ଅତିବାହିତ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।
ବିଛା
ଅପ୍ରିୟ ପରିସ୍ଥିତି ଉପୁଜି ପାରେ । ଶାରିରୀକ ପୀଡା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଖର୍ଚ୍ଚାନ୍ତ ହେବାର ସମ୍ଭାବନା ଅଛି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୮ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କରତ୍କର୍ମା ହେବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ଧନୁ
କାର୍ଯ୍ୟରେ ସଫଳ ରୂପାୟନ କରି ପ୍ରଶଂସିତ ହେବେ । ମନ ପ୍ରସନ୍ନ ରହିବ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବାରେ ବ୍ରତୀ ହୋଇପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୪ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ମକର
ଧର୍ମ କାର୍ଯ୍ୟ ଗ୍ରହଣ କରି କୃତକାର୍ଯ୍ୟ ହୋଇପାରନ୍ତି । ମନରେ ଅହଂଭାବ ଜାଗ୍ରତ ହୋଇପାରେ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ଚକ୍ଷୁ ଯନ୍ତ୍ରଣା ଉପୁଜି ପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୨ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
କୁମ୍ଭ
ଜନୈକା ମହିଳାଙ୍କ ଠାରୁ ପ୍ରେରଣା ମିଳିପାରେ । ନ୍ଖକ୍ସ ସମ୍ମାନକୁ ଜଗି ଚଳିବାକୁ ପଡିବ । ଚଞ୍ଚଳ ପ୍ରକୃତିର ହେବେ । ଆକସ୍ମିକ ଧନ ଲାଭର ସୂଚନା ମିଳୁଛି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୫ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
ଗୃହିଣୀ- ପରକୁ ଆପଣାର କରିବେ ।
ମୀନ
ବନ୍ଧୁ ସହ ଯୋଗ ମିଳିପାରେ । ବାଦ-ବିବାଦର ସମ୍ମ୍ୁଖୀନ ହୋଇପାରନ୍ତି । ଉଦାର ସ୍ୱଭାବର ହେବେ । ଦାନଶୀଳ ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷି କର୍ମକାରୀ ହୋଇପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୭ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ପରକୁ ଆପଣାର କରିବେ ।