ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ

ଆଳସ୍ୟ ପରାୟଣ ହୋଇପାରନ୍ତି । କଳହ ଠାରୁ ନିଜକୁ ଦୂରେଇ ଉଖିବାକୁ ପଡିବ । ଧର୍ମ କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ । କର୍ମ କ୍ଷେତ୍ରରେ ସଫଳତା ମିଳିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ବୃଷ

ଅର୍ଥାଭାବ ଅନୁଭବ କରିପାରନ୍ତି । ଅପରାହ୍ନରୁ ଧନ ଲାଭର ସୂଚନା ମିଳୁଛି । ମୂଲ୍ୟବାନ୍ ଦ୍ରବ୍ୟ ଲାଭ ହୋଇପାରେ । ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ମିଥୁନ

ଶିକ୍ଷାପ୍ରତି ଆଗ୍ରହୀ ହେବେ । କାର୍ଯ୍ୟ ପ୍ରାପ୍ତି ପାଇ ପ୍ରତୀରକ୍ଷାରତ ହୋଇପାରନ୍ତି । ପାରିବାରିକ ସୁଖ ପାଇବେ । କର୍ମକ୍ଷେତ୍ର ଉଜ୍ଜ୍ୱଳମୟ ହେବ । ବିଭିନ୍ନ ଦିଗରୁ ଧନାଗନ ହେବାର ସୂଚନା ମିଳୁଛି ।ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୬ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

କର୍କଟ

ଲାଗି ରହିଥିବା ବିବାଦର ସୁ-ସମାଧାନ ହେବ । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୯ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ସିଂହ

ଆପଣଙ୍କ ପାଇଁ ଏକ ନୂତନ କର୍ମପନ୍ଥା ଖୋଲିବ । ଆୟ ଆଶାନୁରୂପ ହେବ । ଭୋଜନ ସୁଖ ଅନୁଭବ କରିପାରନ୍ତି । ସର୍ବ ସୁଖ ଆଶା କରାଯାଏ । ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କନ୍ୟା

ଆପଣଙ୍କ ବିରୋଧରେ ଚାଲିଥିବା ଷଡଯନ୍ତ୍ରରୁ ଉଧୁରି ଯାଇପାରନ୍ତି । ଧନକ୍ଷୟ ହେବାର ସୂଚନା ମିଳୁଛି । ଖର୍ଚ୍ଚ ପରିମାଣ ବୃଦ୍ଧି ପାଇପାରେ । ମଧୁର ବଚନ କହି ଜନମନ ତୋଷ କରିପାରନ୍ତି ।ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ଗୃହିଣୀ- ପରକୁ ଆପଣାର କରିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ତୁଳା

ଋଣଗ୍ରସ୍ତ ହୋଇ ତାକୁ ବ୍ୟବସାୟରେ ଲଗାଇ ଲାଭବାନ୍ ହେବେ । ପରିଶ୍ରମର ମୂଲ୍ୟ ମିଳିବ । କୁଶଳ ସମାଚାର ପାଇ ଖୁସି ହୋଇପାରନ୍ତି । ଭବିଷ୍ୟତ ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ ।ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବିଛା

ବିଶୃଙ୍ଖଳ ପରିସ୍ଥିତିକୁ ଶୃଙ୍ଖଳିତ କରିବାକୁ ସକ୍ଷମ ହେବେ । ଦାନ- ଧର୍ମରେ ଦୀକ୍ଷିତ ହୋଇପାରନ୍ତି । ଆର୍ଥିକ ସ୍ଥିତିର ଉନ୍ନତି ଘଟିବ । ପାରିବାରିକ ସୁଖ ଶାନ୍ତି ଅବ୍ୟାହତ ରହିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ଧନୁ

ଭୋଜନାଦିରେ ତୃପ୍ତି ଲାଭ କରିପାରନ୍ତି । ଶାରିରୀକ ପୀଡା ଅନୁଭବ କରିବାର ସୂଚନା ମିଳୁଛି । ଘାତଚନ୍ଦ୍ର ଭୋଗ ହେତୁ ପ୍ରତ୍ୟେକ କ୍ଷେତ୍ରରେ ଓ କାର୍ଯ୍ୟରେ ସତର୍କତା ଆବଲମ୍ବନ କରିବେ ।ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମକର

ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ । ବନ୍ଧୁ ସୁଖ ପାଇ ଉତ୍‌ଫୁଲ୍ଲିତ ହୋଇପାରନ୍ତି । ସୁଖାଦ୍ୟ ପାଇ ଆତ୍ମ ତୃପ୍ତି ଲାଭ କରିପାରନ୍ତି । ଉନ୍ନତିି ପଥରେ ଆଗକୁ ବଢିବେ ।ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୩ ।
ଗୃହିଣୀ- ଧାର୍ମିକ ହେବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

କୁମ୍ଭ

ଅତିଥି ସତ୍କାର କରି ପ୍ରଶଂସିତ ହେବେ । ବ୍ୟୟ ବୃଦ୍ଧି ଘଟିପାରେ । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଲାଗି ରହିଥିବା ଚିନ୍ତା ଦୂରୀଭୂତ ହେବ । ମନ ପ୍ରଫୁଲ୍ଲ ରହିବ ।ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମୀନ

ଯାନବାହନ ଜନିତ ସାମାନ୍ୟ କଷ୍ଟ ଅନୁଭବ କରିପାରନ୍ତି । ଗୋଳମାଳିଆ ପରିସ୍ଥିତିରେ ନିରବ ଭାବ ପ୍ରଦର୍ଶନ କରିପାରନ୍ତି । ପଦୋନ୍ନତି ସମୟ ଉପସ୍ଥିତ ।ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
କର୍ମଜୀବି- ଜଳଯାତ୍ରା ମନା ।
ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

Leave a Reply

Your email address will not be published.