ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର
ମେଷ
କୌଣସି ଏକ କାର୍ଯ୍ୟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି । ପ୍ରୀତି ଲାଭ ହେବ । ଭାଗ୍ୟଶାଳୀ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ବୃଷ
ଯାତ୍ରା ଶୁଭ ଦାୟକ ହେବ । ସ୍ୱାଭିମାନୀ ହୋଇପାରନ୍ତି । ଶାରିରୀକ ଦୁର୍ବଳତା ଅନୁଭବ କରିବେ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କରତ୍କର୍ମା ହେବେ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ମିଥୁନ
ସୁସ୍ଥ ଓ ନିରାମୟ ରହିବେ । ପ୍ରୀତିଲାଭ କରିପାରନ୍ତି । ବ୍ୟବସାୟ ଲାଭଜନକ ହେବ । ସମାଜ ସେବାରେ ମନ ବଳାଇବେ । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
କର୍କଟ
ଯୋଜନାରେ ସଫଳତା ମିଳିବା କଷ୍ଟକର ହୋଇପାରେ । ବଦଖର୍ଚ୍ଚୀ ହେବେ । ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ରହିବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୯ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- କରତ୍କର୍ମା ହେବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ସିଂହ
ବନ୍ଧୁ ସହ ଯୋଗ ପାଇ ଖୁସି ହେବେ । ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ । ଚଞ୍ଚଳ ପ୍ରକୃତିର ହେବେ । ଆକସ୍ମିକ ଧନ ଲାଭ ହୋଇପାରେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୩ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
କନ୍ୟା
ଗୋଳମାଳିଆ ପରିସ୍ଥିତିରୁ ଫାଇଦା ଉଠାଇ ପାରନ୍ତି । ଉଦାର ସ୍ୱଭାବର ହେବେ । ଦାନଶୀଳ ଓ ସୁଖୀ ହେବେ । ବ୍ୟକ୍ତିତ୍ୱର ବିକାଶ ଘଟାଇବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ବିଜୟୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ତୁଳା
ସମ୍ମାନିତ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହେବେ । ମଧୁରଭାଷୀ ହୋଇପାରନ୍ତି । ଥଣ୍ଡା କଫରେ ଆକ୍ରାନ୍ତ ହେବାର ସୂଚନା ମିଳୁଛି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ବିଛା
ପୈତୃକ କାର୍ଯ୍ୟରେ ଦ୍ୱନ୍ଦ୍ୱର ସମ୍ମୁଖୀନ ହୋଇପାରନ୍ତି । ଆଶାବାଦୀ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ସହନଶୀଳ ଓ ଶାନ୍ତି ପ୍ରିୟ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ଧନୁ
କାର୍ଯ୍ୟର ଅଗ୍ରଗତି ଘଟିବ । ସୁଖୀ ହେବେ । ମିତ୍ର ସୁଖ ମିଳିପାରେ ।ସମ୍ମାନିତ ହେବାର ସୂଚନା ମିଳୁଛି । ଐଶ୍ୱର୍ଯ୍ୟଯୁକ୍ତ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
ମକର
ଗନ୍ତବ୍ୟ ପଥରେ ବିଘ୍ନ ଉପୁଜିପାରେ । ଧନକ୍ଷୟ ହେବାର ସୂଚନା ମିଳୁଛି । ଚଞ୍ଚଳ ସ୍ୱଭାବର ହେବେ । ମଧୁରଭାଷୀ ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
କର୍ମଜୀବି- ଜଳଯାତ୍ରା ମନା ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
କୁମ୍ଭ
ଆୟ ବୃଦ୍ଧିର ସୂଚନା ମିଳୁଛି । ବନ୍ଧୁ ଓ ବିଭାଗୀୟ ସହାୟତାରୁ ଲାଭବାନ ହେବେ । ସୁସ୍ଥ ଓ ନିରାମୟ ରହିବେ । ଯଶସ୍ୱୀ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ମୀନ
କାର୍ଯ୍ୟରେ ଉତ୍ସାହ ବୃଦ୍ଧି ପାଇବ ଓ ମନ ଫୂର୍ତ୍ତି ରହିବ । କୁଳଦୀପକ ହେବ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହି ପାରନ୍ତି । ଦୟାଳୁ ସ୍ୱଭାବର ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।