ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର
ମେଷ
ପତ୍ନୀଙ୍କ ସହିତ ମନୋମାଳିନ୍ୟ ହେବାର ସୂଚନା ମିଳୁଛି । ସେବାନୁରକ୍ତ ହୋଇପାରନ୍ତି. ଓୁବର୍ଣ୍ଣାଦି ମୂଲ୍ୟବାନ ଧାତୁ ଦ୍ରବ୍ୟ ପ୍ରାପ୍ତି ହୋଇପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ବୃଷ
ବ୍ୟବସାୟରେ ଲାଭବାନ ହେବେ । ସେବା ମନୋଭାବର ହୋଇପାରନ୍ତି । ମନରେ ଅହଂଭାବ ଜାଗ୍ରତ ହୋଇପାରେ । ଧୈର୍ଯ୍ୟବାନ ଓ ଶାନ୍ତ ସ୍ୱଭାବର ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ମିଥୁନ
ନିଜକୁ ନିଜେ ଉଚ୍ଚାସୀନ ବୋଲି ମନେ କରିପାରନ୍ତି । ଚକ୍ଷୁ ଯନ୍ତ୍ରଣା ଭୋଗ କରିପାରନ୍ତି । ଭାଇମାନଙ୍କ ପ୍ରତି ସ୍ନେହଭାବ ଅତୁଟ ରହିବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୩ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
କର୍କଟ
ଶୁଭ ସମାଚାର ପାଇ ଖୁସି ହେବେ । ଲିଖନ ପଠନରେ କୃତ୍ତିତ୍ତ୍ୱ ହାସଲ କରିବେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଭାବେ ଧନ ଲାଭ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ସିଂହ
ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି । ମାତ୍ର ବାକ୍ୟ ଅସଂଯମତା ଯୋଗୁଁ ଅପଦସ୍ତ ହେବାର ସୂଚନା ମିଳୁଛି । ଉଦାର ସ୍ୱଭାବ ଓ ଦାନଶୀଳ ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୭ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
କନ୍ୟା
ମାନସିକ ସ୍ତରରେ ଦୃଢତା ବୃଦ୍ଧି ପାଇବ । ଭିନ୍ନ ଭିନ୍ନ କ୍ଷେତ୍ରରେ ସମ୍ମାନିତ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- ସହଯୋଗ ମିଳିବ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ତୁଳା
ଦୃଢ ମନୋବଳ ନେଇ କାର୍ଯ୍ୟ କରିବେ । ତରବର ନ ହୋଇ ଅପେକ୍ଷାରତ ହେଲେ ସଫଳତା ଅବଶ୍ୟ ମିଳିବ । ସୌଭାଗ୍ୟଶାଳୀ ହୋଇପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବିଛା
ବ୍ୟବସାୟରେ ପ୍ରଭୂତ ଉନ୍ନତି ସାଧନ କରିବେ । ସୁଖ ଶାନ୍ତିରେ ଦିନଟି ଅତିବାହିତ ହୋଇପାରେ । ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ଧନୁ
ପ୍ରତ୍ୟେକ କାର୍ଯ୍ୟ ବୁଝି ବିବାରି କରିବେ । ଚଞ୍ଚଳ ସ୍ୱାଭବର ହୋଇପାରନ୍ତି । ନିରୋଳା ସ୍ଥାନରେ ସମୟ କଟାଇବାକୁ ଇଚ୍ଚାପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ମକର
ଆପଣଙ୍କ ବିରୋଧୀମାନେ ବିରୋଦ୍ଧରୁ ଅପସରି ଯିବେ । ମୂଲ୍ୟବାନ ଦ୍ରବ୍ୟ ଲାଭ ହେବ । ସୁସ୍ଥ ଓ ନିରାମୟ ରହିବେ । ଲୋକ ପ୍ରିୟତା ଅର୍ଜନ କରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କରତ୍କର୍ମା ହେବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
କୁମ୍ଭ
କାର୍ଯ୍ୟ ସଫଳ ରୂପାୟନ କରିବାରେ ସକ୍ଷମ ହେବେ । ମନ ପ୍ରସନ୍ନ ରହିବ । ଦୟାଳୁ ସ୍ୱଭାବର ହେବେ । ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୪ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ମୀନ
ନିର୍ଭୀକ ଭାବେ କାର୍ଯ୍ୟ କରିବେ । ଭାଗ୍ୟଶାଳୀ ହେବେ । ଭୋଗ ବିଳାସରେ ସମୟ ବିତାଇ ପାରନ୍ତି । ଧର୍ମାତ୍ମା, ପ୍ରବାସପ୍ରିୟ,ବିଦ୍ୱାନ,ସାହସୀ ଓ ସମ୍ପତ୍ତିବାନ୍ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।