ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର
ମେଷ
ପରିବାରର ଯଥାର୍ଥ ଦାୟିତ୍ୱବାନ ହୋଇପାରନ୍ତି । ମନରେ ପ୍ରସନ୍ନତାଭାବ ଦେଖା ଦେବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ସ୍ୱଭାବର ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବୃଷ
ସୁଯୋଗର ଉପଯୋଗ କରି କୃତକାର୍ଯ୍ୟ ହେବେ । ଭାଗ୍ୟବାନ ହୋଇପାରନ୍ତି । ଦିନଟି ଭୋଗ ବିଳାସରେ ଅତିବାହିତ ହେବ । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ବ୍ୟବସାୟୀ- ବିଜୟୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ମିଥୁନ
କର୍ମକ୍ଷେତ୍ରରେ ମନ ଦ୍ୱିଧାଗ୍ରସ୍ତ ହୋଇପାରେ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । କୌଣସି କାରଣରୁ ମନରେ ଈର୍ଷାଜାତ ହୋଇପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
କର୍କଟ
ନୂତନ ଯୋଜନା ଫଳବତୀ ହେବ । ସମ୍ବର୍ଦ୍ଧିତ ହୋଇପାରନ୍ତି । ବ୍ୟବସାୟ ଲାଭଜନକ ହେବ । କେବଳ ଜୀବନ ଯାପନ କରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୧ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ସିଂହ
ବଦଖର୍ଚ୍ଚରୁ ବିରତ ହେଲେ ଆର୍ଥିକ ସ୍ଥିତି ଅକ୍ଷୁଣ୍ଣ ରହିବ । ଭାଇମାନଙ୍କ ପ୍ରତି ସ୍ନେହ ଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
କନ୍ୟା
ପ୍ରତ୍ୟେକ କାର୍ଯ୍ୟ ଶୀଘ୍ର ଶେଷ କରିବାକୁ ତତ୍ପର ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୩ ।
ଗୃହିଣୀ- ସୁଖଭାରା ଦିନଟି ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କରତ୍କର୍ମା ହେବେ ।
ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ତୁଳା
ମାନ-ଅଭିମାନ ଉପୁଜି ପାରେ । ଉଦାର ପ୍ରକୃତି ଯୋଗୁଁ ଆଦରଣୀୟ ହେବେ । ଦାନ-ଧର୍ମର ଦୀକ୍ଷା ଗ୍ରହଣ କରିପାରନ୍ତି । ସୁଖୀ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବିଛା
ଅଭାବ,ଅନଟନ ଦୂର ହେବ । ସୁଖ ସନ୍ତୋଷରେ ଦିନଟି ବିତିବ । ମନ ପ୍ରସନ୍ନ ରହିବ । ଆସ୍ତିକ ପ୍ରକୃତିର ହେବେ । କଥାର ସାବଲୀଳତାରେ ପରକୁ ଆପଣାର କରିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
କର୍ମଜୀବି- ଜଳଯାତ୍ରା ମନା ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ଧନୁ
ତରବର ନ ହୋଇ ଅପେକ୍ଷାରତ ହେଲେ ସୁଫଳ ମିଳିବ । ଭାଗ୍ୟଶାଳୀ ହୋଇପାରନ୍ତି । ବିଭିନ୍ନ ଦିଗରୁ ଧନାଗମର ସୂଚନା ମିଳୁଛି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ମକର
ଠିକଣା ସ୍ଥାନରେ ନିଜର ଦାବି ଉପସ୍ଥାପନ କରିବାର ସୁଯୋଗ ଜୁଟିବ । ଐଶ୍ୱର୍ଯ୍ୟଯୁକ୍ତ ହେବେ । ଋଣକ୍ଷେତ୍ରରେ ପାରଙ୍ଗମ ହେବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୩ ।
ଗୃହିଣୀ- ଧାର୍ମିକ ହେବେ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
କର୍ମଜୀବି- କରତ୍କର୍ମା ହେବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
କୁମ୍ଭ
ଚଞ୍ଚଳ ସ୍ୱଭାବର ହେବେ । ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି । ଭାଷା ବିନିମୟ ପ୍ରୀତିଯୁକ୍ତ ହେବେ । ଧାର୍ମିକ ପ୍ରବୃତ୍ତିର ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ମୀନ
ମନପ୍ରସନ୍ନ ରହିବ । କାର୍ଯ୍େୟ ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହୋଇପାରନ୍ତି । ସୁସ୍ଥ ଓ ନିରାମୟ ରହିବେ । ଲୋକପ୍ରିୟତା ଅର୍ଜନ କରିପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୪ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।