ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ

ଅନ୍ୟ ଉପରେ ନିର୍ଭରଶୀଳ ହୋଇପାରନ୍ତି । ଉଚ୍ଚଆଶା ଫଳବତୀ ହୋଇପାରେ । ସୁଖୀ ଓ ଆନନ୍ଦ ଉଲ୍ଲାସରେ ଦିନ ବିତାଇବେ । ପିଲାମାନେ ସକଳ ଗୁଣର ଆଧାର ହେବେ । ବିବାଦରେ ବିଜୟୀ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ

ଠାକୁରଙ୍କ ଦର୍ଶନ ଲାଭ କରି ଶାନ୍ତି ପାଇବେ । ଯେକୌଣସି ସୂତ୍ରରୁ ଧନ ମିଳିବ । ଶାସ୍ତ୍ରାଭ୍ୟାସୀ ଓ ଉପଯୁକ୍ତ ମନ୍ତ୍ରଣାଦାତା ହେବେ । ବିନୀତ ସ୍ୱଭାବର ହୋଇପାରନ୍ତି । ସ୍ତ୍ରୀ ଧନ ହେତୁ ସୁଖ ଭୋଗ କରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ମିଥୁନ

ଘରକୁ ବିଳାସ ଦ୍ରବ୍ୟ ଆଣି ପାରନ୍ତି । ସୁଖୀ ଓ ସମ୍ମାନୀତ ହେବେ । ବିଭିନ୍ନ ସ୍ତରରୁ ସାହାର୍ଯ୍ୟ ପ୍ରାପ୍ତ ହୋଇପାରେ । ଦୀର୍ଘ ଦିନର ଆଶାପୂରଣ ହେବ । ପାରିବାରିକ ସୁଖ ଅବ୍ୟାହତ ରହିବ । ଶୁଭ ରଙ୍ଗ ସବୁଜ । ଶୁଭ ଅଙ୍କ ୭ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୁଖଭାରା ଦିନଟି ।

କର୍କଟ

ପେଟରେ ବ୍ୟଥା ଅନୁଭବ କରିପାରନ୍ତି । କାର୍ଯ୍ୟ କ୍ଷେତ୍ର କଷ୍ଟସାଧ୍ୟ ହୋଇପାରେ । ଆୟ ବୃଦ୍ଧିର ସୂଚନା ମିଳୁଥିବା ବେଳେ ବ୍ୟୟ ବୃଦ୍ଧିକୁ ରୋକି ହେବ ନାହିଁ । ଆକସ୍ମିକ ଭାବେ ଲାଭବାନ୍ ହେବେ । ଶୁଭ ରଙ୍ଗ ଗୋଲଡେନ୍ । ଶୁଭ ଅଙ୍କ ୩ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ସିଂହ

ମାଲିମୋକଦ୍ଦମାରେ ଜିତାପଟ୍ ନେବେ । ପ୍ରାୟ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ । ଚଞ୍ଚଳ ଚେଷ୍ଟିତ ଓ ସାରକାରଙ୍କ କୃପାପାତ୍ର ହେବେ । ସାଧନାରେ ସିଦ୍ଧିପ୍ରାପ୍ତ କରିବେ । ବସ୍ତ୍ର-ଭୂଷଣ ହୋଇପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖ ଅନୁଭବ କରିବେ ।

କନ୍ୟା

ଅର୍ଥାଗମ ଓ ଗୃହ ପରିବେଶ ପ୍ରଦୂଷଣମୁକ୍ତ ହେବ । ଘାତଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ପଡିବ । ବିଭାଗୀୟ ଅର୍ଥ ପାଇବାର ସୂଚନା ମିଳୁଛି । କୀର୍ତ୍ତିମାନ୍ ଓ ବହୁ ଧନର ଅଧିକାରୀ ହେବେ । ଶୁଭ ରଙ୍ଗ ମେଟାଲିକ୍ । ଶୁଭ ଅଙ୍କ ୯ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ତୁଳା

ସତର୍କତା ଆପଣଙ୍କ ପାଇଁ ଉପାଦେୟ ହେବ । ସେବା କ୍ଷେତ୍ରରେ ଅବତୀର୍ଣ୍ଣ ହୋଇପାରନ୍ତି । ପୂଜା ପାଇଁ ତତ୍ପରତା ପ୍ରକାଶ କରିବେ । ଉପୁଜିଥିବା ସମସ୍ୟା ଦୂର ହୋଇପାରେ । ପ୍ରତିଦ୍ୱନ୍ଦ୍ୱିତାରେ ସଫଳ ହେବେ । ଶୁଭ ରଙ୍ଗ କଳା । ଶୁଭ ଅଙ୍କ ୪ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବିଛା

ନୂତନ ନିଯୁକ୍ତିର ସୁଯୋଗ ଅଛି । ସାମାନ୍ୟ ଅସୁସ୍ଥତା ଦେଖା ଦେଇ ପାରେ । ସ୍ୱାଭିମାନି ହେବେ । ଘାତଚନ୍ଦ୍ର ଓ ଅଷ୍ଟମ ଚନ୍ଦ୍ର ଏକତ୍ର ଭୋଗ ହେଉଥିବାରୁ ସତର୍କତାର ସହ ଚଳିବାକୁ ପଡିବ । ଶାସ୍ତ୍ରପଡୁ ହୋଇପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୭ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ଧନୁ

ଆତ୍ମବିଶ୍ୱାସ ବଢାଇ ପାରନ୍ତି । ବନ୍ଧୁ ମିଳନ ଆପଣଙ୍କ ପାଇଁ କଲ୍ୟାଣମୂଳକ ହେବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଆର୍ଥିକସ୍ଥିତିରେ ଉନ୍ନତି ଘଟିବ । କର୍ମକ୍ଷେତ୍ରରେ ସଫଳତା ମିଳିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମକର

ଯେତେ ସାବଧାନ୍ ରହିଲେ ମଧ୍ୟ ଆପଣଙ୍କ ଗୋପନ ତଥ୍ୟ ପ୍ରକାଶ ପାଇ ଯାଇପାରେ । ହର୍ଷ-ଉଲ୍ଲାସ ମଧ୍ୟରେ ସମୟ ବିତାଇପାରନ୍ତି । ସର୍ବତ୍ର ଶୁଭ ଆଶାକରାଯାଏ । ବିନୀତ ସ୍ୱଭାବର ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କୁମ୍ଭ

ଅଧିକ ଦାୟିତ୍ୱ ବହନ କରିପାରନ୍ତି । ଦିନଟି ସମସ୍ୟା ବହୁଳ ହେଲେ ବି ତା’ ଆଶୁ ସମାଧାନ କରିବାରେ ସକ୍ଷମ ଓ ଚଞ୍ଚଳ ପ୍ରକୃତିର ହେବେ । କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସିତ ହେବେ । ଶୁଭ ରଙ୍ଗ ଗାଢ ନୀଳ । ଶୁଭ ଅଙ୍କ ୭ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ମୀନ

ଚିନ୍ତା ଦୂରେଇ ଯିବ । ଚିନ୍ତାଧାରା ଉନ୍ନତମାନର ହେବ । ପିଲାମାନେ ବିଳାସୀ ହୋଇପାରନ୍ତି । କୃଷିକାର୍ଯ୍ୟରେ ମନ ଦେବେ । ଧର୍ମ-ଧାରଣାରେ ଉତ୍ସର୍ଗୀକୃତ ମନୋଭାବ ପ୍ରକାଶ ପାଇବ । ନିନ୍ଦୁକମାନଙ୍କ ମୁଖ ବନ୍ଦ କରିବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୪ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

Leave a Reply

Your email address will not be published. Required fields are marked *