ଆଜି ଜୁଲାଇ ୧୦ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି
ମେଷ
ବନ୍ଧୁ ସହଯୋଗ ମିଳିବାର ସୁଯୋଗ ଅଛି । କାର୍ଯ୍ୟରେ ସଫଳତା ମିଳିବ । ମୂଲ୍ୟବନ୍ ପଦାର୍ଥ ଲାଭ ହୋଇପାରେ । ଶ୍ରେ ସମ୍ମାନ ମିଳିପାରେ । ଗର୍ବଭାବ ମନକୁ ଛୁଇଁବ । ସ୍ତ୍ରୀ ଓ ପୁତ୍ର ପାଇଁ ଚିନ୍ତିତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ବୃଷ
ଶତ୍ରୁ ଯେତେ ବଳବାନ୍ ହେଲେ ବି, ଆପଣଙ୍କ ନିକଟରେ ହାର ମାନିବ । ଧର୍ମପ୍ରିୟ ଓ ଚଞ୍ଚଳମନା ହେବେ । ରାଜତୁଲ୍ୟ ସମ୍ମାନର ଅଧିକାରୀ ହୋଇପାରନ୍ତି । ଉତ୍ସାହର ସହ କାର୍ଯ୍ୟ ସଂପାଦନ କରିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ମିଥୁନ
ଉନ୍ନତମୂଳକ କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ । ଆପଣଙ୍କ ସଦ୍-ଗୁଣର ବିକାଶ ଘଟିବ । ବ୍ୟବସାୟ ଲାଭଜନକ ହେବ । କନ୍ୟା,ପୁତ୍ର, ପୌତ୍ର ଆଦି ଲାଭ କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।
ଚାଷୀ- ଶାରୀରିକ କ୍ଳାନ୍ତି ଆସିପାରେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
କର୍କଟ
ଶୁଭାଶୁଭ ମିଶ୍ରିତ ଫଳ ମିଳିପାରେ । ସତ୍-ପଥଗାମୀ ହେବେ । ଜନସାଧାରଣଙ୍କ ପ୍ରିୟଭାଜନ ହୋଇପାରନ୍ତି । ନୃତ୍ୟ-ସଙ୍ଗୀତପ୍ରିୟ ହେବେ । କୃଷି କାର୍ଯ୍ୟ ଉପରେ ଧ୍ୟାନ ଦେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୫ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ- ଆର୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ସିଂହ
ସକଳ ଗୁଣର ଆଧାର ହୋଇପାରନ୍ତି । କାବ୍ୟ ଶାସ୍ତ୍ରାନୁରକ୍ତ ହେବେ । ସୁଖ ମିଳିବ । ସତ୍ୟର ପୂଜାରୀ ହେବେ । ଜ୍ଞାନୀମାନଙ୍କ ମଧ୍ୟରେ ଅଗ୍ରଗଣ୍ୟ ହେବେ । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ପରକୁ ଆପଣାର କରିବେ ।
କନ୍ୟା
ଆଶାବାଦୀ ହୋଇପାରନ୍ତି । ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ମନ ପ୍ରଫୁଲ୍ଲ ରହିବ । ପାରିବାରିକ ସୁଖ ମିଳିବ । ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ବିଜୟୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଚାଷୀ- ସାଙ୍ଗରେ ପାଣି ନେଇ ବାହାରନ୍ତୁ ।
ତୁଳା
ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ମିଷ୍ଟାନ୍ନ ଭୋଜନ ମିଳିପାରେ । ରୋଜଗାରର ମାତ୍ରା ବୃଦ୍ଧି ପାଇବ । ଧନବାନ୍ ହେବେ । ଗୁଣଜ୍ଞ ହୋଇପାରନ୍ତି । ବୁଦ୍ଧି ବଳରେ କାର୍ଯ୍ୟ ହାସଲ କରିପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବିଛା
ମନରେ ପ୍ରସନ୍ନତା ଦେଖା ଦେବ । ବିଦ୍ୟାର ଅଧିକାରୀ ଓ ଯଶସ୍ୱୀ ହେବେ । ବିଳାସ-ବ୍ୟସନରେ ଖର୍ଚ୍ଚାନ୍ତ ହେବେ । ନିର୍ଭୀକ ଭାବେ କାର୍ଯ୍ୟ ସଂପାଦନ କରିବେ । କାର୍ଯ୍ୟ ପସନ୍ଦଯୋଗ୍ୟ ହେବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୧ ।
ଗୃହିଣୀ- ସୁଖଭାରା ଦିନଟି ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କାର୍ଯ୍ୟରେ ଶିଥିଳତା ଆସିବ ।
ଛାତ୍ରଛାତ୍ରୀ- ବନ୍ଧୁଙ୍କୁ ଆପଣାର କରିବେ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ଧନୁ
ଆୟ ବୃଦ୍ଧିର ସୂଚନା ମିଳୁଛି । ମନ ପ୍ରସନ୍ନ ରହିବ । କର୍ମକ୍ଷେତ୍ରରେ ଢେର ଉନ୍ନତି ଘଟିବ । ନାନାବିଧ ସମ୍ମାନର ଅଧିକାରୀ ହେବେ । ଯାନବାହନ ସୁଖ ମିଳିପାରେ । ଆନନ୍ଦ ଉପଭୋଗ କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ମକର
କର୍ମକ୍ଷେତ୍ର ଉଜ୍ଜ୍ୱଳମୟ କରିପାରନ୍ତି । ସେବା ମନୋଭାବ ଉଦ୍ରେକ ହୋଇପାରେ । ଆର୍ଥିକ ଅଭିବୃଦ୍ଧିର ସୂଚନା ମିଳୁଛି । ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
କର୍ମଜୀବି- ଜଳଯାତ୍ରା ମନା ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
କୁମ୍ଭ
ପ୍ରତ୍ୟେକ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରିପାରନ୍ତି । ଯାନବାହନ ସୁଖ ମିଳିପାରେ । ବନ୍ଧୁ ପ୍ରାପ୍ତିର ସୂଚନା ମିଳୁଛି । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ସର୍ବାଙ୍ଗୀଣ ଉନ୍ନତି ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।
ମୀନ
ସାବଧାନତାର ସହ ଭ୍ରମଣ କରିବାକୁ ପଡିବ । ଦ୍ୱିଜାନୁରକ୍ତ ହୋଇପାରନ୍ତି । ପତ୍ନୀଙ୍କ ଉପରେ ନିର୍ଭରଶୀଳ ହେବେ । କର୍ମକ୍ଷେତ୍ର ଉତ୍ସାହଜନକ ହେବ । ଅଷ୍ଟମଚନ୍ଦ୍ର ଭୋଗ ହେଉଥିବାରୁ ସତର୍କତାର ସହ ଚଳିବାକୁ ପଡିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।