ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ

ଆଜି ଦିନରେ ଧନ, ମାନ ଓ ସମ୍ମାନ ପାଇବେ । ବନ୍ଧୁ ସହଯୋଗ, ପାରିବାରିକ ସ୍ନେହ, ଗୁରୁଜନ ବର୍ଗରୁ ଆଶୀର୍ବାଦ ଲାଭ କରିବେ । ସୌଖୀନ ଦ୍ରବ୍ୟର ଉପଭୋକ୍ତା ହେବେ । ମନୋବଳ ଦୃଢ ରହିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ବୃଷ

ପୁରାତନ ରୋଗପୀଡା ହେତୁ ଅସୁସ୍ଥ ରହିବେ । ସାଙ୍ଗଠନିକ କାର୍ଯ୍ୟରେ ଅଗ୍ରଗତି ସୂଚିତ ଓ ବୈଷୟିକ କ୍ଷେତ୍ରର ସ୍ଥିତି ନୈରାଶ୍ୟଜନକ ହେବ । ବହୁ ବର୍ଗରୁ ସହ-ଯୋଗ ପାଇବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୨ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ମିଥୁନ

ପୁରସ୍କାର ବିରୋଧ ଚିନ୍ତାଧାରା ପ୍ରାୟତଃ ଲାଗି ରହିବ । ଦୂର ଯାତ୍ରା ଗ୍ରହଣୀୟ ନୁହେଁ । ଚନ୍ଦ୍ରଙ୍କର ଅଷ୍ଟମ ସ୍ଥିତି କର୍ମ କ୍ଷେତ୍ରରେ ପ୍ରତିକୂଳ ପ୍ରଭାବକ ହେବ । ସତସଙ୍ଗ ମାନସିକ ଶାନ୍ତି ପ୍ରଦାନ କରିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

କର୍କଟ

ସାତ୍ତ୍ୱିକ ଭାବନା ଓ ପରିବେଶ ମଧ୍ୟରେ ଦିନଟି ଅତିବାହିତ କରିବେ । ପ୍ରିୟ ପରିଜନମାନେ ସହ-ଯୋଗୀ ହେବେ । ଦେହ ପୂର୍ବାପେକ୍ଷା ସୁସ୍ଥ ରହିବ । ଆର୍ଥିକ ଅନାଟନ ପ୍ରାୟତଃ ଲାଗି ରହିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ସିଂହ

ଘାତଚନ୍ଦ୍ର ଭୋଗ ହେବ ସାରାଦିନ । ଦୂର ଯାତ୍ରା ଶୁଭ ଦାୟକ ହେବ ନାହିଁ । ଦେହ ଅସୁସ୍ଥ ରହିବ । ପରିବାରରେ ନିଜସ୍ୱ ମତ ରଖିବା କଷ୍ଟକର ହୋଇପାରେ । ସନ୍ତାନ ବର୍ଗରୁ ସୁଖ ସନ୍ତୋଷ ମିଳିବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୯ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

କନ୍ୟା

ଉଦଯୋଗ ସିଦ୍ଧି ଘଟିବ । କର୍ମ କ୍ଷେତ୍ରରେ ଆତ୍ମସମୀକ୍ଷା କରିବେ । ଉଦରପୀଡା କିମ୍ବା ରକ୍ତପ୍ରଦୂଷଣ ସମସ୍ୟା ଆସିପାରେ । ଧର୍ମନି ହେବେ । ପ୍ରାକୃତିକ ପରିବେଶରେ ସୁଖଭ୍ରମଣର ସୁଯୋଗ ପାଇବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୭ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ତୁଳା 

ବୌଦ୍ଧିକ କାର୍ଯ୍ୟରେ ପ୍ରଶଂସା ପାଇବେ । ନକରାତ୍ମକ ଚିନ୍ତାରୁ ମୁକ୍ତି ମିଳିବ । କର୍ମକ୍ଷେତ୍ରରେ ମନଯୋଗୀ ହେବେ । ସାଧାରଣ ସ୍ୱାସ୍ଥ୍ୟ ସମସ୍ୟା ପ୍ରାୟତଃ ଲାଗି ରହିବ । ଗୁରୁଦେବତା ବ୍ରାହ୍ମଣ ଭକ୍ତି ରହିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।
ଗୃହିଣୀ- ସୁଖଭାରା ଦିନଟି ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ବିଛା

ଅଯଥା ଚିନ୍ତାରେ ମାନସିକ ଶାନ୍ତି ନଷ୍ଟ କରିପାରନ୍ତି । କର୍ମ କ୍ଷେତ୍ରରେ ସ୍ଥିତି ଯଥାପୂର୍ବ ରହିବ । ଲୋକ କଲ୍ୟାଣ କାର୍ଯ୍ୟରେ ଉତ୍ସାହୀ ହେବେ । ବ୍ୟବହାର କୁଶଳତା ପ୍ରଦର୍ଶନରେ କାର୍ଯ୍ୟ ସାଧନ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ଧନୁ

ବନ୍ଧୁ ପରିଜନ ବର୍ଗରୁ ସହ ଯୋଗ ଓ ସଦିଚ୍ଛା ପାଇବେ । ଅର୍ଥାଗମ ହେବ ଏବଂ ସେ ସବୁର ସଦ୍ ବିନିଯୋଗ ମଧ୍ୟ କରିବେ । ଆହାର ବିଶ୍ରାମରେ ନିୟମିତ ହେବେ । ଆଧ୍ୟାତ୍ମିକ ଚିନ୍ତା ଓ ଚେତନାର ବିକାଶ ଘଟିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ମକର

ବିକ୍ଷିପ୍ତ ଚିନ୍ତା ମନକୁ ଭାରାକ୍ରାନ୍ତ କରିପାରେ । ନିମ୍ନ ଅଙ୍ଗରେ ପୀଡା ଭୋଗ ହେବ । ଶ୍ରୀଚନ୍ଦ୍ର ଭୋଗ ହେତୁ ଶୁଭଫଳ କେତେକାଂଶରେ ପାଇବେ । ଗୃହୋପକରଣ କ୍ରୟ ଆଧ୍ୟାତ୍ମିକ ଚିନ୍ତା ଓ ଦୂର ଯାତ୍ରା ଶୁଭ ହେବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କୁମ୍ଭ

କର୍ମ କ୍ଷେତ୍ରରେ କର୍ତ୍ତବ୍ୟ ନି ଓ ସମୟାନୁବର୍ତ୍ତୀ ହେବେ । ପରିଚାଳନାଗତ ଦକ୍ଷତା ବଢିବ । କେତେକ କ୍ଷେତ୍ରରେ ଆବଶ୍ୟକତା ଠାରୁ ଅଧିକ ବ୍ୟୟ ହୋଇପାରେ । ପରିବାରରେ ପରସ୍ପର ମଧ୍ୟରେ ବୁଝାମଣା ରହିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।
ଗୃହିଣୀ- ସୁଖଭାରା ଦିନଟି ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ମୀନ

ଦିନଟି ପ୍ରାୟ ସବୁ ଦିଗରୁ ଶୁଭଫଳ ଦାୟକ ହେବ । ଶ୍ରଦ୍ଧା ଓ ପ୍ରତି । ଲାଭର ସୂଚନା ଓ ଅଭାବ ଅନଟନ ଦୂର ହେବ । ଯାନବାହନ କ୍ରୟ ବିକ୍ରୟରେ ଲାଭ ପାଇବେ । ସ୍ୱାସ୍ଥ୍ୟବସ୍ଥା ଠିକ୍ ରହିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

Leave a Reply

Your email address will not be published. Required fields are marked *