ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ

ଦିନଟି ବହୁତ ଭଲ ଓ ସମ୍ବନ୍ଧରେ ମିଷ୍ଟତା ବଜାୟ ରହିବ । କ୍ୟାରିୟରରେ ପରିବର୍ତ୍ତନ ଆଣିବାର ସଫଳ ରହିବେ । ଆର୍ଥିକ ସ୍ଥିତିରେ ଉନ୍ନତି ହେବ । ଛାତ୍ରଙ୍କୁ କମ୍ ପରିଶ୍ରମରେ ଯଥେଷ୍ଟ ସଫଳତା ମିଳିବ । ଶୁଭ ରଙ୍ଗ ଆକାଶୀ ଧଳା । ଶୁଭ ଅଙ୍କ ୭ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ବୃଷ

ଆପଣଙ୍କୁ ଭାଗ୍ୟର ପୂରାପୂରି ସାଥ ମିଳିବ । ଅଫିସରେ ଆପଣଙ୍କର ଆତ୍ମବିଶ୍ୱାସ ଦେଖି କର୍ତ୍ତୃପକ୍ଷ ପ୍ରସନ୍ନ ହେବେ । କାରବାରରେ ଅଚାନକ ଲାଭ ହୋଇପାରେ । ପୁରୁଣା ବନ୍ଧୁଙ୍କ ସହିତ ମିଶିବା ସୁଯୋଗ ମିଳିବ । ଶୁଭ ରଙ୍ଗ ଫିକା ହଳଦୀଆ । ଶୁଭ ଅଙ୍କ ୨ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ମିଥୁନ

ଆପଣଙ୍କର ନୂଆ କାର୍ଯ୍ୟରେ ରୁଚି ବଡିବ । ପରିବାରରେ ସୁଖ ଶାନ୍ତିର ମହୋଲ ବଜାୟ ରହିବ । ସାମାଜିକ କାର୍ଯ୍ୟ ଲାଗି ଆପଣଙ୍କୁ ସମ୍ମାନିତ କରାଯାଇପାରେ । ବ୍ୟବସାୟିଙ୍କୁ ବଢିଆ ସୁଯୋଗ ମିଳିବ । କୌଣସି ନିର୍ମାଣ କାର୍ଯ୍ୟ ଲାଗି ଯୋଜନା କରିବେ । ଶୁଭ ରଙ୍ଗ ଲାଲ । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କର୍କଟ

କାର୍ଯ୍ୟ କ୍ଷେତ୍ରରେ ସ୍ଥିତି ଅନୁକୂଳ ରହିବ । ରାଜନୀତିରେ ସାକ୍ଷାତ୍ ଆଲୋଚନା ଭଲ ରହିବ । କଂପାନିରେ ଚାକିରି କରୁଥିବା ବ୍ୟକ୍ତି ବିଶେଷଙ୍କର ଦରମା ବୃଦ୍ଧି ହୋଇପାରେ । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୩ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ସିଂହ

ଦେବୀ ମନ୍ଦିରରେ ପୂଜାର୍ଚ୍ଚନା କରନ୍ତୁ, ମନର ବିଶ୍ୱାସ ବୃଦ୍ଧି ହେବ । ବଡ ସୁଯୋଗ ମିଳିବା ଯୋଗୁଁ ଧନ ଲାଭ ହେବ । ଅଫିସ କାମ ସମୟ ପୂର୍ବରୁ ପୂରା ହୋଇଯିବ । ମହିଳାମାନଙ୍କର ରାନ୍ଧଣା ଖୁବ୍ ସ୍ୱାଦିଷ୍ଟ ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଧାର୍ମିକ ହେବେ ।

କନ୍ୟା

ଆପଣଙ୍କର କୌଣସି ମିତ୍ର ସାହାର୍ଯ୍ୟକାରୀ ସାବ୍ୟସ୍ତ ହେବେ । ସାମାଜିକ ସ୍ତରରେ ଆପଣଙ୍କର ଲୋକ ପ୍ରିୟତା ବୃଦ୍ଧି ହେବ । ଚାକିରି ବୃତ୍ତିରେ ଲାଭ ପାଇବେ । ପ୍ରତିଯୋଗୀ ପରୀକ୍ଷା ସମ୍ବନ୍ଧରେ ଭଲ ଖବର ପାଇବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ଜଳଯାତ୍ରା ମନା ।
ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ତୁଳା

ଆପଣଙ୍କ ଲାଗି ବଢିଆ ଦିନଟିଏ । ଆପଣଙ୍କର ଉର୍ଜାକୁ ଭଲ କାମରେ ଲଗାଇବେ । ପରିଧାନ ବ୍ୟବସାୟୀ ବ୍ୟବସାୟର ବିସ୍ତାର କରିବେ । ଶିକ୍ଷକଙ୍କ ଠାରୁ ଲେଖାପଢାରେ ସଂପୂର୍ଣ୍ଣ ସହଯୋଗ ମିଳିବ । ଶୁଭ ରଙ୍ଗ ଗାଢ ଲାଲ । ଶୁଭ ଅଙ୍କ ୯ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ବିଛା

ଆପଣଙ୍କ ଜୀବନ ଲାଗି ସଫଳତାର ଦିନଟିଏ । ନିଜର ସମ୍ବନ୍ଧକୁ ମଜଭୁତ କରିବା ଲାଗି ଚେଷ୍ଟା କରିବେ । ଅଫିସରେ ଆପଣଙ୍କ କାମର ପ୍ରଶଂସାର ହେବ । ବ୍ୟବସାୟରେ ଯଥେଷ୍ଟ ଲାଭ ହେବ । ଶୁଭ ରଙ୍ଗ ବାଦାମୀ । ଶୁଭ ଅଙ୍କ ୭ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ଧନୁ

ଦିନଟି ସକାରାତ୍ମକ ଭରା ରହିବ । ଆପଣଙ୍କୁ କୌଣସି ବଡ ସଫଳତା ମିଳିବ । ଅଫିସ କାମରେ ସହର ବାହାରକୁ ଯାଇପାରନ୍ତି । ପରିବାରରେ ସୁଖ ଶାନ୍ତି ବୃଦ୍ଧି ଓ ରାଜନୀତିରେ ମହତ୍ୱାକାଂକ୍ଷା ପୂରା ହେବ । ଶୁଭ ରଙ୍ଗ ସବୁଜ । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମକର

ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ । ଏଭଳି ଲୋକଙ୍କ ସହିତ ଆପଣଙ୍କର ସାକ୍ଷାତ୍ ଆଲୋଚନା ହେବ, ଯାହାକି ଭବିଷ୍ୟତରେ ଲାଭଦାୟକ ସାବ୍ୟସ୍ତ ହେବେ । ବେପାର ବାଣିଜ୍ୟରେ ଲାଭ ପାଇବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

କୁମ୍ଭ

ଦିନଟି ମିଶ୍ରିତ ପ୍ରତିକ୍ରିୟା ରହିବ । ବଡ ନିବେଶରେ ଅନୁଭବୀ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ ବଢିଆ ରହିବ । ସ୍ୱାସ୍ଥ୍ୟରେ ସମସ୍ୟା ଉତ୍ପନ୍ନ ହୋଇପାରେ । ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖଭାରା ଦିନଟି ।

ମୀନ

କର୍ମକ୍ଷେତ୍ରରୁ ଫେରିବା ବେଳକୁ ଘରର ଅଶାନ୍ତ ପରିବେଶ କେତେକାଂଶରେ ଶାନ୍ତ ପଡି ଯାଇପାରେ । ବାଟରେ ବନ୍ଧୁଙ୍କୁ ଭେଟି ଆଗାମୀ କାଲିର ଯୋଜନା ପ୍ରସ୍ତୁତ କରି ପାରନ୍ତି । ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ଶୁଭ ରଙ୍ଗ କ୍ରିମ୍ । ଶୁଭ ଅଙ୍କ ୫ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ଥଣ୍ଡା କାଷ ହୋଇପାରେ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

Leave a Reply

Your email address will not be published. Required fields are marked *