ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ

କର୍ମକ୍ଷେତ୍ରରେ ସଫଳତା ପାଇବେ । ବାଣିଜ୍ୟ, ବ୍ୟବସାୟ,ଆର୍ଥିକ କ୍ଷେତ୍ରରେ ଉନ୍ନତି । ଉଜ୍ଜ୍ୱଳ ଭବିଷ୍ୟତର ପରିକଳ୍ପନା, ପାରିବାରିକ କ୍ଷେତ୍ରରେ ଉନ୍ନତି ହେବ । ମହିଳାମାନେ ଘର କାମରେ ସଫଳତା ପାଇବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ

ନୂତନ କର୍ମ ସଂସ୍ଥାନ ସ୍ଥିର ଏବଂ ବାଣିଜ୍ୟ କ୍ଷେତ୍ରରେ ଉନ୍ନତି ହେବ । ପ୍ରଶାସନିକ କ୍ଷେତ୍ରରେ ସଫଳତା ପାଇବେ । ନୂତନ କାର୍ଯ୍ୟରେ ଅଗ୍ରଗତି କରିବେ । ବହୁ ଦିନରୁ ଚାଲିଥିବା ଯୋଜନା କାର୍ଯ୍ୟକାରୀ ହୋଇଯିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ବ୍ୟବସାୟୀ- ବିଜୟୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ମିଥୁନ

ଉଚ୍ଚ ଭାବନା ଜାଗ୍ରତ ଓ ବାଣିଜ୍ୟ ବ୍ୟବସାୟରେ ଉନ୍ନତି ହେବ । ସତ୍ୟପଥରେ ଯାତ୍ରା କରିବେ । ପାରିବାରିକ ସମ୍ପର୍କରେ କଟୁତା ଆସିପାରେ ସେଥିପାଇଁ କ୍ରୋଧ କରିବେ ନାହିଁ । ମହିଳାମାନେ ଘର କାମରେ ସଫଳତା ପାଇବେ । ଶୁଭ ରଙ୍ଗ ଲାଲ । ଶୁଭ ଅଙ୍କ ୭ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖଭାରା ଦିନଟି ।

କର୍କଟ

ଉଚିତ ମାର୍ଗ ଅନୁସନ୍ଧାନ କରିବେ । ବାଣିଜ୍ୟ କ୍ଷେତ୍ରରେ ସଫଳତା ଓ ପାରିବାରିକ କ୍ଷେତ୍ରରେ ସଫଳତା ପାଇବେ । ଛାତ୍ରଛାତ୍ରୀମାନେ ଜ୍ଞାନ, ଗବେଷଣା ଦିଗରେ ଅଗ୍ରଗତି ପାଇଁ ଚେଷ୍ଟାରତ ରହିବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ସିଂହ

ନୂତନ ଦିଗରୁ ଧନଲାଭ ହେବ । ବାଣିଜ୍ୟ,ବ୍ୟବସାୟରେ ଉନ୍ନତି ଲାଗି ବହୁତ ଚେଷ୍ଟା କରିବେ । ନୂତନ ଅନୁ ।ନରେ ଯୋଗ ଦେବେ । ବନ୍ଧୁମାନଙ୍କର ହିତ ଲାଗି କାମ କରିବେ । ମହିଳାମାନେ ଶୁଭ ଖବର ପାଇବେ । ଶୁଭ ରଙ୍ଗ ବାଦାମୀ । ଶୁଭ ଅଙ୍କ ୩ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

କନ୍ୟା

ଉଜ୍ଜଳ ଭବିଷ୍ୟତ କଳ୍ପନା କରିବେ । ବ୍ୟବସାୟରେ ଉନ୍ନତି ଓ ଜ୍ଞାନ ଗବେଷଣା କ୍ଷେତ୍ରରେ ଉନ୍ନତି ହେବ । ଆର୍ôଥକ କ୍ଷେତ୍ରରେ ଉନ୍ନତି ହୋଇପାରେ । ଆଇନ ଅଦାଲତରେ ସଫଳତା ପାଇବେ । ଶତ୍ରୁମାନେ ଦୁର୍ବଳ ହେବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୮ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ବିଜୟୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ତୁଳା

ଦୂରସ୍ଥାନ ଭ୍ରମଣ ଓ ବାଣିଜ୍ୟ କ୍ଷେତ୍ରରେ ଉନ୍ନତି ହେବ । ନୂତନ ଦାୟୀତ୍ୱ ଗ୍ରହଣ କରିବେ । ପ୍ରଶାସନ, ଶିକ୍ଷା, ଶିଳ୍ପ, ପରିବହନ, ପ୍ରକାଶନ କ୍ଷେତ୍ରରେ ସଫଳତା ପାଇବେ । ନୂତନ ଯାଗାବାଡି କିଣିବାକୁ ଚାହିଁବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୫ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ବିଛା

କର୍ମକ୍ଷେତ୍ରରେ କେତେକ ସମସ୍ୟା ସୃଷ୍ଟି ହେବ । ବାଣିଜ୍ୟରେ ଉନ୍ନତି ସହ ନିଜର ଲୋକ ବିରୁଦ୍ଧାଚରଣ କରିବେ । ଆର୍ଥିକ ସ୍ଥିତି ସୁଧୁରିବ । ପୂର୍ବରୁ ଥିବା ଭୂମି ବିବାଦ ତେଜି ଉଠିବ । ପଡୋଶୀ ସମ୍ପର୍କ ମଧୁର ହୋଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ଧନୁ

କର୍ମ କ୍ଷେତ୍ରରେ ସଫଳତା ଓ ବାଣିଜ୍ୟରେ ପ୍ରତି ବନ୍ଧକ ସତ୍ତ୍ୱେ ଆପଣଙ୍କର ଉନ୍ନତି ହେବ । କପା ବ୍ୟବସାୟରେ ଉନ୍ନତି କରିବେ । ନିଜର କର୍ମ ବଳରେ ବନ୍ଧୁମାନଙ୍କ ଦ୍ୱାରା ପ୍ରଶଂସିତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ମକର

ବଡଧରଣର କାର୍ଯ୍ୟରେ ବିଜୟୀ ହେବେ । ନିଜର କୃତିତ୍ୱ ବଳରେ କର୍ମ କ୍ଷେତ୍ରରେ ସଫଳତା ପାଇବେ । ପ୍ରଶାସନିକ କ୍ଷେତ୍ରରେ ଉନ୍ନତି ଓ ଆର୍ଥିକ ସ୍ଥିତି ବଳବାନ ହେବ । ମହିଳାମାନେ ଘରକାମରେ ସଫଳତା ପାଇବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ଗୃହିଣୀ- ସୁଖୀ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ

କୁମ୍ଭ

ନିଜର କୃତିତ୍ୱ, କର୍ମନି । ଓ ଚେଷ୍ଟା ବଳରେ ସମସ୍ୟାର ସମାଧାନ କରିବେ । ପାରିବାରିକ ସମ୍ପର୍କ ମଧୁର ହେବ । ନୂତନ ଦାୟୀତ୍ୱ ଗ୍ରହଣ କରିବେ । ପାରିବାରିକ ସମ୍ପର୍କ ମଧୁର ହେବ । ଆର୍ଥିକ ସ୍ଥିତି ବଳବାନ ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମୀନ

ନୂତନ ଦାୟୀତ୍ୱ ଗ୍ରହଣ କରିବେ । ବାଣିଜ୍ୟ କ୍ଷେତ୍ରରେ ଉନ୍ନତି ହେବ । ସାହିତ୍ୟ,କଳା, ସଂସ୍କୃତି କ୍ଷେତ୍ରରେ ଉନ୍ନତି ହେବ । ନୂତନ ଯାଗାବାଡି ମିଳିବ । ଜନମଙ୍ଗଳ କାର୍ଯ୍ୟରେ ମନ ଦେବେ । ଶୁଭ ରଙ୍ଗ ଗୋଲାପି । ଶୁଭ ଅଙ୍କ ୬ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

Leave a Reply

Your email address will not be published. Required fields are marked *