ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର
ମେଷ
ମାନସିକ ସ୍ତରରେ ଶାନ୍ତି ସନ୍ତୋଷ ପାଇବେ । ଯାନବାହନ ସୁଖ ଲାଭ, ପରିଜନରେ ଆଦୃତି, ସମସ୍ୟା ସମାଧାନ , ଗୁରୁଦେବତା ବ୍ରାହ୍ମଣ ଭକ୍ତି ଓ ପାରସ୍ପରିକ ଉତ୍ତମ ସହ ଯୋଗ ମିଳିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୨ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ବୃଷ
ଯାନବାହନର ଅପବ୍ୟୟ ହେବ । ଦୁଃଶ୍ଚିନ୍ତା ବୃଦ୍ଧି । ଆଇନ ଅଦାଲତରୁ ଆସ୍ଥା କମିବ । ଚକ୍ଷୁପୀଡା କିମ୍ବା ଗଣ୍ଠିବ୍ୟଥାର ଆଶଙ୍କା ଅଛି । ଭୂମି ସଂକ୍ରାନ୍ତୀୟ ଅସୁବିଧା ସହଜ ସମାଧାନ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ବିଜୟୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ମିଥୁନ
କେତେକ କାର୍ଯ୍ୟ ଅସଂପୂର୍ଣ୍ଣ ରହିଯାଇପାରେ । ଭୋଗ ବିଳାସର ସାଧନ ମିଳିବ । ଆର୍ଥିକ ସ୍ଥିତି ଉନ୍ନତ ରହିବ । ସାଧାରଣ ସ୍ୱାସ୍ଥ୍ୟ ସମସ୍ୟା ପରିବାରରେ ଆସିବ । ପିତାମାତା ଗୁରୁଜନ ବର୍ଗରୁ ଆର୍ଶୀବାଦ, ବନ୍ଧୁ ସହ ଯୋଗ ପାଇବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
କର୍କଟ
ଘାତଚନ୍ଦ୍ର ଭୋଗ ହେବ ସାରାଦିନ । ଲକ୍ଷ୍ୟସ୍ଥଳରେ ପହଁଞ୍ôଚବାରେ ବିଳମ୍ବ ହେବ । ଦେହ ଅସୁସ୍ଥ ଓ ମନରେ ଅଶାନ୍ତି ଆସିପାରେ । ଗୃହ ପରିବେଶରେ ଶୁଭ କାର୍ଯ୍ୟ ଆରମ୍ଭ କରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ସିଂହ
ଶ୍ରୀ ଚନ୍ଦ୍ର ଭୋଗ ହେଉଛି । ପ୍ରତ୍ୟେକ କାର୍ଯ୍ୟରେ ମାନସିକ ସ୍ଥିରତା ରଖିବାର ଆବଶ୍ୟକତା ଅଛି । ନିର୍ମାଣମୂଳକ କାର୍ଯ୍ୟରେ ବ୍ୟୟ କରିବେ । ସ୍ୱାସ୍ଥ୍ୟ ଭଲ ରହିବ । ସତ ପରାମର୍ଶ ପାଇ ନିଜକୁ ନିୟନ୍ତ୍ରିତ କରିବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୭ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
କନ୍ୟା
ମାଙ୍ଗଳିକ କର୍ମ ସଂପୃକ୍ତି, କର୍ମକ୍ଷେତ୍ରରେ ମନ୍ଥରତା, ଯାନବାହନରେ ବ୍ୟୟ, ଗୃହ ଭୂମିରେ ସଂସ୍କାର ଆଦି ଶୁଭାଶୁଭ ମିଶ୍ରିତ ଫଳ ଆଜି ଦିନରେ ଭୋଗ ହେବ । ଆଧ୍ୟାତ୍ମିକ ଚିନ୍ତା ଓ ଚେତନାର ବିକାଶ ଘଟିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
ଗୃହିଣୀ- ସୁଖଭାରା ଦିନଟି ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଅନ୍ଲାଇନ୍ ବିଦ୍ୟା ଆରୋହଣ କରିବେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ତୁଳା
ଦିନଟି ଶୁଭଫଳ ଦାୟକ ହେବ । ଭୋଗ ବିଳାସ ଦ୍ରବ୍ୟ ପାଇବେ । ଗୃହରେ ମଙ୍ଗଳ କର୍ମ ସଂପାଦିତ ହୋଇପାରିବ । ପ୍ରତ୍ୟେକ କାର୍ଯ୍ୟରେ ସହ ଯୋଗ ଲାଭ କରିବେ । ଅପରାହ୍ନ ଠାରୁ ନିଃସଂଗତା ବୋଧ ସାମୟିକ କଷ୍ଟଦାୟକ ହେବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।
ବିଛା
ଧର୍ମ କର୍ମରେ ଋଚିବୋଧ ବଢିବ । ପତିତ ଅର୍ଥ ହାତକୁ ଆସିପାରେ । ବନ୍ଧୁବର୍ଗରୁ ସହ ଯୋଗ ପାଇବେ । ଦେହ ସୁସ୍ଥ ରହିବ । ଯାନବାହନରେ ସଂସ୍କାର ଆଣିପାରିବେ । ଭୂମି କ୍ରୟ ବିକ୍ରୟରେ ଲାଭବାନ ହେବାର ସମ୍ଭାବନା ଅଧିକ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।
ଗୃହିଣୀ- ଧାର୍ମିକ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ଧନୁ
ଦେହ ଓ ମନରେ ସୁସ୍ଥ ରହିବେ । ପାରିବାରିକ ପରିବେଶ ଶାନ୍ତିଦାୟକ ହେବ । କର୍ମରେ ଗୁରୁତ୍ୱ ବଢିବ । ଅନେକଙ୍କର ବିଶ୍ୱାସ ଭାଜନ ହେବେ । ଯାନବାହନ ସୁଖ ସୌଭାଗ୍ୟ ମିଳିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ମକର
କିଛି ପ୍ରତିକୂଳ ଫଳ ପାଇବେ । ଦୈହିକ ସ୍ୱାସ୍ଥ୍ୟରେ ଅବନତି, ଲୋକ ସଂପର୍କ ହାନୀ, କଥା ଓ କାର୍ଯ୍ୟରେ ସମନ୍ୱୟ ରକ୍ଷା କରିବା କଷ୍ଟକର ହେବ । ଆହାର ବିହାରରେ ଅନିୟମିତ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଶ୍ରମ ସାର୍ଥକ ହେବ ।
କୁମ୍ଭ
ବନ୍ଧୁ ପରିଜନରୁ ସହ ଯୋଗ ପାଇବେ । ଆଧ୍ୟାତ୍ମିକ ଅନୁଭବ ଓ ନି । ବଢିବ । ସମୟୋପଯୋଗୀ ସତ ପରାମର୍ଶ ପାଇବେ । କର୍ମକ୍ଷେତ୍ରରେ ସମ୍ମାନ, ଲକ୍ଷ୍ୟପୂରଣ , ସମସ୍ୟା ସମାଧାନ ଓ ନୂତନ ଚିନ୍ତାଧାରାକୁ କାର୍ଯ୍ୟ ରୂପ ଦେଇପାରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ମୀନ
ସାମାଜିକ ଅନୁ ।ନ ଆୟୋଜନ କରିବେ । ବିଭିନ୍ନ ପ୍ରୋତ୍ସାହନ ମିଳିବ । ଦୂର ଯାତ୍ରା ଶୁଭଙ୍କର ହେବ । ଆୟ ଉର୍ପାଜନର ଦିଗ ପରିବର୍ତ୍ôତତ ହୋଇପାରେ । ଶୁଭ ମଙ୍ଗଳ କାର୍ଯ୍ୟରେ ଅଗ୍ରଗତି ଓ ବୈଷୟିକ ସୁଖ ସମୃଦ୍ଧି ଲାଭ କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।