ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ

ମାନସିକ ସ୍ତରରେ ଶାନ୍ତି ସନ୍ତୋଷ ପାଇବେ । ଯାନବାହାନ ସୁଖ ଲାଭ, ପରିଜନରେ ଆଦୃତି, ସମସ୍ୟା ସମାଧାନ, ଗୁରୁଦେବତା ବ୍ରାହ୍ମଣ ଭକ୍ତି ଓ ପାରସ୍ପରିକ ଉତ୍ତମ ସହଯୋଗ ମିଳିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୫ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବୃଷ

ଯାନବାହନରେ ଅପବ୍ୟୟ ହେବ । ଦୁଃଶ୍ଚିନ୍ତା ବୃଦ୍ଧି । କର୍ମ ପରିସର ବଢିବ । ଆଇନ ଅଦାଲତରୁ ଆସ୍ଥା କମିବ । ଚକ୍ଷୁପୀଡା କିମ୍ବା ଗଣ୍ଠିବ୍ୟଥାର ଆଶଙ୍କା । ଭୂମି ସଂକ୍ରାନ୍ତୀୟ ଅସୁବିଧାର ସହଜ ସମାଧାନ, ବୁଝାମଣାରେ ଉନ୍ନତି ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ବିଜୟୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ମିଥୁନ

କେତେକ କାର୍ଯ୍ୟ ଅସଂପୂର୍ଣ୍ଣ ରହିଯାଇପାରେ । ଭୋଗ ବିଳାସର ସାଧନ କ୍ରୟ କରିପାରନ୍ତି । ଆର୍ଥିକ ସ୍ଥିତି ଉନ୍ନତ ରହିବ । ସାଧାରଣ ସ୍ୱାସ୍ଥ୍ୟ ସମସ୍ୟା ପରିବାରରେ ଆସିବ । ପିତାମାତା ଗୁରୁଜନ ବର୍ଗରୁ ଆର୍ଶୀବାଦ, ବନ୍ଧୁ ସହ-ଯୋଗ ପାଇବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କର୍କଟ

ଘାତଚନ୍ଦ୍ର ଭୋଗ ହେବ ସାରାଦିନ । ଲକ୍ଷ୍ୟସ୍ଥଳରେ ପହଞ୍ôଚବାରେ ବିଳମ୍ବ ହେବ । ଦେହ ଅସୁସ୍ଥ ଓ ମନରେ ଅଶାନ୍ତି ଆସିପାରେ । ଗୃହ ପରିବେଶରେ ଶୁଭ କାର୍ଯ୍ୟ ଆରମ୍ଭ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ସିଂହ

ଶ୍ରୀ ଚନ୍ଦ୍ର ଭୋଗ ହେଉଛି । ପ୍ରତ୍ୟେକ କାର୍ଯ୍ୟରେ ମାନସିକ ସ୍ଥିରତା ରଖିବାର ଆବଶ୍ୟକତା ଅଛି । ନିର୍ମାଣମୂଳକ କାର୍ଯ୍ୟରେ ବ୍ୟୟ କରିବେ । ସତ ପରାମର୍ଶ ପାଇ ନିଜକୁ ନିୟନ୍ତ୍ରିତ କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

କନ୍ୟା

ମାଙ୍ଗଳିକ କର୍ମ ସଂପୃକ୍ତି କର୍ମକ୍ଷେତ୍ରରେ ମନ୍ଥରତା, ଯାନବାହନରେ ବ୍ୟୟ ଲୋକ ସଂପର୍କ, ଗୃହ ଭୂମିରେ ସଂସ୍କାର ଆଦି ଶୁଭାଶୁଭ ମିଶ୍ରିତ ଫଳ ଆଜି ଦିନରେ ଭୋଗ ହେବ । ଆଧ୍ୟାମ୍‌ôିକ ଚିନ୍ତା ଓ ଚେତନା ବିକାଶ ଘଟିବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୫ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ତୁଳା

ଭୋଗ ବିଳାସ ଦ୍ରବ୍ୟ ପାଇବେ । ଗୃହରେ ମଙ୍ଗଳ କର୍ମ ସଂପାଦିତ ହୋଇପାରିବ । ପ୍ରତ୍ୟେକ କାର୍ଯ୍ୟରେ ସହ-ଯୋଗ ଲାଭ କରିବେ । ଅପରାହ୍ନ ଠାରୁ ନିଃସଂଗତାବୋଧ ସାମୟିକ କଷ୍ଟଦାୟକ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବିଛା

ଧର୍ମ କର୍ମରେ ଋଚିବୋଧ ବଢିବ । ପତିତ ଅର୍ଥ ହାତକୁ ଆସିପାରେ । ବନ୍ଧୁ ବର୍ଗରୁ ସହ ଯୋଗ ପାଇବେ । ଦେହ ସୁସ୍ଥ ରହିବ । ଭୂମି କ୍ରୟ ବିକ୍ରୟରେ ଲାଭବାନ୍ ହେବାର ସମ୍ଭାବନା ଅଧିକ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ଧନୁ 

ଦେହ ଓ ମନରେ ସୁସ୍ଥ ରହିବେ । ପାରିବାରିକ ପରିବେଶ ଶାନ୍ତିଦାୟକ ହେବ । କର୍ମରେ ଗୁରତ୍ୱ ବଢିବ । ଅନେକଙ୍କର ବିଶ୍ୱାସ ଭାଜନ ହେବେ । ଯାନବାହନ ସୁଖ ସୌଭାଗ୍ୟ ମିଳିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
କର୍ମଜୀବି- ଜଳଯାତ୍ରା ମନା ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ମକର

ଘାତଚନ୍ଦ୍ର ଭୋଗ ହେଉଛି । କିଛି ପ୍ରତିକୂଳ ଫଳ ପାଇବେ । ଦୈହିକ ସ୍ୱାସ୍ଥ୍ୟରେ ଅବନତି, ଲୋକ ସଂପର୍କ ହାନୀ କଥା ଓ କାର୍ଯ୍ୟରେ ସମନ୍ୱୟ ରକ୍ଷା କରିବା କଷ୍ଟକର ହେବ । ଆହର ବିହାରରେ ଅନିୟମିତ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

କୁମ୍ଭ

ବନ୍ଧୁ ପରିଜନରୁ ସହ ଯୋଗ ପାଇବେ । ଆଧ୍ୟାତ୍ମିକ ଅନୁଭବ ଓ ନି । ବଢିବ । ସମୟୋପଯୋଗୀ ସତ ପରାମର୍ଶ ପାଇବେ । କର୍ମକ୍ଷେତ୍ରରେ ସମ୍ମାନ, ଲକ୍ଷ୍ୟପୂରଣ , ସମସ୍ୟା ସମାଧାନ ଓ ନୂତନ ଚିନ୍ତାଧାରାକୁ କାର୍ଯ୍ୟ ରୂପ ଦେଇପାରିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମୀନ

ସାମାଜିକ ଅନୁ ।ନ ସଂପର୍କୀତ ହେବେ । ବିଭିନ୍ନ ପ୍ରୋତ୍ସାହନ ମିଳିବ । ଦୂର ଯାତ୍ରା ଶୁଭଙ୍କର ହେବ । ଆୟ ଉପାର୍ଜନର ଦିଗ ପରିବର୍ତ୍ତିତ ହୋଇପାରେ । ଶୁଭ ମଙ୍ଗଳ କାର୍ଯ୍ୟରେ ଅଗ୍ରଗତି ଓ ବୈଷୟିକ ସୁଖ ସମୃଦ୍ଧି ଲାଭ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

Leave a Reply

Your email address will not be published. Required fields are marked *